-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||     

HOME   

30-Nov--0001



ଗଞ୍ଜାମ (ଉମା ମହାରଣା) ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଜାତୀୟ ରାଜପଥ-16 ନାରାୟଣୀ ଛକ ଠାରେ ଶଡକ ଦୁର୍ଘଟଣା... ଜଣେ ମୃତ ଛଅ ଜଣ ଆହାତ... ସମସ୍ତ ଆହତ କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି.. ସୂଚନା ମୁତାବକ ଗୋଟିଏ ଯାତ୍ରୀବାହୀ  ଅଟୋ ବାଲୁଗାଁ ଆଭିମୁଖ୍ୟ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା। ସେଥିରେ ଥିବା ଯାତ୍ରୀ ମଧ୍ୟରୁ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ

ଅନ୍ୟମାନ କୁ ମେଡିକାଲ ରେ ଭର୍ତ୍ତି କରାଯାଇଛି ସେଇଠାରେ ଜଣକ ମୁର୍ତ୍ୟୁ ହୋଇଥିବାବେଳେ ମୃତକଙ୍କ ପରିଚୟ ଜଣା ପଡିନଥିବା ବେଳେ .. 

ଅଟୋକୁ କୌଣସି କେଉଁ ଅଜଣା ଗାଡି ଧକ୍କା ଦେଇ ଚାଲି ଯାଇଛି କିମ୍ବା ଅଟୋଟି ଭାରସାମ୍ୟ ହରାଇ ଓଲଟିଚି ତାହା ଜଣା ପଡିନଥିବା ବେଳେ ପୋଲିସ ପହଞ୍ଚି ଦୁର୍ଘଟଣା ଗସ୍ତ ଅଟୋକୁ ଜବତ କରିବା ସହ  ଅଧିକ ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026

You Might Also Like