-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ପୁଇଁତଳା : ବିଜୁ ମହିଳା ଜନତା ଦଳ ଓଡିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର

27-Aug-2021



ପୁଇଁତଳା, (ବିନୋଦ କୁମାର ଦୀପ): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଭାଲେର ପଂଚାୟତ ଅଧିନସ୍ଥ ଫଟକରା ଗ୍ରାମଠାରେ ବିଜୁ ମହିଳା ଜନତା ଦଳ ଓଡିଶା ମୋ ପରିବାର ତରଫରୁ ଏକ ନିଆରା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଦୁର୍ଗେଶ୍ଵରୀ କ୍ଲବର ଯୁବବନ୍ଧୁ ମାନ ଓ ନିହାରରଞ୍ଜନ ବେହେରା ରାଜ୍ୟ ପରିଷଦ ସଦସ୍ୟ ବିଜୁ ଜନତା ଦଳଙ୍କ ମିଳିତ ସହଯୋଗରେ 31 ୟୁନିଟ ରକ୍ତ ସଂଗ୍ରହ କରି ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଫଟକରା ଗ୍ରାମବାସୀ l କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଯୋଗ ଦେଇଥିଲେ ଜିଲ୍ଲା ବିଜୁ ମହିଳା ସଭାପତି ଶ୍ରୀମତୀ ଦମୟନ୍ତୀ ବାଗ, ସମ୍ମାନିତ ଅତିଥିଭାବେ ଭାଲେର ସରପଞ୍ଚ ତଥା ସାଧାରଣ ସମ୍ପାଦକ ରେବତୀ ନାଏକ, ପୁଇଁତଳା ବ୍ଲକ ମହିଳା ସଭାନେତ୍ରୀ ଗୀତାଞ୍ଜଳି ସେଠ୍, ଜିଲ୍ଲା ଉପସଭାପତି ସନ୍ତୋଷିନୀ ବେହେରା,  ଗାୟତ୍ରୀ ଚନ୍ଦନ (ସମ୍ପାଦିକା), ଜୋସ୍ନାମୟୀ ବାଗ ଲୋଇସିଂହା ବ୍ଲକ ସଭାପତି, ଆଠ ଗାଁ ସରପଞ୍ଚ ବବିତା ପୁଟେଲ, ଲୋଇସିଂହା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ବିମଳ ମେହେର, ଗାଁ ଗଉଁନ୍ତିଆ ଭାଗିରଥି ନାଏକ, ମଂଚାସୀନ ହୋଇ ରକ୍ତଦାନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଯୁବ ସଂଯୋଜକ ସରୋଜ କୁମାର ମହାକୁର l ଦ୍ଵିତୀୟ ପର୍ଯ୍ୟାୟରେ ସ୍ୱତନ୍ତ୍ର ଅତିଥିଭାବେ ଯୋଗ ଦେଇଥିଲେ ରାଜ୍ୟ ଓଡିଶା ମୋ ପରିବାର ଶାଖାର ସମ୍ପାଦକ ମୀରା ପରିଡା, ବିଙ୍ଗ ହ୍ୱିଉମାନ ଫାଉଣ୍ଡେସନର ସଭାପତି ସୋମନାଥ ମିଶ୍ର, ଉକ୍ତ କାର୍ଯ୍ୟକ୍ରମରେ ଯୁବ ବିଜୁ ଜନତା ଦଳ ପୁଇଁତଳା ଶାଖାର ସଭ୍ୟ ଶେଷଦେବ ମେହେର, ପ୍ରେମରାଜ ପଧାନ, ଶ୍ରୀମତୀ ପଧାନ, ବିନୟ ଡାଙ୍ଗ, ଗରୁଡ଼ ନାଏକ, ପ୍ରକାଶ ଦାଶ, ଅକ୍ରୁର ମହାକୁର, ରିଙ୍କୁ ଦାଶ, ଗ୍ରାମର ଆଶାଦିଦି

ରିତାଞ୍ଜଳୀ ପୁଟେଲ, ଓ ଅଙ୍ଗନବାଡିକର୍ମୀ ସୂର୍ଯ୍ୟକାନ୍ତି ପୁଟେଲ, ରକ୍ତଭଣ୍ଡାରରୁ ଆସିଥିବା ଦିପକରଞ୍ଜନ ସେନ, ନରେଶ ଚନ୍ଦ୍ର ମିଶ୍ର, ଶେଖ ଅବଦୁଲ ଅସରଫ, ଅକ୍ଷୟ ବାଗ ଓ ସୁଶୀଲ ସୁନାଙ୍କୁ ସାହାଯ୍ୟ କରିଥିଲେ l ଦୁର୍ଗେସ୍ୱରୀ କ୍ଲବର ଶଙ୍କର ଜାଲ, ନବୀନ ମଟାରୀ, ଅସିତ ନାଏକ, ରିଙ୍କୁ ନାଏକ, ଶ୍ରୀକାନ୍ତ ନାଏକ, ମହେନ୍ଦ୍ର ବାଗ, ଦ୍ରୋଣ ପୁଟେଲ, ଶ୍ୟାମ ପୁଟେଲ, ନରହରି ବାଗ, ରାଜ ପୁଟେଲ, କିଶୋର ପୁଟେଲ, ଆକାଶ ପୁଟେଲ, ଗଜାନନ ବାଗ, ଶଶୀ ବାଗ, ଆଲୋକ ନାଏକ, ରାକେଶ ପୁଟେଲ, ମନୀଷ ପୁଟେଲ, ରଘୁନାଥ ମଟାରୀ, ନସିବ ପୁଟେଲ, ସଢାନନ ପୁଟେଲ, ରଞ୍ଜନ ପୁଟେଲ l ଶେଷରେ ଧନ୍ୟବାଦ ଦେଇଥିଲେ ଗ୍ରାମର ମୁଖ୍ୟ ଗୋକୁଳାନନ୍ଦ ନାଏକ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like