-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ଭାରତୀୟ ରେଡକ୍ରସ ସୋସାଇଟି ର ଓଡ଼ିଶା ରାଜ୍ୟ ଶାଖା ତରଫରୁ ଜୁନିଅର ରେଡକ୍ରସ କାଉନସିଲର ମାନଙ୍କ ପ୍ରାଥମିକ ଚିକିତ୍ସା ତାଲିମ ଶିବିରର, ପରାମର୍ଶଦାତା ସେବା ପାଇଁ ତାଲିମ ନେଲେ

25-Aug-2021



 ବଲାଙ୍ଗିର,(ପ୍ରେରଣା ଖବର): ମନୁଷ୍ୟ ଏକ ସାସାଜିକ ଜୀବ । ସମାଜର ସମସ୍ତ ପ୍ରାଣୀ ମାନଙ୍କୁ ସମ୍ମାନ ଦେବା ଉଚିତ । ସେବା ମନୋଭାବ ନେଇ କାର୍ଯ୍ୟ କଲେ ଅନ୍ୟର ହୃଦୟକୁ ଜିଣି ହେବ । ଭାରତୀୟ ରେଡକ୍ରସ ସୋସାଇଟି ର ଓଡ଼ିଶା ରାଜ୍ୟ ଶାଖା ତରଫରୁ ଜୁନିଅର ରେଡକ୍ରସ କାଉନସିଲର ମାନଙ୍କ ପ୍ରାଥମିକ ଚିକିତ୍ସା ତାଲିମ ଶିବିରର ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ଅତିଥି ବୃନ୍ଦ ମତ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ଯୁବ ରେଡକ୍ରସର ଅଫିସର ଡ. ଅଜୟ କୁମାର

ତ୍ରିପାଠୀ , ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ,ମୁଖ୍ୟ ଉପଦେଷ୍ଟା ସନାତନ ଠାକୁର, ଶିବିରର ସଂଯୋଜକ ତଥା ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ସୁନ୍ଦରଗଡ ଜିଲ୍ଲାର ଯୋଗିମାଲ ମହାବିଦ୍ୟାଳୟ ଅଧ୍ୟାପକ ତଥା  ପ୍ରାଥମିକ ଚିକିତ୍ସା ଅଧ୍ୟାପକ ସୁମନ୍ତ କୁମାର ଦ୍ୱିବେଦୀ, ଟାଉନ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଯୋଗଦାନ  କରିଥିଲେ । କାର୍ଯ୍ୟକ୍ରମକରେ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ  ସାଧନ କର୍ମି ବିକାଶ ରଂଜନ ସାହୁ ସଂଯୋଜନା  କରିଥଅôଲେ । ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ଜ୍ୟୋତି ପ୍ରସାଦ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ । ବଲାଙ୍ଗିର ଜିଲ୍ଲାର ପରାମର୍ଶଦାତା ରାମ ନାରାୟଣ ଦାଶ,ଅରବିନ୍ଦ କୁମ୍ଭାର, ପ୍ରଭାକର ଛନ୍ଦ, ରଶ୍ମୀରାଣୀ ଦାଶ, ସୋନପୁରର ଆଶିଷ ନାୟକ, ସସ୍ମିତା ସାହୁ, ସଦାନନ୍ଦ ନାଏକ, ବୌଦ୍ଧ ଜିଲ୍ଲାର ସନ୍ତୋଷ କୁମାର ସ୍ୱାଇଁ, କବିତା ସାହୁ, ନବ କିଶୋର ଦୀପ, କନ୍ଧମାଳ ଜିଲ୍ଲାର ମନୋଜ ଭୋଇ, ସୁନୀତା ଦିଗଲ, ରାମକୃଷ୍ଣ ପାଣିଗ୍ରାହୀ, ବରଗଡ ଜିଲ୍ଲାର ସେବାବିନିମୟଯୁକ୍ତା ବାରିକ, ମନୋହର ଦାଶ, ହେମନ୍ତ କୁମାର ସାମଲ, ସମ୍ବଲପୁର ଜିଲ୍ଲାର ସୁଜାତା ବାରିକ, ଆନନ୍ଦ ଦଣ୍ଡସେନା, ପ୍ରତାପ ଚନ୍ଦ୍ର ସେନାପତି, ନୂଆପଡା ଜିଲ୍ଲାର ଜୟଦେବ ବେହେରା, ଅନିଲ କୁମାର ସା, ସୁନ୍ଦରଗଡ ଜିଲ୍ଲାର ଅମରଦୀପ କୁଜୁର, ହାବିଲ କିସାନ, କବିତା ମଂଜରୀ ମହନ୍ତ ପ୍ରମୁଖ ୨୫ ଜଣ ଶିବିରାର୍ଥୀ ତାଲିମ ଶିବିରରେ ଯୋଗଦାନ କରିଛନ୍ତି । କାର୍ଯ୍ୟକ୍ରମରେ ହେମନ୍ତ ପଧାନ, ରଂଜିତ ବେହେରା, ସତ୍ୟନାରାୟଣ ବିଶ୍ୱାଲ, କୃଷ୍ଣ ବାଗ, ପ୍ରହଲ୍ଲାଦ ମହାକୁର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like