-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲା ଯୁବ ରେଡକ୍ରସ କାର୍ଯ୍ୟକାରିଣୀ ବୌଠକ  

25-Aug-2021



ବଲାଙ୍ଗୀର,(ପ୍ରେରଣା ଖବର)  ଅଦ୍ୟ ସ୍ଥାନୀୟ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖା ସହାୟତାରେ ଜିଲ୍‌ା ଯୁବ ରେଡକ୍ରସ  କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ରେଡକ୍ରସର ଆଭିମୁଖ୍ୟ କଣ., ଶିକ୍ଷାନୁଷ୍ଠାନ ମାନଙ୍କରେ ରେଡକ୍ରସ ର କାମ କଣ, କିଭଳି ଭାବରେ ଆଗାମୀ ଦିନରେ ଯୁବ ରେଡକ୍ରସର  କାର୍ଯ୍ୟକ୍ରମ କୁ ତ୍ୱରାନ୍ୱିତ କରାଯାଇ ପାରିବ ସେ ବିଷୟରେ ଜିଲ୍ଲା ସ୍ତରୀୟ ପ୍ରସାଶନିକ ଅଧିକାରୀ ମାନଙ୍କ ସହିତ ବ୍ୟାପକ ଭାବରେ ବିଚାର ବିମର୍ଶ କରାଯାଇଥିଲା । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଦୁର୍ଗା ପ୍ରସନ୍ନ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲା ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ଲାଗୁରୀ  ଯୋଗଦେଇ ଜିଲା ପ୍ରସାଶନ ପକ୍ଷରୁ  ଯୁବ ରେଡକ୍ରସକୁ ସମସ୍ତ ସହାୟକ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ । ସମ୍ମାନୀତ ଅତିଥି ତଥା ଜିଲା ଆପାତ କାଳିନ ଅଧିକାରୀ ରୀନା କୁମାରୀ ନାଏକ  ଯୋଗଦେଇ ଯୁବ ରେଡକ୍ରସ ର ବିଭିନ୍ନ କାର୍ଯ୍ୟକ୍ରମ  ତଥା ତାଙ୍କ ବିଭାଗ ପକ୍ଷରୁ ସମସ୍ତ ପ୍ରକାରର ସହାୟତା ଓ ସହଯୋଗ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ ।  ଜିଲା ମୁଖ୍ୟ ଚିକିତ୍ସାଳୟର ଏ.ଡି.ଏମ୍‌.ଓ. ଡାକ୍ତର ମହନ୍ତ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ରେଡକ୍ରସର ଆଭିମୁଖ୍ୟ ବିଷୟରେ ସମ୍ୟକ ଆଲୋଚନା କରିଥିଲେ । ଓଡିଶା ରାଜ୍ୟ ଶାଖା ପକ୍ଷରୁ ଯୁବ ରେଡକ୍ରସ ଅଧିକାରୀ ଅଜୟ କୁମାର ତ୍ରୀପାଠୀ ଯୋଗଦେଇ ରାଜ୍ୟ ଶାଖା ବଲାଙ୍ଗୀର ଜିଲାକୁ ସ୍ୱତନ୍ତ୍ର ଭାବରେ ସମସ୍ତ ପ୍ରକାରର ସହଯୋଗ କରିବା ପାଇଁ ପ୍ରତିଶୃତି ଦେଇଥିଲେ । ଜୁନିୟର ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ କୁମାର ସ୍ୱାଇଁ ଅନ୍ୟତମ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ । ଯୁବ ରେଡକ୍ରସ୍ ର ଜିଲା ସମ୍ପାଦକ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଅଧ୍ୟାପକ ମଦନ ମୋହନ ପଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ  ଅଧ୍ୟାପକ ଚିତ୍ତଞ୍ଜନ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ସଭାକୁ ଯୁବ ରେଡକ୍ରସ୍ ର ଜିଲା ସଂଯୋଜକ ତଥା ଯୁଧିଷ୍ଠିର ମହାବିଦ୍ୟାଳୟର ଅଧ୍ୟାପକ ଦୈତ୍ୟାରି ପୁଜାରୀ ସଂଚାଳନ କରିଥିଲେ । ଏହି ସଭାରେ ସମଗ୍ର ବଲାଙ୍ଗିର ଜିଲାର ବିଭିନ୍ନ ମହାବିଦ୍ୟାଳୟରୁ ଅଶି ଜଣ ଅଧ୍ୟକ୍ଷ ତଥା କାଉନସେଲର ଯୋଗ ଦେଇଥିଲେ । ସ୍ୱେଛାସେବୀ ଭାବରେ ସୁମନ କୁମାର ନନ୍ଦ, ଶିବ ପ୍ରସାଦ ବିଶ୍ୱାଳ, ଆକାଶ ଗଡତ୍ୟା, ସଞ୍ଜିବ ପଧାନ, ବିକାଶ ମୁଦୁଲି ପ୍ରମୁଖ ଯୋଗଦେଇ ସମସ୍ତ କାର୍ଯରେ ସହେଯାଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like