-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ପ୍ରଭୁ ଙ୍କ ଦାସ ଦିଗାଲ ଙ୍କ ମୃତରେ ଭାଙ୍ଗି ପଡ଼ିଲେ ବିଶ୍ୱାସୀ ମାନେ

26-Aug-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )

ଆଜି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସିର୍ଲି ଗୁଡା ଗ୍ରାମ ରେ ତାଙ୍କ ମୃତ ରେ ଶୋକାକୁଳ ପରିବେଶ ଭିତରେ ବିଶ୍ୱା ସି ମାନେ l
ପାଳକ ଵିନୋଦ ଦିଗାଲ ସେ ଫେବୃଆରି ତା -୦୧/୧୯୮୨ ମସିହାରେ କନ୍ଧ ମାଳ ଜିଲ୍ଲା ବାର ଖମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ l ତାଙ୍କ ଜୀବନ କାଳରେ ୨୦ ବର୍ଷ ବୟସ ରୁ କନ୍ଧ ମାଳ ଜିଲ୍ଲା ଛାଡି କୋକସରା ବ୍ଲକ ଅଧିନସ୍ଥ ଶିର୍ଲି ଗୁଡା ଗ୍ରାମ ର ପ୍ରଭା ସିନି ମହା ନନ୍ଦ ଙ୍କୁ ବିବାହ କରିଥିଲେ ତାଙ୍କ ର ଛୋଟ  ଝିଅ  ଓ ପୁଅ ଟିଏ  ଅଛନ୍ତି l ସେ ଦୀର୍ଘ ଦିନ ଧରି, ପ୍ରଭୁ ଯୀଶୁ ଙ୍କ ସେବା କରି ଅନେକ ଗ୍ରାମରେ ପ୍ର।ଥନ। କରି ସୁଷମା ଚାର ପ୍ରଚାର କରି ଆସୁଥିଲେ ଓ ନାଗରିକ ବିକାଶ ସଙ୍ଗଠନ ମାଧ୍ୟମ ରେ  ସମାଜ ର ଅନେକ ଉନ୍ନତି ମୂଳକ କାର୍ଯ୍ୟ କ୍ରମ ରେ ଯୋଗ ଦାନ କରିଲୋକ ମାନଙ୍କୁ ସାହାଯ୍ୟସହଯୋଗ କରୁଥିଲେ , ସଦା ସର୍ବଦା  ଗରିବ ଲୋକ ମାନଙ୍କ  ସେବା କରିବାରେବହୁତ ଆନନ୍ଦ ଅନୁଭବ କରୁଥିଲେ ,ତାଙ୍କ ସରି ର  ରେ  ହଟ। ତ ଏକ ଅଜଣା ରୋଗରେ ଶିକାର ହୋଇ କଟକ ବଡ଼ ଡ଼ାକ୍ତରଖାନାକୁ ଯାଇ ଥିଲେ  ଓ ଭଲ ମଧ୍ୟ୍ୟ ହୋଇଥିଲେ  ପୁଣୀ କିଛି ଦିନ ତଳେ ଆହୁରି ଅସୁସ୍ଥ ହେବାରୁ ତାଙ୍କୁ ବୁର୍ଲା ମେଡିକାଲ କୁ ତାଙ୍କ ପତ୍ନୀ ନେ଼ଇ ଥିଲେ  କିନ୍ତୁ ଦୁର୍ଭାଗ୍ୟ ବଶତଃ ସେହି ମେଡ଼ିକାଲ ରେ ହିଁ ସେ ମୃତୁ ବରଣ କରି ଥିଲେ l ପରେ ବୁର୍ଲା ମେଡ଼ିକାଲ ଠାରୁ ନିଜ ଜନ୍ମ ମାଟି  କନ୍ଧ ମାଳ ଜିଲ୍ଲା ବାରଖମା ଗ୍ରାମ ରେ ଆଣି ସେ ଠାରେ କବର ଦିଆଯାଇଥିଲା l
ଏଭଳି ଜନସେବା କରି ଗରିବ ଲୋକଙ୍କ ସାହାଯ୍ୟ ସହଯୋଗ କରି ଉନ୍ନତି ମୂଳକ କାଯ୍ୟ କରିଥିବା ରୁ   ଲୋକ ମାନେ ତାଙ୍କ ମୃତ ରେ ଦୁଃଖି ହୋଇ ତାଙ୍କ ଆତ୍ମା ର ମୁକ୍ତି ପାଇଁ କଳାହାଣ୍ଡି ଜିଲ୍ଲା ନାଗରିକ ବିକାଶ ସଙ୍ଗଠନ ତରଫରୁ ଏକ ମିନିଟ ନିରବ ପ୍ରା ଥନ। କରି ତାଙ୍କ ଆତ୍ମା ର ମଙ୍ଗଳ କାମନା କରାଯାଇ ଥିଲା ll


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like