-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||     

HOME   ଜିଲ୍ଲା

ଜଗତସିଂହପୁର ବିଜେପି ଓବିସି ମୋର୍ଚ୍ଚା ର ଖବରଦାତା ସମ୍ମିଳନୀ

28-Aug-2021



 ଜଗତସିଂହପୁର(ନୃସିଂହ ବାରିକ) : -ଜଗତସିଂହପୁର ବିଜେପି ଓବିସି ମୋର୍ଚ୍ଚାର ଏକ ଖବରଦାତା ସମ୍ମିଳନୀ ସାରଦା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି।ଏହି ସମ୍ମିଳନୀରେ ରାଜ୍ୟ ବିଜେପି ଓବିସି ମୋର୍ଚ୍ଚାର ସଭାପତି ସୁରଥ ବିଶ୍ଵାଳ ଯୋଗଦେଇ କହିଥିଲେ ପଛୁଆ ବର୍ଗଙ୍କ ସାମାଜିକ, ଅର୍ଥନୈତିକ ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା କମିଶନଙ୍କ ସୁପାରିଶ ଓଡ଼ିଶାରେ ଆଦୌ କାର୍ଯ୍ୟକାରୀ ହେଉ ନାହିଁ।ଦେଶର ଅଧିକାଂଶ ରାଜ୍ୟ ସମ୍ବିଧାନର ଅନୁଛେଦ-୯ ବଳରେ ପଚାଶ ପ୍ରତିଶତ ସଂରକ୍ଷଣ ସିଲିଂ ବ୍ୟବସ୍ଥାକୁ ଅତିକ୍ରମ କରି ନିଜ ନିଜ ରାଜ୍ୟର ପଛୁଆ ବର୍ଗଙ୍କୁ ସମସ୍ତ କ୍ଷେତ୍ରରେ ସଂରକ୍ଷଣ ପ୍ରଦାନ କରିଥିବା ବେଳେ ଓଡିଶା ସରକାର କାହଁକି ପଛଘୁଞ୍ଚା ଦେଉଛନ୍ତି ବୋଲି ପ୍ରଶ୍ନ କରିଥିଲେ।ତେଣୁ ଶିକ୍ଷା କ୍ଷେତ୍ରରେ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣ ଦିଅନ୍ତୁ ବୋଲି ରାଜ୍ୟ ସରକାରଙ୍କ ପାଖରେ ଦାବୀ କରିଥିଲେ।ଯଦି ଓଡ଼ିଶା ସରକାର ପଛୁଆ ବର୍ଗଙ୍କୁ ସଂରକ୍ଷଣ ନକରନ୍ତି ତେବେ  ବିଜେପି ଓବିସି ମୋର୍ଚ୍ଚା ପଛୁଆ ବର୍ଗଙ୍କ ସ୍ୱାର୍ଥ ପାଇଁ  ଲଢେ଼ଇ ଜାରି ରଖିବ ବୋଲି ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ କହିଥିଲେ।ଏହି ଖବରଦାତା ସମ୍ମିଳନୀରେ ଜିଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ର, ଜିଲା ବିଜେପି ଓବିସି ମୋର୍ଚ୍ଚାର

ସଭାପତି ସୁବୋଧ ବାରିକ, ରାଜ୍ୟ ଓବିସି ନେତା ସିଦ୍ଧାର୍ଥ ଶଙ୍କର ପାଟି,ମିଡ଼ିଆ ସେଲର ଅଧ୍ୟକ୍ଷ ଗଣେଶ ପ୍ରସାଦ ମହାନ୍ତି, ଜିଲା ବିଜେପି ସାଧାରଣ ସମ୍ପାଦକ ଜଗନ୍ନାଥ ଦାସ, ତିର୍ତ୍ତୋଲର ବିଜେପି ନେତା ରାଜକିଶୋର ବେହେରା, ଜିଲା କୃଷକ ମୋର୍ଚ୍ଚା ସଭାପତି ତପନ କୁମାର ବେହେରା,ପୂର୍ବତନ ଓବିସି ମୋର୍ଚ୍ଚା ସଭାପତି ଜଗନ୍ନାଥ ସ୍ୱାଇଁ, ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ମନୋଜ ଶୁକ୍ଳା, ସୁଶାନ୍ତ କୁମାର ପଲେଇ, ଅଭୟ କିଶୋର ନାୟକ ପ୍ରମୁଖ ଯୋଗ ଦେଇଥିଲେ।ଶେଷରେ ଓବିସି ମୋର୍ଚ୍ଚା ର ଉପସଭାପତି ନୃସିଂହ ସାହୁ  ଧନ୍ୟବାଦ ଦେଇଥିଲେ। ରିପୋର୍ଟ-ନୃସିଂହ ଚରଣ ବାରିକ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026

You Might Also Like