-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ଲସ୍ତଲାରେ ପଂଚାୟତ ସ୍ତରୀୟ ବାଲ୍ୟ ବିବାହ ଆଇନ ସଚେତନତା କାର୍ଯ୍ୟକ୍ରମ

27-Aug-2021



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା  ଉଲୁଣ୍ଡା ବ୍ଲକ ଲସ୍ତଲା ଅଙ୍ଗନୱାଡି କେନ୍ଦ୍ରରେ ପଚାଂୟତ ସ୍ତରୀୟ ବାଲ୍ୟ ବିବାହ  ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶମନ୍ୱିତ ଶିଶୁ ବିକାଶ ପ୍ରକଲ୍ପ ତରଫରୁ ଆୟୋଜିତ ହୋଇଥିବା ଏହି ସଚେତନତା କାର୍ଯ୍ୟକ୍ରମରେ ସୁପରଭାଇଜର କନକଲତା ନେପାକ, ଶିକ୍ଷୟତ୍ରୀ ଜ୍ୟୋସ୍ନାରାଣୀ ରଣା, ୱାର୍ଡ ସଭ୍ୟ କାଶିନାଥ ରଣା, ସଭ୍ୟା ସସ୍ମିତା କର୍ମୀ ଅତିଥି ଭାବରେ ଯୋଗଦେଇ ବାଲ୍ୟ ବିବାହର କୁପରିଣତି ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପଂଚାୟତର ବହୁ କିଶୋରୀ ବାଳିକା ଏବଂ ମହିଲା ମାନେ ଯୋଗଦେଇଥିଲେ । ଅଙ୍ଗନୱାଡି କର୍ମୀ କୁନ୍ତି କର୍ଣ୍ଣଙ୍କ ସଂଯୋଜନାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଙ୍ଗନୱାଡି କର୍ମୀ କୌଶଲ୍ୟାରାଣୀ ପରିଛା, ସଙ୍ଗୀତା ସାହୁ, ସୁଭାସିନୀ ମେହେର, ମୈଥଲୀ ପାଣିଗ୍ରାହୀ, ଜ୍ୟୋସ୍ନାରାଣୀ ଭରାସାଗର ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବଶରରେ ଏକ ସଚେତନତା ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like