-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

01-Nov-2020



୧-କର ବା ମର ମ୍ୟାଚରେ ସନରାଇଜର୍ସର ଶାନଦାର୍ ବିଜୟ । ୫ ୱିକେଟରେ ବାଙ୍ଗାଲୋରକୁ ହରାଇ ଫ୍ଲେଅଫ୍ସ ପାଇଁ ଆଶା ସଂଚାର କଲା ହାଇଦ୍ରାବାଦ, ମୁମ୍ବାଇ ପରେ ୩ଟି ଦଳକୁ ନେଇ ସସପେନ୍ସ ।

 

୨-ଆଇପିଏଲ୍‌: ଦିଲ୍ଲୀ କ୍ୟାପିଟାଲ୍ସକୁ ୯ ଓ୍ଵିକେଟ୍‌ରେ ପରାସ୍ତ କଲା ମୁମ୍ବାଇ ଇଣ୍ଡିଆନ୍ସ ।

 

୩-ନଭେମ୍ବରରେ ସ୍କୁଲ୍‌ ଖୋଲିବା ନେଇ ସରକାର ଠୋସ୍‌ ନିଷ୍ପତ୍ତି ଜଣାଇଲେ ନାହିଁ। ୧୫ ତାରିଖ ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ବୋଲି ଏସ୍‌ଆର୍‌ସି ନିର୍ଦ୍ଦେଶ ଜାରି କରିଛନ୍ତି।

 

୪- ଅନଲକ୍ ୬.୦ରେ ବିବାହ ଉତ୍ସବରେ ୨ଶହ, ଅନ୍ତିମ ସଂସ୍କାର ବେଳେ ୫୦ ଜଣଙ୍କୁ ଅନୁମତି ।

 

୫-ନଭେମ୍ୱରରେ ମନ୍ଦିର ଖୋଲିବା ସମ୍ଭାବନା କ୍ଷୀଣ ।

 

୬-ସ୍କୁଲ୍‌ ଖୋଲିବା ନେଇ ବିଭିନ୍ନ ମହଲରେ ମିଶ୍ର ପ୍ରତିକ୍ରିୟା : ଶିକ୍ଷାବିତ୍‌ଙ୍କ ସ୍ୱାଗତ‌; ଅଭିଭାବକଙ୍କ ବିରୋଧ ।

 

୭-୫୮ ବର୍ଷର ରେକର୍ଡ ଭାଙ୍ଗିଲା: ଦିଲ୍ଲୀର ସବୁଠୁ ଥଣ୍ଡା ଅକ୍ଟୋବର ।

 

୮-ଦେଶର ପ୍ରଥମ ସି-ପ୍ଲେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ୪୦ ମିନିଟରେ ଯାଇହେବ ୨୦୦ କିଲୋମିଟର ।।।

 

୯-ପ୍ରଚାରବେଳେ ମାଗଣା ଟୀକାର ପ୍ରତିଶ୍ରୁତି ଦେବା ନୁହେଁ ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ: ଇସି ।

 

୧୦-ପ୍ରଥମ ଥର ଲାଗି ‘କର୍ବେଟ୍‌ ଟାଇଗର୍‌ ରିଜର୍ଭ’ରେ ରହିବେ ମହିଳା ‘ନେଚର୍‌ ଗାଇଡ୍‌’ ।

 

୧୧-ପୁଲୱାମା ହାମଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପାଲଟା ଆକ୍ରମଣ । କହିଲେ ସହିଦଙ୍କୁ ନେଇ କୁତ୍ସିତ ରାଜନୀତି କରିଥିଲେ ବିରୋଧୀ, ପଡୋଶୀ ଖୋଲିଦେଲା ସେମାନଙ୍କ ମୁଖା ।

 

୧୨-କନ୍ଧମାଳ ଜିଲାରେ ଆରମ୍ଭ ହେଲା ଗଞ୍ଜେଇ କଟା ଅଭିଯାନ, ପ୍ରଥମ ଦିନରେ ୧୩୫ ଏକର ସଫା ।

 

୧୩-ରାଷ୍ଟ୍ରପିତି ନିର୍ବାଚନ ପୂର୍ବରୁ ଆମେରିକାରେ ବୃଦ୍ଧି ପାଉଛି ମାରଣାସ୍ତ୍ର ବିକ୍ରି, ପ୍ରଥମ ଥର ବନ୍ଧୁକ କିଣିଛନ୍ତି ୫୦ ଲକ୍ଷ ଲୋକ ।

 

୧୪-ନିଟ୍‌ ଲାଭରେ ୨୮୪୪ କୋଟି ହାସଲ କଲା ରିଲାଏନ୍ସ ଜିଓ, ୩୩ ପ୍ରତିଶତ ବଢ଼ିଲା ରାଜସ୍ଵ ।।

 

୧୫-ଭାଷଣ ଦେବାବେଳେ ମଞ୍ଚ ଭୁଶୁଡିଲା: ପପୁ ଯାଦବଙ୍କ ହାତ ଭାଙ୍ଗିଲା ।

 

୧୬-ଭାରତୀୟ ବିମାନ ସେବାରେ ପ୍ରଥମ ମହିଳା ସିଇଓ ଭାବେ ନିଯୁକ୍ତ ହେଲେ ହରପ୍ରୀତ୍ ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like