-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ଅଗ୍ରଣୀ ସ୍ବେଛାସେବୀ ସଂଗଠନ ବିଙ୍ଗହ୍ୟୁମାନ ଫାଉଣ୍ଡେସନ ଆଗଲପୁର ମହିଳା ଶାଖା ଗଠିତ

28-Aug-2021




ଆଗଲପୁର:(ଦେବାଶିଷ ପଧାନ)ବଲାଙ୍ଗୀର ଜିଲ୍ଲା ଆଗଲପୁର କଲ୍ୟାଣ ମଣ୍ଡପ ଠାରେ ବିଙ୍ଗହ୍ୟୁମାନ ଫାଉଣ୍ଡେସନର ସମ୍ପାଦକ ସଂଯୋଗ କୁମାର ସାହୁ ଓ ଦେବକି ସାହୁଙ୍କ ପ୍ରଚେଷ୍ଟାରେ ଏକ ଅଗ୍ରଣି ସ୍ବେଛାସେବୀ ସଂଗଠନ ବିଙ୍ଗହ୍ୟୁମାନ ଫାଉଣ୍ଡେସନ ମହିଳା ଶାଖା ଉଦଘାଟିତ ହୋଇଯାଇଛି,ଏହିସଭାରେ ଶତାଧିକ ବିଙ୍ଗହ୍ୟୁମାନ ସମର୍ଥକ ଯୋଗଦେଇଥିଲେ.ଏହି ଉଦଘାଟନି ସମାରୋହରେ ଓଡିଶା କିନ୍ନର ମହାସଂଘର ସଭାପତି ତଥା ମହାମଣ୍ଡଳେଶ୍ୱର ଉପାଧିରେ ଭୂଷିତ ମିରା ପରିଡା(ମୀରା ମାଁ)ଓଡିଶାର ସୁପରିଚିତ ସମାଜସେବି ସାଧନା ମିଶ୍ର, ବିଙ୍ଗହ୍ୟୁମାନ ଫାଉଣ୍ଡେସନର ପ୍ରତିଷ୍ଠାତା ସୋମନାଥ ମିଶ୍ର,ବିଙ୍ଗହ୍ୟୁମାନ ଫାଉଣ୍ଡେସନ ଆଗଲପୁର ମୁଖ୍ୟ ଉପଦେଷ୍ଟା ମନମୋହନ ପଟେଲ,ମଞ୍ଚରେମଞ୍ଚାସିନ ଥିଲେ.ଏହିସଭାରେ ଦେବକି ସାହୁଙ୍କୁ ମହିଳା ଶାଖାର ସଭାପତି ଦାୟିତ୍ୱ ଦିଆ ଯାଇଥିଲା.ଏହିକାର୍ଯ୍ୟକ୍ରମକୁ ଆଗଲପୁର ଶାଖାର ସକ୍ରିୟ ସଦସ୍ୟ ନିତ୍ୟାନନ୍ଦ ସାହୁ,ପିଣ୍ଟୁ ଯୋଶୀ,ମକୁନ୍ଦ ଭୋଇ,ବିକାଶ ଗଡ଼ତ୍ୟା,ମୁକେଶ ସାହୁ,ଦେବାଶିଷ ପଧାନ,ହେମକାନ୍ତ ସାହୁ,ବିକାଶ ମହାକୁର,ପ୍ରତୀକ ନାଏକ,ରିସପାଳ ସାହୁ,ଆକାଶ ପୁଟେଲ,ଜୟନ୍ତ ବେହେରା,ରୋଶନ ମେହେର ଅନେକ ବିଙ୍ଗହ୍ୟୁମାନ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ.ବୁଦ୍ଧଦେବ ସାହୁ ସଭା ପରିଚାଳନା କରିଥିବାବେଳେ ଶେଷରେ ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like