-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ବଢୁଛି କେନ୍ଦୁପତ୍ର ଦଲାଲଙ୍କ ଦୌରାତ୍ମ , ଏସିଏଫଙ୍କ ଗାଡି ଉପରେ ଆକ୍ରମଣ, ଗୋଟିଏ ପିକ ଅପ ଭ୍ୟାନ ସହ ଡ୍ରାଇଭର ଅଟକ

25-Aug-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଅଞ୍ଚଳରେ ଦିନକୁ ଦିନ କେନ୍ଦୁପତ୍ର  ଚୋରା ଚାଲାଣ ବଢିବା ସହିତ ମାଫିଆଙ୍କ ଦୌରାତ୍ମ ବଢ଼ିବାରେ ଲାଗିଛି।  କେନ୍ଦୁପତ୍ର ମାଫିଆଙ୍କ ଦାଦାଗିରି ଚରମ ସୀମାରେ ପହଞ୍ଚିଛି। ମାଫିଆ ମାନେ ଭୟଭିତ କରାଇ କେନ୍ଦୁପତ୍ର ବ୍ୟାପକ ଚୋରା ଚାଲାଣ କରୁଛନ୍ତି ‌। ସୋମବାର ଚାରମାଳ ଥାନା ଅଞ୍ଚଳରେ କେନ୍ଦୁପତ୍ର ମାଫିଆମାନେ ଜଣେ ଜଙ୍ଗଲ ବିଭାଗର ଅଧିକାରୀଙ୍କ ଗାଡି ଭଙ୍ଗାରୁଜା କରିବା ସହ ତାଙ୍କୁ ଭୁଜାଲି ଛୁରୀ ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେଇଛନ୍ତି । ଏନେଇ ଅଧିକାରୀ ଜଣକ ଚାରମାଳ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ଚାରମାଳ ଥାନା କେସ ନମ୍ବର  ୧୧୫/୨୧ ରେ ଏକ ମାମଲା ରୁଜୁ ପୂର୍ବକ ଏହି ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଗୋଟିଏ ପିକ ଅପ ଗାଡି ସହିତ ଡ୍ରାଇଭର ଜଣଙ୍କୁ ଅଟକ ରଖିଥିବା ରେଢାଖୋଲ  ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ(ଏସଡିପିଓ) ପ୍ରଶାନ୍ତ କୁମାର ମେହେର ପ୍ରକାଶ କରିଛନ୍ତି।ଅଭିଯୋଗ ଅନୁଯାୟୀ କେନ୍ଦୁପତ୍ର ମାଫିଆ ମାନେ ଚାରମାଳ ରେଞ୍ଜ ଅଞ୍ଚଳରୁ କେନ୍ଦୁପତ୍ର ଚୋରା ଚାଲାଣ କରୁଥିଲେ । ଖବର ପାଇ ବନବିଭାଗର ଏସିଏଫ ଦେବୀପ୍ରସାଦ ରାଉତ ସଦଳ ବଳେ ଘଟଣା ସ୍ଥଳକୁ ଯାଇଥିଲେ । ମାଫିଆ ମାନେ ବନବିଭାଗ ଅଧିକାରୀ ଆସୁଥିବା ଖବର ପାଇ ଫେରାର ହେବାକୁ ଉଦ୍ୟମ କରିଥିଲେ । ଏପରିକି ସେମାନେ କରଡାପାଳ ଗ୍ରାମ ନିକଟରେ ଏସିଏଫଙ୍କ ଗାଡ଼ିକୁ ଧକ୍କା ଦେଇଥିଲେ । ଗାଡ଼ିରୁ ‌ଓହ୍ଳାଇ ଏସିଏଫଙ୍କ ଗାଡିକୁ ଭାଙ୍ଗିରୁଜି ଦେଇଥିଲେ । ଖଣ୍ଡା ,ଭୁଜାଲି , ଛୁରୀ ପ୍ରଭୃତି ମାରଣାସ୍ତ୍ର ଦେଖାଇ ଧମକ ଚମକ ଦେଇଥିଲେ ।ଛ‌‌ଅ ଜଣ ମାଫିଆ ଏକ ପିକ‌ଅପ ଭ୍ୟାନରେ ଥିବା ଏସିଏଫ କହିଛନ୍ତି । ମାରଣାସ୍ତ୍ର ଧରି ଏଭଳି ଧମକ ଦେଇ ଫେରାର ହୋଇଯାଇଥିବା ବେଳେ ଛ‌ଅ ଜଣଙ୍କ ନାମରେ ଚାରମାଳ ଥାନାରେ ମାମଲା ରୁଜୁ ହୋଇଛି । ସେମାନେ ହେଲେ ଚାରମାଳ ଥାନା କରଡାପାଳ ଗ୍ରାମର ଶଙ୍କର୍ଷଣ ଗିରିଙ୍ଗା ,  ଯୁଜୁମୁରା ଥାନା ଅନ୍ଧାରି ଗ୍ରାମର ଦିଗାମ୍ବର ପ୍ରଧାନ , ସମ୍ବଲପୁର ମୋତିଝରନର ଶାହାଜାନ ଖାଁ (ସଜୁଆ) , ପେନସନ ପଡ଼ାର ଜାହିଦ ଖାଁ , ସମ୍ବଲପୁର ଧର୍ମଶାଳା ଗଳିର ସୁଦାମ ପ୍ରସାଦ ଯାଦବ (ବବୁଆ) , କୁମ୍ଭାରପଡ଼ାର ମହମ୍ମଦ ନୌସଦ ବୋଲି ଜଣାପଡିଛି । କେନ୍ଦୁପତ୍ର ବୋଝେଇ ପିକ‌ଅପ ଭ୍ୟାନ ଓଡି ୧୫ ଏମ ୦୮୦୦ ଓ ମାଫିଆ ମାନେ ବ୍ୟବହାର କରିଥିବା ବୋଲେରୋ ଓଆର ୧୫ ପି ୨୮୨୯ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । 
ପ୍ରକାଶ ଥାଉକି କିଛିଦିନ ତଳେ ସମ୍ବଲପୁର ଜିଲ୍ଲା ଜୁଜୁମୁରା ଥାନାରେ ମାମଲା ରୁଜୁ ହୋଇଥିବାବେଳେ ଏହି ମାଫିଆ ମାନେ ସେହି ଘଟଣାରେ ସଂପୃକ୍ତ ଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like