-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଯୁବ ସମାଜ ସେବୀ ତଥା ଦକ୍ଷ ସଂଗଠକଙ୍କୁ ମିଳିଲା ମଦର ତେରେସା ସେବା ସମ୍ମାନ

28-Aug-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲାର ବିଶିଷ୍ଟ ଯୁବ ସମାଜ ସେବୀ ତଥା ଦକ୍ଷ ସଂଗଠକ ପ୍ରଫୁଲ୍ଲ କୁମାର ମଳିକଙ୍କୁ ମଦର ତେରେସା ସେବା ସମ୍ମାନ ପ୍ରଦାନ କରାଯାଇଛି । ଯୁବ ସମାଜ ସେବୀ ଜଣକ ହେଲେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ଅଧିନସ୍ଥ ବୋତଲମେଣ୍ତିଏଲ୍ ପଞ୍ଚାୟତର ରାବାଗୁଡା ଗ୍ରାମର ପ୍ରଫୁଲ୍ଲ କୁମାର ମଳିକ । ଆଦିବାସୀ ଗରିବ ପରିବାରରୁ ଜନ୍ମ ନେଇ ତାଙ୍କର ଯୁବା ସମୟ ଠାରୁ ମାନବ ସେବାକୁ ମାଧବ ସେବା ଭାବେ ଗ୍ରହଣ କରି ନିଜକୁ ଉତ୍ସର୍ଗ କରିଛନ୍ତି । ସେ ଜଣେ ଦକ୍ଷ, ସାହାସୀ ଓ ପରୋପକାରୀ ବ୍ୟକ୍ତି ଅଟନ୍ତି l ସେ  ସଦାସର୍ବଦା ଅଞ୍ଚଳ ବାସୀଙ୍କ ଠାରୁ ବେଶ୍ ପ୍ରଶଂସା ସାଉଁଣ୍ଟି ଛନ୍ତି । ତାଙ୍କର ସେବା ଆଉ ସମର୍ପଣ ଭାବର ତୁଳନା ନାହିଁ। ସାଧୁତା, ମାନବିକତା, ଆନ୍ତରୀକତା ଥିବା ଯୋଗୁଁ ନିଜ ଅଞ୍ଚଳ ତଥା ଜିଲ୍ଲାରେ କୋଣ ଅନୁକୋଣ ରେ ସମସ୍ତଙ୍କର ପ୍ରିୟ ପାତ୍ର ହୋଇ ପାରିଛନ୍ତି । ଏଥିପାଇଁ ତାଙ୍କୁ ଆଶାକିରଣ ଫାଉଣ୍ଡେସନ ପକ୍ଷରୁ ରାଜ୍ୟ ସ୍ତରୀୟ ମଦର ତେରେସା ଜୟନ୍ତୀ ସମାରୋହ ଅବସରରେ ସମ୍ମାନୀତ କରାଯାଇଛି। ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଆଶାକିରଣ ଫାଉଣ୍ଡେସନର ମୁଖ୍ୟ କାଳୀ ଚରଣ ସିଂଙ୍କ ନେତୃତ୍ବରେ ଭୁବନେଶ୍ୱର ମାଷ୍ଟର କ୍ଯାଣ୍ଟିନ ସ୍ଥିତ ହୋଟେଲ୍ କେଶରୀ ଠାରେ ରାଜ୍ୟ ସ୍ତରୀୟ ଏହି ମଦର ତେରେସା ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀ, ରାଜ୍ୟ ପରିବହନ ବିଭାଗର ଅର୍ଥ ପରାମର୍ଶ ଦାତା ତଥା ଅଧ୍ୟକ୍ଷ ମନୋରଞ୍ଜନ ମହାପାତ୍ର, ବିଶିଷ୍ଟ ସମାଜ ସେବୀକା ପଦ୍ମଶ୍ରୀ ଡ଼ଃ. ତୁଳସୀ ମୁଣ୍ଡା, ପୂର୍ବତନ ରାଜ୍ୟସଭା ସାଂସଦ ତଥା ଆନ୍ତର୍ଜାତୀୟ ହକି ଅଧିନାୟକ ତଥା ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ, ଓଡ଼ିଆ ସାପ୍ତାହିକ ସମ୍ବାଦପତ୍ରର  ସଂପାଦକ ଲୋକନାଥ ମହାପାତ୍ର, ବିଶିଷ୍ଟ ପଦାର୍ଥ ବିଜ୍ଞାନି ତଥା ଶିକ୍ଷାବିତ ଡ଼ଃ.ସୁଶାନ୍ତ ଦାସ,  ମୂଖ୍ୟ ଯୁଗ୍ମ ଆବାହକ ବିପିନ୍ ବେହେରା ପ୍ରମୁଖ ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like