-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||     

HOME   ଜିଲ୍ଲା

ଶିକ୍ଷା ପ୍ରୟୋଗାତ୍ମକ ହେଲେ, ଉଦ୍ୟମ ଫଳବତୀ ହେବ     

26-Aug-2021



ବଲାଙ୍ଗିର(ପ୍ରେରଣା ଖବର): କରୋନା ମହାମାରୀ ମଣିଷ ଜୀବନ, ଜୀବିକା ତଥା ଅର୍ଥନୀତିକୁ ଦୋହଲାଇବା ସହିତ ମାନବ ସମାଜର କାର୍ଯ୍ୟଶୈଳୀରେ ବିରାଟ ପରିବର୍ତ୍ତନ କରିଦେଇଛି । ଏକତା ଭାବ ଦ୍ୱାରା ଯେକୌଣସି ଦୁର୍ବିପାକରୁ ସଭ୍ୟ ସମାଜ ବଂଚିପାରିବ ବୋଲି କରୋନା ଆମ୍ଭମାନଙ୍କୁ ପୁଣି ଥରେ ସୂଚାଇ ଦେଇଛି । ସରକାରୀ , ବେସରକାରୀ   ଅନୁଷ୍ଠାନ ହେଉ ବା ଗୋଷ୍ଠିଗତ ତଥା ବ୍ୟକ୍ତି ଗତ ଭାବରେ  ନିସ୍ୱାର୍ଥସେବା କରି କରୋନା  ଲଢେଇରେ ସହଭାଗୀ ହୋଇପାରିଛନ୍ତି । ସେବା ହେଉଛି ରେଡକ୍ରସର ମୂଳ

ମନ୍ତ୍ର । ତେଣୁ ଜୁନିଅର ରେଡକ୍ରସ କାଉନସିଲର ମାନେ ପ୍ରାଥମିକ ଚକିତ୍ସା ତାଲିମ ଗ୍ରହଣ ପରେ ଠିକ ସମୟରେ ତଥା ଠିକ ସ୍ଥାନରେ ପ୍ରୟୋଗ କରିପାରିଲେ ଅନ୍ୟର ଜୀବନ ବଂଚି ପାରିବ  ଓ ସେତେବେଳେ ହିଁ  ଶିକ୍ଷା ଫଳବତୀ ହେବ ବୋଲି ପ୍ରାଥମିକ ଚିକିତ୍ସ ଶିବିରରେ    ଯୋଗଦେଇଥିବା ମୁଖ୍ୟଅତିଥି ଜିଲ୍ଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢେଇ ରେଡକ୍ରସ ପତାକା ଉତୋଳନ କରିବା ସହ ମତବକ୍ତ ପ୍ରଦାନ  କରିଥିଲେ ।  ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖା ତରାଫରୁ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜୁନିଅର ରେଡକ୍ରସ ଚେୟାରମ୍ୟାନ ଧ୍ରୁବ ଚରଣ ବେହେରାଙ୍କ ତତ୍ୱାବଧାନରେ ବଲାଙ୍ଗିର ଜିଲା୍ଲ ଅନ୍ତର୍ଗତ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜୁନିଅର ରେଡକ୍ରସ କାଉନସିଲର ମାନଙ୍କର ଜୋନ ସ୍ତରୀୟ ତୃତୀୟ ଦିବସର ପ୍ରାଥମିକ ଚିକିତ୍ସା  ତାଲିମ କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ସମ୍ମାନୀତ ଅତିଥି ଭାବରେ  ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ଜ୍ୟୋତି ପ୍ରସାଦ ପରିଡା, ପ୍ରାଥମିକ ଚିକିତ୍ସା ଶିବିରର ଜୋନାଲ କୋଅର୍ଡିନେଟର ରବିଚନ୍ଦ୍ର ପଶାୟତ, ଟାଉନ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ପ୍ରମୁଖ ଯୋଗଦେଇଥିଲେ । ଶିବିରର ତୃତୀୟ ଦଦିବସରେ ସକ, ଚୋକିଙ୍ଗ, ବ୍ୟାଣ୍ଡେଜ, ବ୍ଲିଡିଙ୍ଗ ଓ ସିପିଆର ବିଷୟରେ ପ୍ରାଥମିକ ଚିକିତ୍ସା ଅଧ୍ୟାପକ ତଥା ସୁନ୍ଦରଗଡ ଜିଲ୍ଲାର ଯୁବ ସଂଯୋଜକ ସୁମନ୍ତ କୁମାର ଦ୍ୱିବେଦୀଙ୍କ ଦ୍ୱାରା ଶିବିରାର୍ଥୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଥିôଲା । ବଲାଙ୍ଗିର ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ  ତଥା ଛତାମଖନାର ଯୁଧିଷ୍ଠିର ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ  ଦୈତାରୀ ପୂଜାରୀ  ଯୋଗଦେଇ ରେଡକ୍ରସ ଧ୍ୱଜା ଅବତରଣ କରିଥିଲେ ।  କାର୍ଯ୍ୟକ୍ରମକୁ ବରିଷ୍ଠ ସାଧନ ବିକାଶ ରଂଜନ ସାହୁ ପରିଚାଳନା କରିଥିବା ବେଳେ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ରାମନାରାୟଣ ଦାଶ, ରବିନ୍ଦ୍ର ଠେଟୁଆଲ, ହେମନ୍ତ ପଧାନ, କୃଷ୍ଣଚନ୍ଦ୍ର ବାଘ, ରଂଜିତ ବେହେରା, ସତ୍ୟ ନାରାୟଣ ବିଶ୍ୱାଲ, ପ୍ରହଲ୍ଲାଦ ମହାକୁର,ଟିକେ ଜାଲ ପ୍ରମୁଖ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026

You Might Also Like