-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ରାଜ୍ୟ

ଆଜିଠୁ ରାଜ୍ୟର ୧୨ଟି ଜିଲ୍ଲାରେ ସେରୋ ସର୍ଭେ

29-Aug-2021



ଭୁବନେଶ୍ବର (ଶୁଭାଶିଷ ନାୟକ): ଆଜିଠାରୁ ରାଜ୍ୟର ୧୨ଟି ଜିଲ୍ଲାରେ ରାଜ୍ୟସ୍ତରୀୟ ସେରୋ ସର୍ଭେ ଆରମ୍ଭ ହେବ। ଆରଏମଆରସି ଏହି ସେରୋ ସର୍ଭେ ପାଇଁ ନମୁନା ସଂଗ୍ରହ କରିବ। ତେଣୁ ଏସବୁ ଜିଲ୍ଲାଗୁଡ଼ିକରେ ନମୁନା ସଂଗ୍ରହ ସମୟରେ ସମସ୍ତ ପ୍ରକାରର ସହାୟତା ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲାପାଳ ମାନଙ୍କୁ ଚିଠି ଜାରି ହୋଇଛି। ଏହି ସେରୋ ସର୍ଭେରେ ସାଧାରଣ ଲୋକଙ୍କଠାରୁ ସମୁଦାୟ ୬୬୮୦ ନମୁନା ଓ ପ୍ରତି ଜିଲ୍ଲାରୁ ଶହେ ଲେଖାଏ ସ୍ବାସ୍ଥ୍ୟକର୍ମୀଙ୍କ ନମୁନା ସଂଗ୍ରହ କରାଯିବ। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଧା, ପୁରୀ, ବାଲେଶ୍ବର, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ସାମିଲ ରହିଛି। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ନମୁନା ସଂଗ୍ରହ କାର୍ଯ୍ୟ ଜାରି ରହିବ। ନମୁନା ସଂଗ୍ରହ ପାଇଁ ଆରଏମଆରସି ପକ୍ଷରୁ ଆବଶ୍ୟକ ମାନବ ସମ୍ବଳ ଓ ଲଜିଷ୍ଟିକ ବ୍ୟବସ୍ଥା କରାଯାଇଛି। ତେବେ ନମୁନା ସଂଗ୍ରହ ସୁରୁଖୁରୁରେ ହେବା ଲାଗି ଏସବୁ ଜିଲ୍ଲାରେ ଜଣେ ନୋଡାଲ ଅଧିକାରୀଙ୍କୁ ଚିହ୍ନଟ କରିବା ଲାଗି କୁହାଯାଇଛି। ସମ୍ପୃକ୍ତ ଅଧିକାରୀଙ୍କ ସମସ୍ତ ତଥ୍ୟ ଜିଲ୍ଲାପାଳମାନେ ଆରଏମଆରସି ନିର୍ଦେଶିକାଙ୍କୁ ପଠାଇବେ।
କରୋନାର ଦ୍ବିତୀୟ ଲହର ସମୟରେ ଲୋକମାନଙ୍କ ମଧ୍ୟରେ କେତେକ ପରିମାଣରେ ଆଣ୍ଟିବଡି ସୃଷ୍ଟି ହୋଇଛି ତାହା ଜାଣିବା ଲାଗି ରାଜ୍ୟମାନଙ୍କୁ ସେରୋ ସର୍ଭେ କରିବା ଲାଗି କେନ୍ଦ୍ର ସରକାର କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like