-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଉଦ୍‌ଯାପିତ- ଆଶା ମଣିଷର ବିଶ୍ୱାସ ହେବା ବିଧେୟ 

27-Aug-2021



ବଲାଙ୍ଗିର(ପ୍ରେରଣା ଖବର):  ଜନକଲ୍ୟାଣରେ ସମୟ ଦେଉଥିବା ବ୍ୟକ୍ତି କେବେ ବି ଅନ୍ୟମାନଙ୍କ ଦ୍ୱାରା ହତାଦର ହେବେ ନାହିଁ । ଏହି ଉକ୍ତି ହିଁ ଆମ ମନରେ ଆଶା ସଂଚାର କରିଥାଏ । ଆଶାରେ ହିଁ ଆମେ ବଂଚିଥାଉ । ଆଶା ମଣିଷର ବିଶ୍ୱାସ ହେବା ବିଧେୟ ବୋଲି ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ଶାଖା ତରଫରୁ ବଲାଙ୍ଗିର ସରକାରୀ ଟାଉନ ହାଇସ୍କୁଲରେ ଆୟୋଜିତ ହୋଇଥିବା ଚାରି ଦିନିଆ ଜୁନିଅର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରାଥମିକ ଚିକିତ୍ସା ତାଲିମ ଶିବିରର ଉଦ୍‌ଯାପନି ଦିବସରେ ଯୋଗଦେଇଥିବା ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ ।  ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଜିଲ୍ଲା

ଜରୁରୀକାଳୀନ ଅଧିକାରୀ ମୀରା କୁମାରୀ ନାଏକ, ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ଓଡିଶା ରାଜ୍ୟ ଶାଖା ଯୁବ ରେଡକ୍ରସର ଅଫିସରସ ଡା. ଅଜୟ କୁମାର ତ୍ରିପାଠୀ, ରାଜ୍ୟ ଶାଖାର ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁ ,  ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ତଥା ପ୍ରୋଗ୍ରାମ କୋଅର୍ଡିନେଟର ରବିଚନ୍ଦ୍ର ପଶାୟତ, ପ୍ରାଥମିକ ଚିକିତ୍ସା ତାଲିମର ପରୀକ୍ଷକ ଡା. ବିକାଶ ପ୍ରସାଦ, ଶିବିରର ତାଲିମ ଦାତା ଅଧ୍ୟାପକ ସୁମନ୍ତ ଦ୍ୱିବେଦୀ, ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ପ୍ରମୁଖ ମଂଚାସୀନ ଥିଲେ । ଶିବିରାର୍ଥୀ

ରାମନାରାୟଣ ଦାଶ, ସସ୍ମିତା ସାହୁ, ଅମରଦିପ କୁଜୁର, ସୁଜାତା ବାରିକ, ନବ କିଶୋର ଦୀପ, ଜୟଦେବ ବେହେରା, ସେବାବିନୟୟ  ଯୁକ୍ତା ବାରିକ, ମନୋହର ଦାଶ ପ୍ରମୁଖ ଶିବିରର ନିଜସ୍ୱ ଅନୁଭୁତି ବର୍ଣ୍ଣନା କରିଥିଲେ । ପ୍ରାରମ୍ଭରେ ବଲାଙ୍ଗିର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ସ୍ୱାଗତ ଭାଷଣ ଦେଇଥିଲେ । କାର୍ଯ୍ୟକ୍ରମକୁ  ବରିଷ୍ଠ ସାଧନକର୍ମି ବିକାଶ ଚନ୍ଦ୍ର ସାହୁ କରିଥିଲା ବେଳେ ଆୟୋଜକ ସ୍କୁଲର ପ୍ରଧାନଶିକ୍ଷକ ନରେନ୍ଦ୍ରନାଥ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସାଧନକର୍ମି ରବିନ୍ଦ୍ର ଠେଟୁଆଲ ହେମନ୍ତ ପଧାନ, କସ୍ତୁରୀ ରଥ, ସତ୍ୟାନନ୍ଦ ବିଶ୍ୱାଲ, କୃଷ୍ଣଚନ୍ଦ୍ର ବାଗ, ପ୍ରହଲ୍ଲାଦ ବାଗ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like