-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି: ହୋଟେଲ ମିଡ ଟାଉନ ଅନ୍ୟ ଲୋକଙ୍କ ଜମିରେ ତିଆରି ହୋଇଥିବା ଅଭିଯୋଗ, ହାଇକୋର୍ଟଙ୍କ ନିର୍ଦେଶ କ୍ରମେ ଜିଲ୍ଲା ଅବକାରି ଏସପିଙ୍କ ଡାକରା 

26-Aug-2021



କଣ୍ଟାବାଞ୍ଜି,(ଆନନ୍ଦ କୁମାର  ମୋଟେ ) : ଣ୍ଟାବାଞ୍ଜି ହୋଟେଲ ମିଡ ଟାଉନ ଠିପି ଖୋଲା ମଦ ଦୋକାନ  ଅନ୍ୟ ଲୋକଙ୍କ ଜମିରେ ତିଆରି ହୋଇଥିବା ଅଭିଯୋଗ ହେଇଛି । କଣ୍ଟାବାଞ୍ଜି ୱାର୍ଡ ନମ୍ବର ୯ ର ମଂଜିତ କୌର ସାଲୁଜା ଏଭଲି ଅଭିଯୋଗ କରିଛନ୍ତି । ଏ ନେଇ ସ୍ଥାନିୟ ତହସିଲ ଅଫିସରେ ବାରମ୍ବାର ଅଭିଯୋଗ କରାଯାଇଥିବା ମଧ୍ୟ ଜଣାଯାଏ । ଆରଆଇ ଏହି ଅଭିଯୋଗ କ୍ରମେ ମାପ ମଧ୍ୟ କରିଥିଲେ । ହୋଟେଲ ମିଡ ଟାଉନ ଠିପି ଖୋଲା ମଦ ଦୋକାନ ଯେଉଁ ଜମିରେ ତିଆରି ହେବା କଥା ସେହି ସ୍ଥାନରେ ତିଆରି ନହୋଇ ମଂଜିତ କୌର ସାଲୁଜାଙ୍କ ଜମିରେ ତିଆରି ହୋଇଥିବା ଜଣା ପଡିଥିଲା । ତେବେ ଏହି ଆଧାରରେ ମିଡ ଟାଉନର ଠିପି ଖୋଲା ମଦ ଦୋକାନ ଲାଇସେନ୍ସ ଖାରଜ କରିବାକୁ ବଲାଙ୍ଗିର ଜିଲ୍ଲାପାଳ, ଅବକାରି ଏସପିଙ୍କୁ ଅଭିଯୋଗ କରାଯାଇଥିଲା । ଅଭିଯୋଗ ପରେ ମଧ୍ୟ ପ୍ରଶାସନ କୌଣସି କାର୍ଯ୍ୟନୁଷ୍ଠାନ ନେଇନଥିବା ଯୋଗୁ ଶେଷରେ ମଂଜିତ କୌର ସାଲୁଜା ହାଇକୋର୍ଟର ଦ୍ୱାରସ୍ତ ହୋଇଥିଲେ । ହାଇକୋର୍ଟ ଓକିଳ ଆଶିଷ କୁମାର ମିଶ୍ର ଏହି ମାମଲା ପରିଚାଲନା କରୁଥିବା ବେଳେ ହାଇକୋର୍ଟଙ୍କ ନିର୍ଦେଶ କ୍ରମେ ହୋଟେଲ ମିଡ ଟାଉନର ମାଲିକ ଗିରସ ଛାବ୍ରା ଏବଂ ଅଭିଯୋଗକାରିଙ୍କୁ ଅବକାରି ଏସପି ନୋଟିସ କରି ତାଙ୍କ କାଗଜ ପତ୍ର ଦାଖଲ କରିବାକୁ ନିର୍ଦେଶ ଦେଇଥିଲେ । ନିର୍ଦେଶ ମୁତାବକ ଉଭୟ ଅବକାରି ଏସପିଙ୍କ କାର୍ଯ୍ୟାଳୟରେ ପହଂଚି ନିଜ ନିଜ ବୟାନ ଦେବା ସହ କାଗଜପତ୍ର ଦେଇଥିବା ଜଣାଯାଇଛି । ଏ ସଂପର୍କରେ ଆସନ୍ତା ୧୩ ସେପ୍ଟେମ୍ବର ସୁଦ୍ଧା ବିହିତ କାର୍ଯ୍ୟନୁଷ୍ଠାନ ନେବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି । ଅବକାରି ବିଭାଗ ସ୍ଥାନିୟ ତହସିଲ କତୃପକ୍ଷଙ୍କ ସତାସୁତୁରା ଯୋଗୁ ଏଭଲି ବେଆଇନ କାରବାର ହେଇଛି । ଯେ ପର୍ଯ୍ୟନ୍ତ ମୋତେ ନ୍ୟାୟ ମିଲିନାହିଁ ସେ ପର୍ଯ୍ୟନ୍ତ ମୋର ଲଢେଇ ମୁଁ ଜାରି ରଖିବି ବୋଲି  ଅଭିଯୋଗକାରି ମଂଜିତ କୌର ସାଲୁଜା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like