-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ବିନିକାର ଘାଟି ଜାମପାଲି ଠାରେ କୃଷକ ସମ୍ପର୍କ ଅଭିଯାନ

27-Aug-2021



 ବିନିକା (ହିମାଂଶୁ ଶେଖର ପୁଟେକ ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଗସ୍ତରେ ଆସି ପ୍ରଦେଶ କଂଗ୍ରେସ ରାଜ୍ୟ କିସାନ ସେଲ ସଭାପତି ସିଂହିଜୁବା ପଞ୍ଚାୟତ ଘାଟି ଜାମପାଳି ଠାରେ ଅନୁଷ୍ଠିତ କୃଷକ ସମ୍ପର୍କ ଅଭିଯାନରେ  ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁନିଆକୁ ଯୋଗାଉଥିବା ଆହାର ଚାଷୀଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଧୁଥିବା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ବର୍ଶିଥିଲେ l ଫମ୍ଫା ପ୍ରତିଶ୍ରୁତି ଦେଇ ଆସୁଥିବା ଉଭୟ ସରକାରଙ୍କ ଚାଷୀ ମାରଣ ନୀତି ଯୋଗୁଁ ଚାଷୀ ସବୁ କ୍ଷେତ୍ରରେ ବିଫଳ ହେବା ସହ ତଳିତଳାନ୍ତ ହେଉଥିବା  ଜଣାପଡିଛି l ରାଜ୍ୟ ସରକାର ମିଲର ଓ ପ୍ରଶାସନିକ ସହ ଭିତିରିଆ ସମ୍ପର୍କ ରଖି ଚାଷୀଙ୍କୁ ଲୁଟି ଚାଲିଥିବାରୁ ଚାଷୀ ଅବସ୍ଥା ଦିନକୁ ଦିନ ଦୟନୀୟ ହେବାରେ ଲାଗିଥିବାରୁ ଚାଷୀ ଆଖିରୁ ଲୁହ ଗଡାଉଛି lତେଣୁ ଚାଷୀ ପାଇଁ ହେଉଥିବା ଅନ୍ୟାୟ ବିରୁଦ୍ଧରେ ରାଜ୍ୟ କିସାଣ କଂଗ୍ରେସ ଲଢେଇ ଜାରି ରଖିବ ବୋଲି ଶ୍ରୀ ପଟ୍ଟନାୟକ ଉପସ୍ଥିତ ଚାଷୀ ମାନଙ୍କୁ ଆହ୍ୱାନ ଦେଇଛନ୍ତି l ଏଥିରେ ଅନ୍ୟମାନଙ୍କ ମଧ୍ୟରେ

ଥିବା ଯୁବନେତା ପ୍ରଦୀପ ସେଠୀ,ଜିଲ୍ଲା କୀସାନ ସେଲ ସଭାପତି ନରେନ୍ଦ୍ର ପଣ୍ଡା,ବ୍ଲକ କଂଗ୍ରେସ ସଭାପତି ରବୀନ୍ଦ୍ର କୁମାର ହୋତା,କଂଗ୍ରେସ ସାଧାରଣ ସଂପାଦକ  ସପନେଶ୍ୱର ପୃଷ୍ଟି,ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରିୟବ୍ରତ ସାହୁ,କଂଗ୍ରେସ ନେତା ନରେନ୍ଦ୍ର ସାହୁ,ସଂଗ୍ରାମ କେଶରୀ ନାୟକ,ମିଡ଼ିଆ ସେଲ ସଭାପତି ସୁମନ୍ତ ସାହୁ,କଂଗ୍ରେସ ନେତା ବିଜୟ ଭୋଇ,ଵୈସାଖୁ ଖମାରୀ,ସୈାମିତ୍ରୀ ସାହୁ, ହଜାରୁ ସାହୁ ପ୍ରମୁଖଙ୍କ ସମେତ ଆଖପାଖ ଅଂଚଳର ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like