-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ମାଛ ଓ ପରିବା ବିକାଳିଙ୍କ ପାଇଁ ଭେଣ୍ଡିଂ ଜୋନ ଉଦଘାଟନ କଲେ ନରସିଂହ-     ସହର ମଧ୍ୟରେ ନିର୍ମାଣ ହେବ ୩ଟି ଶୌଚାଳୟ ଓ ୫ଟି ପରିଶ୍ରାଗାର 

25-Aug-2021



ବଲାଙ୍ଗିର, (ପ୍ରେରଣା ଖବର) ବଲାଙ୍ଗିର ର ସୌନ୍ଦର୍ଯ୍ୟିକରଣ ଓ ରାସ୍ତା ଘାଟର ଉନ୍ନତିକରଣ ତଥା ପ୍ରସସ୍ତିକରଣ ପାଇଁ ସହର ମଧ୍ୟରେ ଗତ ଦେଢ ବର୍ଷ ହେଲା ଅନେକ ଛୋଟ ଛୋଟ ଉଠା ଦୋକାନୀ ତଥା ବ୍ୟବସାୟୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି । ଜିଲ୍ଲା ପ୍ରଶାସନ ତଥା ପୌର ପ୍ରଶାସନର ଉଦ୍ୟମ କ୍ରମେ ସେମାନଙ୍କ ପାଇଁ ସହର ମଧ୍ୟରେ ଥିବା ବିଭିନ୍ନ୍ ଖୋଲା ଯାଗା ମାନଙ୍କରେ ଭେଣ୍ଡିଂ ଜୋନର ନିର୍ମାଣ କରି ସେମାନଙ୍କ ଥଇଥାନ କରାଯାଉଛି ।  ଆଗକୁ ଆହୁରି ଅନେକ ଭେଣ୍ଡିଂ ଜୋନ ନିର୍ମାଣ କରିବା ସହ ବାକି ରହିଯାଇଥିବା ବିଶ୍ଥାପିତ ଉଠା ଦୋକାନୀ ଓ ବ୍ୟବସାୟୀମାନଙ୍‌କ ପର୍ଯ୍ୟାୟ କ୍ରମେ ଥଇଥାନ କରାଯିବ ବୋଲି ସ୍ଥାନୀୟ କଚେରି ଛକ ଠାରେ ମାଛ ବ୍ୟବସାୟୀ ଏବଂ ଫଳ ବ୍ୟବସାୟୀମାନଙ୍କ ପାଇଁ ନିର୍ମିତ ଭେଣ୍ଡିଂ ଜୋନର ଉଦଘାଟନ ସମସୟରେ ବିଧାୟକ ନରସିଂହ ମିଶ୍ର କହିଛନ୍ତି । ପଞ୍ଚଦଶ ଅର୍ଥ କମିଶନ ଅନୁଦାନରେ ନିର୍ମୀତ ହୋଇଥିବା ୬୦ ଲକ୍ଷ ଟଙ୍କାର ଏହି ପ୍ରକଳ୍ପର ଉଦଘାଟନ ଅବସରରେ ବଲାଙ୍ଗିର ଜିଲ୍ଲାପାଳ ଚଂଚଲ ରାଣା, ସହରାଞ୍ଚଳ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଶୁଦର୍ଶନ ସାଏ, ପୌର ନିର୍ବାହି ଅଧିକାରୀ ବିପିନ ଦୀପ ଉପସ୍ଥିତ ଥିଲେ ।

ଜିଲ୍ଲାପାଳ ତଥା ଅନ୍ୟାନ୍ୟ ଅଧିକାରୀଙ୍କ ସହ ଆଲୋଚନା ବେଳେ ବିଧାୟକ ଶ୍ରୀ ମିଶ୍ର ସହର ମଧ୍ୟରେ ଜନସଂଖ୍ୟା ବଢୁଥିବା ଯୋଗୁଁ ହେଉଥିବା ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ଦୃଢ ପଦକ୍ଷେପ ସହ ସହରର ବିଭିନ୍ନ ଜାଗାରେ ଶୋଚାଳୟ ନିର୍ମାଣ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ସଂକ୍ରାନ୍ତରେ ୧୦୪ ଲକ୍ଷ ଟଙ୍କାରେ ସହର ମଧ୍ୟରେ ତିନୋଟି ସର୍ବ ସାଧାରଣ ଶୌଚାଳୟ ଏବଂ ୫ ଗୋଟି ପରିଶ୍ରାଗାର ନିର୍ମାଣ ଯୋଜନା ଚାଲିଥିବା ବେଳେ ଏହାର ପରିଚାଳନା ଶୁଲ୍ଲଭ ଇଣ୍ଟରନେଶନାଲ ନାମକ ଏକ ସଂସ୍ଥା ବହନ କରିବ ବୋଲି ଅଧିକାରୀମାନେ ସୂଚନା ଦେଇଥିଲେ । ପ୍ରଶାସନ ତରଫରୁ ଦିଆଯାଉଥିବା ଦୋଖାନ ଗୃହ ଗୁଡିକରେ ବ୍ୟବସାୟୀମାନେ ଶାନ୍ତି ଶୃଙ୍ଖଳା ସହିତ ନିଜର ବ୍ୟବସାୟ ଆରମ୍ଭ କରନ୍ତୁ ବୋଲି ଜିଲ୍ଲାପାଳ ଶ୍ରୀ ରାଣା ଦୋକାନୀମାନଙ୍କ କହିବା ସହ ଏହି ପ୍ରକଳ୍ପ ସହରର ସୌନ୍ଦର୍ଯ୍ୟକରଣ ସହିତ ଟ୍ରାଫିକ ସମସ୍ୟା ସୁଧାରିବ ବୋଲି ପ୍ରକାଶ କରିଥିଲେ । ଏଠାରେ ସୂଚନା ଯୋଗ୍ୟ ଯେ, ଏହି ପ୍ରକଳ୍ପରେ ସମୁଦାୟ ୧୧୧ ଗୋଟି ଦୋକାନ ଘର ର ବ୍ୟବସ୍ଥା କରାଯାଇଛି । ଆଗକୁ ମଧ୍ୟ ସହରର ବିଭିନ୍ନ ଜାଗାରେ ଉଠା ଦୋକାନୀ ମାନଙ୍କ ପାଇଁ ଭେଣ୍ଡିଂ ଜୋନର ବ୍ୟବସ୍ଥା କରାଯାଇ ସହରର ଟ୍ରାଫିକ ଓ ବେକାରି ସମସ୍ୟାର ଦୂରିକରଣ କରାଯିବା ସୂଚନା ରହିଛି । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୌର ବିଭାଗ କନିଷ୍ଠ ଯନ୍ତ୍ରୀ ରୋଜାଲିସା ରାଉତ, ଗୋଲକ ବିହାରି ସାହୁ, ଜିଲ୍ଲା ଲୋକ ସୂଚନା ଓ ଜନ ସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଏବଂ ଉଠା ଦୋକାନିମାନେ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like