-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ରାଜନୀତି

ଜେଏମଏମରେ ଫାଟ, ଦଳରୁ ଇସ୍ତଫା ଦେଲେ ମହେଶ ହେମ୍ବ୍ରମ

25-Aug-2021



(ପ୍ରେରଣା ଖବର ବ୍ୟୁରୋ) :ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଦଳରେ ଥିବା ଫାଟ ବର୍ତ୍ତମାନ ପଦାରେ ପଡ଼ିଛି । ଦଳର ପୂର୍ବତନ ରାଜ୍ୟ ସଭାପତି ମହେଶ ହେମ୍ବ୍ରମ ଦଳରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ର ଦଳର କେନ୍ଦ୍ରୀୟ କମିଟି ସଭାପତିଙ୍କୁ ପ୍ରଦାନ କରି ତା’ର ଏକକିତା ନକଲ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ପ୍ରଦାନ କରିଛନ୍ତି। ଦଳରେ କାର୍ଯ୍ୟ କରିବାର ସୁଯୋଗ ଦେଇଥିବାରୁ ମହେଶ ସଭାପତିଙ୍କୁ କୃତଜ୍ଞତା ଜଣାଇବା ସହିତ ଦଳର ସାଧାରଣ ସଦସ୍ୟ ଓ ପଦପଦବୀରୁ ସେ ଇସ୍ତଫା ଦେଇଥିବା ଦର୍ଶାଇଛନ୍ତି।

୨୦୧୪ ମସିହା ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ରାଜ୍ୟ ସଭାପତି ତଥା ବର୍ତ୍ତମାନର ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଜେଏମଏମ ଦଳରୁ ଇସ୍ତଫା ଦେଇ ବିଜେଡ଼ିରେ ଯୋଗ ଦେବାପରେ ମହେଶ ହେମ୍ବ୍ରମ ରାଜ୍ୟ ସଭାପତି ହୋଇଥିଲେ। ୨୦୧୯ ବିଧାନସଭା ନିର୍ବାଚନରେ ମହେଶ ସାରସକଣା ଆସନରୁ ଦଳୀୟ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ୨୦୧୪ରୁ ୨୦୨୦ ପର୍ଯନ୍ତ ଦଳର ନେତୃତ୍ବ ନେଇ ମହେଶ ଓ ତାଙ୍କ ଟିମ ଦଳର ସଂଗଠନକୁ ମୟୂରଭଞ୍ଜ ସମେତ ରାଜ୍ୟରେ ଶକ୍ତିଶାଳୀ କରିବାରେ ବିଫଳ ରହିବାରୁ ଜେଏମଏମ କେନ୍ଦ୍ରୀୟ କମିଟି ସମସ୍ତଙ୍କ ହାତରୁ କ୍ଷମତା ପ୍ରତ୍ୟାହାର କରି ସଂଗଠନକୁ ପୁର୍ନଗଠିତ କରିଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like