-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ଓଡିଶା ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ- “କେବଳ ମହିଳାମାନେ ରକ୍ତଦାନ କରି ଏକ ନିଆରା କୀର୍ତ୍ତି ରଖିଲେ ଫଟକରା ଗ୍ରାମବାସୀ”

27-Aug-2021



ବଲାଙ୍ଗିର (ପ୍ରେରଣା ଖବର)ପୁଇଁତଳା ବିଜୁ ମହିଳା ଜନତା ଦଳ ଓଡିଶା ମୋ ପରିବାର ତରଫରୁ ଭାଲେର ଗ୍ରାମ ପଞ୍ଚାୟତ ଅଧିନସ୍ଥ ଫଟକରା ଗ୍ରାମ ଠାରେ ଏକ ନିଆରା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଦୁର୍ଗେଶ୍ୱରୀ କ୍ଲବର ଯୁବ ବନ୍ଧୁ ମାନଙ୍କ ଦ୍ୱାରା ଓ ରାଜ୍ୟ ପରିଷଦ ସଦସ୍ୟ ବିଜୁ ଜନତା ଦଳ ନିହାର ରଂଜନ ବେହେରା ଙ୍କ ମିଳିତ ସହଯୋଗ କ୍ରମେ ୩୧ ୟୁନିଟ ରକ୍ତ ସଂଗ୍ରହ କରି ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଫଟକରା ଗ୍ରାମବାସୀ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜୁ ମହିଳା ଦଳ ସଭାପତି ଦମୟନ୍ତୀ ବାଗ, ସମ୍ମାନୀତ ଅତିଥି ଭାବେ ଭାଲେର ସରପଂଚ ତଥା ସାଧାରଣ ସମ୍ପାଦକ ରେବତୀ ନାଏକ, ପୁଇଁତଳା ବ୍ଲକ ମହିଳା ସଭାନେତ୍ରୀ ଗୀତାଞ୍ଜଳି ସେଠ, ଜିଲ୍ଲା ଉପସଭାପତି ସନ୍ତୋଷିନୀ ବେହେରା,ସମ୍ପାଦିକା ଗାୟତ୍ରୀ ଚନ୍ଦନ, ଲୋଇସିଂହା ବ୍ଲକ ସଭାପତି ଜ୍ୟୋତ୍ସ୍ନାମୟୀ ବାଗ, ଆଟଗାଁ ସରପଞ୍ଚ ବବିତା ପୁଟେଲ, ଲୋଇସିଂହା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ବିମଳ ମେହେର, ଗାଁ ଗୌନ୍ତିଆ ଭାଗିରଥୀ ନାଏକ ପ୍ରମୁଖ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ଯୁବ ସଂଯୋଜକ ସରୋଜ ମହାକୁର । ଦ୍ୱିତୀୟ ପର୍ଯ୍ୟାୟରେ ଏହି ଶିବିରରେ  ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ ରାଜ୍ୟ ଓଡିଶା ମୋ ପରିବାର ଶାଖାର ସମ୍ପାଦକ ମୀରା ପରିଡା ଓ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ର ସଭାପତି ସୋମନାଥ ମିଶ୍ର । ଜିଲ୍ଲା ରକ୍ତ ଭଣ୍ଡାର ର ଡ. ଦୀପକ ରଂଜନ ସେନ୍‌, ନରେଶ ଚନ୍ଦ୍ର ମିଶ୍ର, ଶେଖ ଅବଦୁଲ ଅସରଫ, ଅକ୍ଷୟ ବାଗ ଓ ସୁଶୀଲ ସୁନା ରକ୍ତ ସଂଗ୍ରହ କରିଥିଲେ । ଯୁବ ବିଜୁ ଜନତା ଦଳ ପୁଇଁତଳା ଶାଖାର ସଭ୍ୟ ଶେଷଦେବ ମେହେର, ପ୍ରେମରାଜ ପଧାନ, ଶ୍ରୀପତି ପଧାନ, ବିନୟ ଡାଙ୍ଗ, ଅରୁଣ ନାଏକ, ପ୍ରକାଶ ଦାଶ, ଅକୃର ମହାକୁର, ରିଙ୍କୁ ଦାଶ, ଗ୍ରାମର ଆଶା ଦିଦି ରୀତାଞ୍ଜଳୀ ପଟେଲ ଓ ଅଙ୍ଗନୱାଡି କର୍ମୀ ସୁର୍ଯ୍ୟକାନ୍ତି ପଟେଲ, ଦୁର୍ଗେଶ୍ୱରୀ କ୍ଲବର ଶଙ୍କର ଜାଲ, ନବୀନ ମଟାରି, ଅସୀତ ନାଏକ, ରିଙ୍କୁ ନାଏକ, ଶ୍ରୀକାନ୍ତ ନାଏକ, ମହେନ୍ଦ୍ର ବାଗ, ଦ୍ରୋଣ ପଟେଲ, ଶ୍ୟାମ ପଟେଲ, ନରହରି ବାଗ, ରାଜ ପଟେଲ, କିଶୋର ପଟେଲ, ଆକାଶ ପଟେଲ, ଗଜାନନ ବାଗ, ଶଶୀ ବାଗ, ଆଲୋକ ନାଏକ, ରାକେଶ ପଟେଲ, ମନୀଷ ପଟେଲ, ରଘୁନାଥ ମଟାରୀ, ନସୀବ ପଟେଲ, ଷଢାନନ ପଟେଲ, ରଂଜନ ପଟେଲ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like