-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ରାଜ୍ୟ

ଜନନୀ ଯନ୍ତ୍ରଣା : ଆମ୍ବୁଲାନ୍ସ ପହଞ୍ଚି ନପାରିବାରୁ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

25-Aug-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ଜନନୀ ବିକାଶର ଆଉ ଏକ ନଗ୍ନ ଚିତ୍ର । ରାସ୍ତା ଖରାପ ଯୋଗୁଁ ଠିକଣା ଜାଗାରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ । ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ । ଅଧାରାସ୍ତାରେ ଜନ୍ମ ଦେଲେ ଶିଶୁ କନ୍ୟା । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲଦାଙ୍ଗି ଗାଁର ଘଟିଛି ଏପରି

ଘଟଣା ।ଖବର ଅନୁଯାୟୀ, ଲଦାଙ୍ଗି ଗ୍ରାମର ମୃତ୍ୟୁଞ୍ଜୟ ପ୍ରଧାନଙ୍କ ପତ୍ନୀ ବନିତା ପ୍ରଧାନଙ୍କର ଗର୍ଭ ଯନ୍ତ୍ରଣା ହୋଇଥିଲା । ପରିବାର ଲୋକେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ନିର୍ଭର କରିଥାନ୍ତି । ଏଥିଲାଗି ମୃତ୍ୟୁଞ୍ଜୟ ଦାରିଙ୍ଗବାଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସହ ଯୋଗାଯୋଗ କରି ୧୦୮ ଆମ୍ବୁଲାନ୍ସକୁ ଡାକିଥିଲେ । ଏହାପରେ ଆମ୍ବୁଲାନ୍ସ ବନିତାଙ୍କୁ ଆଣିବା ପାଇଁ ଲଦାଙ୍ଗି ଅଭିମୁଖେ ବାହାରିଥିଲା । କିନ୍ତୁ ଲଦାଙ୍ଗି ଗାଁଠାରୁ ୨ କିମି ଦୂର ବଡ଼ାଙ୍ଗପିପିଲି ଠାରୁ ୧୦୮ ଆମ୍ବୁଲାନ୍ସ ଆଉ ଆଗକୁ ଯାଇପାରିନଥିଲା । ଗାଁକୁ ସଂଯୋଗ କରୁଥିବା ରାସ୍ତା କାଦୁଅ ଏବଂ ଅତ୍ୟନ୍ତ କଦର୍ଯ୍ୟ ହୋଇଥିବାରୁ ଗାଡି ଆଡକୁ ବଢିପାରିନଥିଲା । ଶେଷରେ ଆମ୍ବୁଲାନ୍ସ ଚାଳକ ଶିବରାମ ବଳିଆର ସିଂ ଗାଡ଼ିରୁ ଓହ୍ଲାଇଥିଲେ । ସ୍ୱାମୀ ମୃତ୍ୟୁଞ୍ଜୟ ଓ ଅନ୍ୟ କିଛି ଗାଁର ଲୋକଙ୍କ ସହାୟତାରେ ଗର୍ଭବତୀଙ୍କୁ ଷ୍ଟ୍ରେଚରେ ବୋହି ଆଣିଥିଲେ । ଷ୍ଟ୍ରେଚରରେ ବୋହି ଆଣିବା ସମୟରେ ବନିତା ଯନ୍ତ୍ରଣାରେ ଛଟପଟ ହୋଇ 

ଅଧାବାଟରେ ଏକ ଶିଶୁ କନ୍ୟା ପ୍ରସବ କରିଥିଲେ l ପ୍ରସବ ପରେ ଉଭୟ ମାଆ ଓ ଝିଅଙ୍କୁ ପୁଣି ଥରେ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଯାଇଥିଲା । ଏହାପରେ ଉଭୟଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି l ମା ଓ ଶିଶୁ କନ୍ୟା ଉଭୟେ ସୁସ୍ଥ ଥିବା ଜଣାପଡିଛି l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like