-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବାଲାଜୀ କଲେଜ ଉପାନ୍ତ ଅଞ୍ଚଳ ର ଛାତ୍ର ଛାତ୍ରୀ ଙ୍କ ଭବିଷ୍ୟତ ଦ୍ରଷ୍ଟା

26-Aug-2021



ବଲାଙ୍ଗୀର(ପ୍ରେରଣା ଖବର) : ସାମାଜିକ ତଥା ଅର୍ଥନୈତିକ କ୍ଷେତ୍ରରେ ବଲାଙ୍ଗୀର ଜିଲ୍ଲା ପଛୁଆ ଜିଲ୍ଲା ଭାବେ ପରିଗଣିତ । ବେକାରୀ ସମସ୍ୟା ଏବଂ ଅର୍ଥାଭାବ ଯୋଗୁଁ ଏହି ଜିଲ୍ଲାରୁ ପ୍ରତିବର୍ଷ ହଜାର ହଜାର ବେକାର ଯୁବକ, ଯୁବତୀ, ମହିଳା,ପୁରୁଷ, ବୃଦ୍ଧ,ବୃଦ୍ଧା ତଥା ବାଳ ଶ୍ରମିକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଜନଜୀବନ ଏବଂ ଯୌବନ ହଜାଇ ଆସିଥାନ୍ତି । ଏଣୁ ସରକାର ଏହି ଜିଲ୍ଲାର ଉନ୍ନତି ସକାଶେ କେବିକେ ନାମରେ ନାମିତ କରି ଜିଲ୍ଲାର ଉନ୍ନତି ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି  ।ଏଭଳି ଏକ ଜିଲ୍ଲାରେ ଶିକ୍ଷl ର ବିକାଶ ନିମନ୍ତେ ବାଲାଜୀ କଲେଜ୍ ଗ୍ରାମାଞ୍ଚଳରୁ ଆସୁଥିବା ଗରିବ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ଖୁବ୍ କମ୍ ଟଙ୍କାରେ ଶିକ୍ଷାଦାନ କରୁଥିବା ଦେଖିବାକୁ ମିଳିଛି । ବିଗତ ଦୁଇ

ବର୍ଷ ହେବ କୋଭିଡ-୧୯ ମହାମାରୀ ଯୋଗୁ ତଥା ସରକାରଙ୍କ ତାଗିଦ୍ ଯୋଗୁ ଏହି ବାଲାଜୀ କଲେଜର ଛାତ୍ରଛାତ୍ରୀଙ୍କ ଏଡମିସନ୍ କମିଯାଇଛି । କଲେଜ୍ ଆରମ୍ଭରୁ ୧୨୮ ସିଟ ଥିବା ବେଳେ ଶିକ୍ଷl ବିଭାଗ ୬୪ ସିଟ କରି ଦେଇଛନ୍ତି । ଚଳିତ ବର୍ଷ ମେଟ୍ରିକ୍ ପରୀକ୍ଷା ରେ ଶତ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଥିବାରୁ ବର୍ତମାନ ପର୍ଯ୍ୟନ୍ତ ୧୩୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ତାଙ୍କ ନାମ ଏହି କଲେଜରେ ପଞ୍ଜିକରଣ କରିସାରିଲେଣି । ଏହି କଲେଜ ଗ୍ରାମାଞ୍ଚଳରେ ଥିବାରୁ ନିକଟସ୍ଥ ଗ୍ରାମର ଛାତ୍ରଛାତ୍ରୀ ମାନେ ଏହି କଲେଜ୍ ଉପରେ ନିର୍ଭର କରିଥାନ୍ତି । ବାଲାଜୀ କଲେଜ୍ ରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମସ୍ତ ସୁବିଧା ମଧ୍ୟ ଉପଲବ୍ଧ ଅଛି । ଛାତ୍ରୀ ସଂଖ୍ୟା ଏ ବର୍ଷ ଅଧିକ ଥିବାରୁ କୌଣସି ଛାତ୍ରୀ 

ଶିକ୍ଷାରୁ ବଞ୍ଚିତ ନ ହେବା ପାଇ କଲେଜ୍ ର ଡାଇରେକ୍ଟର କୈଳାସ ଅଗ୍ରୱାଲ ଶିକ୍ଷ୍ୟା ବିଭାଗକୁ ସିଟ ୧୬୦ କୁ ବର୍ଦ୍ଧିତ କରିବା ପାଇଁ ଅନଲାଇନ ରେ ଆବେଦନ କରିଛନ୍ତି । ଯଦି ସିଟ ବୃଦ୍ଧି ନ ହୁଏ ତେବେ ଛାତ୍ରଛାତ୍ରୀ ମାନଙ୍କ ମୌଳିକ ଅଧିକାର ପାଇଁ ଆଇନର ଆଶ୍ରୟ ନେବେ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ