-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ମିଥ୍ଯା କେସରୁ ଜାମିନରେ ଆସିଲେ କେଶରୀୟା ହିନ୍ଦୁ ବାହିନୀ ର କାର୍ଯ୍ୟକର୍ତ୍ତା

25-Aug-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ଆଜି ତା ୨୫/୦୮/୨୦୨୧ ଦିନ ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ମାନ୍ୟବର ଏଡିଜେ କୋର୍ଟ ଟିଟିଲାଗଡ ରୁ ଅନ୍ତରିଣ ଜାମିନ ରେ ମୁକୁଳିଲେ କେଶରୀୟା ହିନ୍ଦୁ ବାହିନୀ ରାଜ୍ୟ ସଭାପତି ସନ୍ତୋଷ ଭୋଳ ଏବଂ ଜିଲ୍ଲାର ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା। ଗତ ଜୁନ ୪ ତାରିଖ ରେ ବଲାଙ୍ଗୀର ଜିଲ୍ଲା ମୁରିବାହାଲ୍ ବ୍ଲକ୍ ପୁଡିସରା ଗ୍ରାମ ନିକଟରେ ବେଆଇନ ଗୋ ଚାଲାଣ ହେଉଥିବା ସମୟରେ କେଶରୀୟା ହିନ୍ଦୁ ବାହିନୀ ର ବ୍ଲକ୍ ଏବଂ ଜିଲ୍ଲା କାର୍ଯ୍ୟକର୍ତ୍ତା ମାନେ ରାଜ୍ୟ ସଭାପତିଙ୍କ ନେତୃତ୍ୱ ରେ ଏହି ଗୋ ଚାଲାଣ କୁ ଅବରୋଧ କରିଥିଲେ। ଏହି ସମୟରେ କେଶରୀୟା ହିନ୍ଦୁ ବାହିନୀ ର କାର୍ଯ୍ୟକର୍ତ୍ତା ମାନଙ୍କ ଉପରେ ଅତର୍କିତ ଆକ୍ରମଣ କରାଯାଇଥିଲା ଯେଉଁଥିରେ ରାଜ୍ୟ ସଭାପତି ଶ୍ରୀ ସନ୍ତୋଷ ଭୋଳ, ବ୍ଲକ୍ ସଭାପତି ସଂଜିତ୍ କମ୍ପ, ବ୍ଲକ୍ ଉପସଭାପତି ଶ୍ରୀକାନ୍ତ ଭୋଇ ଏବଂ ଅନ୍ୟାନ୍ୟ କାର୍ଯ୍ୟ କର୍ତ୍ତା ମାନେ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ରେ ଭର୍ତି ହୋଇ ଚିକିତ୍ସିତ ହୋଇଥିଲେ। ତତ୍ ସହିତ ଗୋ ଚାଲାଣ କାରୀ ମାନେ ରାଜ୍ୟ ସଭାପତି ଶ୍ରୀ ସନ୍ତୋଷ ଭୋଳ , ବ୍ଲକ୍ ସଭାପତି ସଞ୍ଜିତ୍ କମ୍ପ ଏବଂ ବ୍ଲକ ଉପସଭାପତି ଶ୍ରୀକାନ୍ତ ଭୋଇ ଙ୍କ ନାମ ରେ ମିଥ୍ୟା କେଶ୍ ମଧ୍ୟ ଦେଇଥିବା ସଭାପତି କହିଥିଲେ । କେଶରୀୟା ହିନ୍ଦୁ ବାହିନୀ ର କାର୍ଯ୍ୟକର୍ତ୍ତା ମାନେ ଜାମିନ ରେ ମୁକୁଲିବା ପରେ ଆଗାମୀ ଦିନରେ କଣ୍ଟାବାଞ୍ଜି, ଟିଟିଲାଗଡ ତଥା ସମ୍ପୁର୍ଣ୍ଣ ବଲାଙ୍ଗୀର ଜିଲ୍ଲା ରେ ବେଆଇନ ଗୋ ଚାଲାଣ କୁ ବନ୍ଦ କରାଯିବ ବୋଲି ରାଜ୍ୟ ସଭାପତି ସନ୍ତୋଷ ଭୋଲ କହିଥିଲେ । 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like