-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ରାଜ୍ୟ

ବିରିଡିରେ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟ କାରଣୀ ବୈଠକ

26-Aug-2021



ଜଗତସିଂହପୁର ର(ନୃସିଂହ ବାରିକ) :ବୁଧବାର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିରିଡି ବ୍ଳକର ବାଲିଆସ୍ଥିତ ମା ଭଗବତୀ ପୀଠ ପରିସରରେ ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଳକ ସଭାପତି ରବିନ୍ଦ୍ର କୁମାର ରାଉଳ ଏଥିରେ ଅଧକ୍ଷତା କରିଥିବା ବେଳେ ଜୋନ ସଂଯୋଗକ ନୃସିଂହ କୁମାର ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ନବୀନ ସରକାରର ବରିଷ୍ଟ ମନ୍ତ୍ରୀ ତଥା ଜଗତସିଂପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଗଣଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ବିଧାୟକ ପ୍ରଶାନ୍ତ ମୁଦୁଲି,ତିର୍ତ୍ତୋଲର ଯୁବ ବିଧାୟକ ଇଂ ବିଜୟଶଂକର ଦାସ, ଜିଲ୍ଲାପରିଷଦ ଅଧ୍ୟକ୍ଷା ପ୍ରିୟ ଦର୍ଶନୀ ବିଶ୍ଵାଳ,ପ୍ରଫେସର ରମାକାନ୍ତ ଭୋଇ, ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସବିତ ମହାପାତ୍ର ଯୋଗ ହେଇଥିବାବେଳେ ବ୍ଲକ ଯୁବ ସଭାପତି ଶୁଶାନ୍ତ କୁମାର ସାହୁ , ବ୍ଳକ ମହିଳା ସଭାନେତ୍ରୀ ମମତା ପାତ୍ର, ଛାତ୍ର ସଭାପତି ଗୋରେଖ ଆଶ୍ରୀତ ବେହେରା । ଜୋନ ସଂଯୋଜକ ପବିତ୍ର ପଶାୟତ,  ଉପଦେଷ୍ଟା ବିଭୂତି ଭୁଷଣ ଦାସ, ରାଜ୍ୟ ସଂପାଦକ ପ୍ରଦୀପ୍ତ ଭୁୟାଁ, ଜିଲ୍ଲା ପରିଷଦ ସଭ୍ୟ ପ୍ରତାପ ବେହେରା,ସଭ୍ୟା ଲତା ଦାସ, ବିଧାୟକଙ୍କ ପ୍ରତିନିଧିନେତା  ନନ୍ଦ ପାତ୍ର, ରଘୁନାଥପୁର ବ୍ଳକ ସଭାପତି ଦେବାଶୀଷ ତ୍ରୀପାଠୀ , ତିର୍ତ୍ତୋଲ ବ୍ଲକ୍କ ସଭାପତି ଗଙ୍ଗାଧର ବିଶ୍ଵାଳ,ରେଖାରାଣୀ ବୋଷ ପ୍ରମୁଖ ଯୋଗଦେଇଥିଲେ। ପ୍ରାରମ୍ଭରେ  ପ୍ରବାଦ ପୁରୁଷ ବିଜୁପଟ୍ଟନାୟକ ଓ ସ୍ବର୍ଗତ  ବିଷ୍ଣୁ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ପ୍ରଦୀପ ପ୍ରଜ୍ବଳନ ପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ପରେ ପରେ  ମହାନ୍  ଆତ୍ମାଙ୍କ ପାଇଁ ଦୁଇ ମିନିଟ ନିରବ ପାର୍ଥନା କରାଯାଇଥିଲା। ଆଗାମୀ ପଞ୍ଚାୟତ ନିର୍ବାଚନକୁ ଆଖି ଆଗରେ ରଖି ଏହି ଦୈଠକରେ ମନ୍ତ୍ରୀ ସମୀର ରଂଜନ ଦାସ ସମସ୍ତେ ବିଜୁ ପରିବାରର ବୋଲି ନିଜକୁ ଭାବି ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନକୁ ବଜାୟ ରଖିବା ପାଇଁ ବିରିଡି ବ୍ଲକର ସମସ୍ତ ୨୧ଟି ପଞ୍ଚାୟତର  ସରପଞ୍ଚ ସମିତି ସଭ୍ୟଙ୍କୁ ଜିତାଇବା ସହ ଦୁଇଟି ଜିଲ୍ଲାପରିଷଦ ଜୋନର ସଭ୍ୟମାନଙ୍କୁ ଜିତାଇବାକୁ ହେବ। ଏଥିପାଇଁ ଆଜିଠାରୁ ସମସ୍ତେ ନବୀନବାବୁଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଲୋକମାନଙ୍କ ପାଖରେ ପହଞ୍ଚାଇ ଲୋକମାନଙ୍କ ନିକଟତର ହେବାକୁ ପରାମର୍ଶ ଦେଇଥିଲେ। ଏଥି ସହିତ ବ୍ଳକ କମିଟ, ପଞ୍ଚାୟତ  କମିଟ ତୁରନ୍ତ ଗଠନ କରି କ୍ରିୟାଶୀଳ କରିବାକୁ ବ୍ଳକ ସଭାପତି ଓ ଜୋନ ସଂଯୋଜନକୁ ଗୁରୁମନ୍ତ୍ର ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ସରପଞ୍ଚ, ସମୀତି ସଭ୍ୟ,ପଞ୍ଚାୟତ ସଭାପତି, ମହିଳା ସଭାପତି ଓ ଯୁବଛାତ୍ର ସଂଗଠନର କର୍ମକର୍ତାମାନେ ଯୋଗଦେଇଥିଲେ ।ଶେଷରେ ତୃପ୍ତୀ ରାୟ ଧନ୍ୟବାଦ ଅର୍ପଣ କରିଥିଲେ। ରିପୋର୍ଟ-ନୃସିଂହ ଚରଣ ବାରିକ


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like