-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଡିଗ୍ରୀ ଓ ଜୁନିଅର କଲେଜ ପରିଦର୍ଶନ କଲେ ରାଜ୍ୟ ଯୁବ ରେଡକ୍ରସ ଅଫିସର ଡକ୍ଟର ଅଜୟ କୁମାର ତ୍ରିପାଠୀ

27-Aug-2021



ବିନିକା:(ହିମାଂଶୁ ଶେଖର ପୁଟେଲ)-ଭାରତୀୟ ରେଡ଼କ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର ଯୁବ ରେଡ଼କ୍ରସ ଅଧିକାରୀ ଡକ୍ତର ଅଜୟ କୁମାର ତ୍ରିପାଠୀ ବିନିକା ସିଦ୍ଧାର୍ଥ କଲେଜ ପରିଦର୍ଶନ କରିବାକୁ ଆସିଥିଲେ।ଏହି ଅବସରରେ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ ଓ ସିଦ୍ଧାର୍ଥ ଜୁନିୟର କଲେଜ ଅଧ୍ୟକ୍ଷା ଶ୍ରୀମତୀ ରେଖା ପଧାନଙ୍କ ମିଳିତ ଆନୁକୂଲ୍ୟରେ ସଭା ଅନୁଷ୍ଠିତ ହୋଇଥିଲା।ଏହି ସଭାରେ ମୁଖ୍ୟଅତିଥି ଭାବରେ ଡକ୍ତର ଅଜୟ କୁମାର ତ୍ରିପାଠୀ, ସମ୍ମାନନୀୟ ଅତିଥି ଭାବେ ରାଜ୍ୟ ଜୁନିୟର ରେଡ଼କ୍ରସ ଅଫିସର ଲକ୍ଷ୍ମଣ କୁମାର ସ୍ୱାଇଁ,ସୁବର୍ଣ୍ଣପୁର ଜିଲ୍ଲା ରେଡ଼କ୍ରସ ସଂଯୋଜକ ଉମାକାନ୍ତ ନାଗ,ସିଦ୍ଧାର୍ଥ ଡିଗ୍ରୀ କଲେଜ ଇତିହାସ ବିଭାଗ ମୁଖ୍ୟ ଗୋପାଳକୃଷ୍ଣ ଦାଶ ଯୋଗ ଦେଇଥିଲେ। ଉକ୍ତ ସଭାରେ ଉଭୟ ଡିଗ୍ରୀ ଓ ଜୁନିୟର କଲେଜ ଅଧ୍ୟକ୍ଷ ଏବଂ ଅଧ୍ୟକ୍ଷା ମୁଖ୍ୟଅତିଥିଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ସମାଜ ସେବାରେ ନିଜକୁ ନିୟୋଜିତ କରିବା ସହ ଜଣେ ଭଲ ମଣିଷ ହୋଇ ବଞ୍ଚିବା ପାଇଁ ସମସ୍ତଙ୍କୁ ଆହ୍ୱାନ ସହ ରକ୍ତଦାନର ମହତ୍ୱ ଉପରେ ମୁଖ୍ୟ ଅତିଥି ଡକ୍ଟର ତ୍ରିପାଠୀ ଆଲୋକପାତ

କରିଥିଲେ।ଏହି ସଭାକୁ ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡ଼କ୍ରସ କାଉନସିଲର ତଥା ଅର୍ଥନୀତି ଅଧ୍ୟାପକ ଶ୍ରୀ ବିଶ୍ଵନାଥ ମିଶ୍ର ପରିଚାଳନା କରିଥିବାବେଳେ ଶେଷରେ ସିଦ୍ଧାର୍ଥ ଜୁନିୟର କଲେଜ ରେଡକ୍ରସ କାଉନସିଲର ପ୍ରିତିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଧନେଶ୍ୱର ସାହୁ , ସପ୍ତସାଗର ପଧାନ,ନିରଞ୍ଜନ ପାଣ୍ଡିଆ,ଭଗବାନ ସାହୁ,ମାନସ ରଞ୍ଜନ ମିଶ୍ର , ମହିଳା କାଉନସିଲର ତଥା ଶିକ୍ଷା ବିଭାଗ ଅଧ୍ୟାପିକା ବିଘେନଶ୍ୱରୀ ପୁଝାରି(ରୁବି) ଓ ଗରିବ ସାଲମା ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ଉଭୟ କଲେଜର ଅଧ୍ୟୟନରତ ଛାତ୍ରଛାତ୍ରୀ ଓ ସମସ୍ତ ଷ୍ଟାଫ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like