-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||     

HOME   ରାଜ୍ୟ

ବିନିକା ଠାରେ ଗ୍ରାମ ପଞ୍ଚାୟତ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଜିଲ୍ଲାସ୍ତରୀୟ ଵୈଠକ

28-Aug-2021



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଧିନସ୍ଥ ଯୋଗେଶ୍ୱର ମନ୍ଦିର ପ୍ରାଙ୍ଗଣରେ ବିନିକା ବ୍ଲକ ଗ୍ରା.ପ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଜିଲ୍ଲାସ୍ତରୀୟ ଵୈଠକ ଅନୁଷ୍ଟିତ ହୋଇଯାଇଛି l ବ୍ଲକ ସଭାପତି ଗୋବିନ୍ଦ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ବ୍ଲକରୁ କାର୍ଯ୍ୟକର୍ତ୍ତା ମାନେ ଯୋଗଦେଇଥିଲେ l ଏଥିରେ ଉଚ୍ଚତମ ନ୍ୟାୟାଳୟଙ୍କ ଆଦେଶ ମୁତାବକ ସମାନ କାମକୁ ସମାନ ବେତନ,ଦୈନିକ ମଜୁରୀ ଅନ୍ୟୁନ ୩୦୩ଟଙ୍କା ୪୦ପଇସା ପ୍ରଦାନ,୧୬୪ର ୧୨୩ଧାରା ଓ ୨୦୧୪ ମସିହାର ୧୨୫ଧାରାକୁ ସଂଶୋଧନ କରାଯାଇ କାର୍ଯ୍ୟରତ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି କରାଯାଉ ଆଦି ଦାବି ସରକାର ପୂରଣ ନ କଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ ଅସହଯୋଗ କରାଯିବ ବୋଲି ସଭାରେ ପ୍ରସ୍ତାବ ଗୃହୀତ କରାଯାଇ ସ୍ଥାନୀୟ ବିନିକା ବିଡିଓଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି l ଅନୁଷ୍ଟିତ ଏହି ବୈଠକରେ ଜିଲ୍ଲା ସଂପାଦକ ଗୋପୀନାଥ ଭୁଏ,କମିଟି କାର୍ଯ୍ୟକର୍ତ୍ତା ବିଦେଶୀ ରଣା,ମହେଶ୍ୱର ଥନାପତି,ସାନନ୍ଦ ପାଣ୍ଡେ,ମକରଧ୍ବଜ,ମାଧବ ପ୍ରଧାନ,ତ୍ରିଲୋଚନ ବେହେରା,ଦଶରଥ ବାଘ,ପ୍ରତାପ ବାରିକ,ଧନଞ୍ଜୟ ଛନ୍ଦ,ବିରଞ୍ଚି ପ୍ରଧାନ,ରବୀନ୍ଦ୍ର ବେହେରା,ରାଇଟର ନାଗ ପ୍ରମୁଖ ସାମିଲ ହୋଇ ନିଜନିଜ ମତ ଉପସ୍ଥାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026

You Might Also Like