-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଦେଶ ବିଦେଶ

ଚାଲି ଗଲେ ଜେମ୍ସ ବଣ୍ଡ

31-Oct-2020



ସାରା ବିଶ୍ୱରେ ଚହଳ ସୃଷ୍ଟି କରିଥିବା ହଲିଉଡ ଫିଲ୍ମ ଜେମ୍ସ ବଣ୍ଡର ପ୍ରଥମ ଅଭିନେତା ସାର୍‌ ସେନ କୋନ୍ନେରୀଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ସେ ଶୋଇଥିବା ବେଳେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ସମୟରେ ସେ ବାହାମସରେ ଥିଲେ ବୋଲି ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ନାଁ ସେନ୍‌ କୋନ୍ନେରୀ ହୋଇଥିଲେ ହେଁ ସେ ଜେମ୍ସ ବଣ୍ଡ ନାଁରେ ପରିଚିତ ଥିଲେ!!ସେ ପ୍ରଥମ ଅଭିନେତା ଭାବେ ଜେମ୍ସ ବଣ୍ଡ ଚରିତ୍ରରେ ଅଭିନୟ କରିଥିଲେ। ଏହି ଚରିତ୍ର ତାଙ୍କୁ ରାତାରାତି ଷ୍ଟାରର ପରିଚୟ ଦେଇଥିଲା। ତାଙ୍କୁ ସମସ୍ତେ ଜେମ୍ସ ବଣ୍ଡ ନାଁରେ ଡାକିବା ଆରମ୍ଭ କରିଥିଲେ। ଏହାପରେ ଆରମ୍ଭ ହୋଇଥିବା ୭ଟି ଯାକ ବଣ୍ଡ ସରିଜ୍‌ରେ ସେ ଅଭିନୟ କରିଥିଲେ!! ୧୯୬୨ରୁ ୧୯୮୩ ମଧ୍ୟରେ ଏହି ବଣ୍ଡ ସିରିଜ୍‌ ମୁକ୍ତିଲାଭ କରିଥିଲା। ନିଜ ଲମ୍ବା ଫିଲ୍ମ କ୍ୟାରିୟରରେ କୋନ୍ନେରୀ ଅନେକ ସଫଳତା ପାଇଛନ୍ତି। ୧୯୮୮ରେ ଦି ଅନ୍‌ଟଚେବୁଲ୍ସ ପାଇଁ ତାଙ୍କୁ ଅସ୍କାରରେ ସମ୍ମାନୀତ କରାଯାଇଥିଲା। ଏହା ସହ ସେ ୩ଟି ଗୋଲଡେନ ଗ୍ଲୋବ୍ସ ଓ ଦୁଇଟି ବଫଟା ସମ୍ମାନ ମଧ୍ୟ ଜିତିଛନ୍ତି। ଏହି ସ୍କଟିଚ୍‌ ଅଭିନେତା ଜଣଙ୍କ ମାରିନ(୧୯୬୪), ମର୍ଡର ଅନ ଦି ଓରିଏଣ୍ଟ ଏକ୍ସପ୍ରେସ(୧୯୭୪), ଦି ମ୍ୟାନ୍‌ ହୁ ଉଡ୍‌ ବି କିଙ୍ଗ (୧୯୭୫), ଦି ନେମ ଅଫ ଦି ରୋଜ୍‌(୧୯୮୬), ହାଇଲ୍ୟାଣ୍ଡର(୧୯୮୬), ଦି ରକ(୧୯୯୬) ଓ ଫାଇଣ୍ଡିଂ ଫରେଷ୍ଟର୍ସ(୨୦୦୦) ଭଳି ଅନେକ ଫିଲ୍ମରେ ଅଭିନୟ କରିଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like