-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ରାଜ୍ୟ

ସୋନପୁର : ତିନୋଟି ଜ଼ିଲ୍ଲା ର ଭିଜିଲାନ୍ସ ବିଜେପୁର ବିଡ଼ିଓ ଙ୍କୁ ଜାଲ ରେ ପକାଇଲା - 5T ଶାସନ ର ଫଳ ବାଟ ରେ ପଡି ହାଟ ରେ ଗଡ଼ିଲା

29-Aug-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ବରଗଡ ଜ଼ିଲ୍ଲା ବିଜେପୁର ବିଡ଼ିଓ ପଦ୍ମନାଭ ସାମନ୍ତରାୟ ବରଗଡ଼,  ସମ୍ବଲପୁର ଓ  ସୁବର୍ଣ୍ଣପୁର ଭିଜିଲାନ୍ସ ଙ୍କ ଜାଲରେ ପଡିଛନ୍ତି l ତାଙ୍କ  ଆୟବହିର୍ଭୁତ ସମ୍ପତ୍ତି ସବୁର ସକାଳୁ ଏବେ ଯାଏ  ସୁବର୍ଣ୍ଣପୁର ଭିଜିଲାନ୍ସ ଅଫିସ ରେ ଅଧିକ ତଦନ୍ତ ଚାଲିଥିବl ସୂଚନା ମିଳିଛି l ଶ୍ରୀ ସାମନ୍ତରାୟ ବିଜେପୁର ରୁ ଭୁବନେଶ୍ୱର ଯାଉଥିବା ବେଳେ ଆଜି ସମ୍ବଲପୁର, ସୁବର୍ଣ୍ଣପୁର ଭିଜିଲାନ୍ସ ଟିମ ବିଶେଷ ସୂତ୍ରରୁ ଖବର ପାଇ ବିନିକା ମହାନଦୀ ଛକ ଠାରେ ମିଳିତ ଚଢ଼ାଉ କରି 3 ଲକ୍ଷ  50 ହଜାର ଟଙ୍କା ଜବତ କରିଛନ୍ତି l ଏବଂ ଶ୍ରୀ ସାମନ୍ତରାୟଙ୍କ ପୁରୀ, ବରଗଡ ଓ ଭୁବନେଶ୍ୱର ବାସଭବନରେ ଆଜି ଏକା ସାଙ୍ଗେ ଏବେ ଚଢ଼ାଉ ଚାଲିଥିବl ସୂଚନା ମିଳିଛି l ଭାତ ହାଣ୍ଡି ରୁ ଗୋଟିଏ ଭାତ ଚିପିଲା ଭଳି ଆମ ସରକାରଙ୍କ  ସ୍ୱଛତା କଥା, ଏଭଳି ଅନେକ ଘାଟଣl ରୁ ଜଣା ପଡିଛି l ଏବଂ  ସରକାର ଙ୍କ 5T ଶାସନ ରେ ବଡ଼ ବଡ଼ ଅଫିସରଙ୍କ ଶାସନର ସଫଳ ରୂପାୟନର  ବସ୍ତା ବସ୍ତା ଫଳ ଏଭଳି ଭାବେ ରାସ୍ତା ଘାଟରେ ପଡୁଛି ଦାଣ୍ଡ ରେ ଗଡୁଛି l ଆଉ ସରକାରୀ ବାବୁ ମାନଙ୍କୁ,  ଭିଜିଲାନ୍ସ ବିଭାଗ କୁ ଯେବେ ଯେଉଁଠି  ପ୍ରଶ୍ନ କଲେ ସବୁଠି ଉତ୍ତର ଆସେ ଯେ ତଦନ୍ତ ଚାଲିଛି l ଏପରିକି ଆମ ମୁଖ୍ୟମନ୍ତ୍ରୀ ବି ସେ ଗୋଟିଏ ଢାଞ୍ଚା ରେ ଗୋଟିଏ କଥା କହନ୍ତି ତଦନ୍ତ ପରେ ଆମେ ନେବୁ ଏକ୍ସନ l କିନ୍ତୁ ବଡ଼ ଆଶ୍ଚର୍ଯ୍ୟ  ତଦନ୍ତ ର ବାଟ ଘାଟ କେତେ ଲମ୍ବା ଯେ ତାହା ଚାଲିଥାଏ କେବେ ସରେନି କି ଥକି ବି  ଯାଏନି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like