-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ସଦର ବ୍ଲକ ୨୨ ନମ୍ବର ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ

29-Aug-2021



ବଲାଙ୍ଗିର(ପ୍ରେରଣା ଖବର) :: ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ସଦର ବ୍ଲକ ଅର୍ନ୍ତଗତ ୨୨ ନମ୍ବର ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି ସମ୍ମିଳନୀରେ ବଲାଙ୍ଗିର ର ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଯୋଗଦେଇ କର୍ମକର୍ତ୍ତାଙ୍କୁ କର୍ମଠ , ସୁସଙ୍ଗଠିତ ତଥା ନିର୍ଭୟ ରେ ଆଗାମୀ ପଞ୍ଚାୟତ ନିର୍ବାଚନ ରେ ସମସ୍ତେ ଏକ ଲଢୁଆ

ସୈନିକ ହୋଇ ନିର୍ବାଚନ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ସମସ୍ତ ଯୋଜନା ଓ ଲୋକାଭିମୁଖି କାର୍ଯ୍ୟକ୍ରମ କୁ ସାଧାରଣ ଜନତାଙ୍କ ପାଖକୁ ପହଞ୍ଚାଇ ଲୋକଙ୍କ ସୁଖ ଦୁଃଖ ରେ ସହଯୋଗ କରିବାକୁ ଆହ୍ବାନ କରିଥିଲେ। ଏହି ସମ୍ମିଳନୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଯୁବନେତା ଅର୍କେଶ ନାରାୟଣ ଙ୍କ ନେତୃତ୍ବ କୁ ସମର୍ଥନ କରି ବିଭିନ୍ନ ପଞ୍ଚାୟତ ର କଂଗ୍ରେସ ଓ ବିଜେପି ର କର୍ମି ଯଥା ମିର୍ଧାପାଲି ପଞ୍ଚାୟତ ର ଦନାର୍ଦନ ପଟେଲ , ସୁବଲ ନାଏକ , ସରୋଜ ରାଉତ,  ଦିଗାମ୍ବର ଅତାବରିଆ ,  ପରମେଶ୍ଵର ଭୁଏ , କାଲିଆ ଜାଲ , ଚନ୍ଦନଭାଟି ପଞ୍ଚାୟତ ରୁ ଜୟନାରାୟଣ ମେହେର,  ମଣ୍ଟୁ ବେହେରା , 

, ଭିଷ୍ମ ମେହେର , ସରୋଜ ମେହେର , ଖେଜରା ମେହେର , ନେଜେରା ମେହେର , ସୁବଲ ମେହେର , ବୁଲୁ ମେହେର , ହାଡୁ ପୁଟେଲ , ପ୍ରଶାନ୍ତ ସାହୁ , ଶିଲୁ ମନହୀରା ,  ଟଙ୍କ ମନହୀରା , ତପ ବୁଡେକ,  ଜପ ବୁଡେକ , କୁମର ମନହୀରା , ରାଜୁ ନନ୍ଦ , ଆଶିଶ ସୁନା , ରାଜନ ନନ୍ଦ , ନାରାୟଣ କୁମ୍ଭାର , ନିଲୁ ମନହୀରା , ବିରେନ୍ଦ୍ର ମରେହି , ସୁଶାନ୍ତ ସୁନା , ନସିବ ମନହିରା , ହେମନ୍ତ ମରେଇ ,  ମିଙ୍କୁ ପୁରୋହିତ , ହିରୋଜ ବେହେରା , ଜଗନ୍ନାଥ ମେହେର, ହୃଷିକେଶ ମେହେର , କୁଟୁମ୍ବଡୋଲା ପଞ୍ଚାୟତ ର ଅରବିନ୍ଦ ଦିପ , ପିତବାସ ପଟେଲ,  ଯୋଗେନ୍ଦ୍ର ବିଶ୍ବାଲ  ବିଜୁ ଜନତା ଦଳ ରେ ସ୍ବେଚ୍ଛାକୃତ ଭାବରେ ଯୋଗଦାନ କରିଥିବା ବେଳେ ଏହି କର୍ମୀ ସମ୍ମିଲନୀ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ, ଜିଲ୍ଲା ଯୁବ ବିଜେଡ଼ିର ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ଜିଲ୍ଲା ସାଧାରଣ ସଂପାଦକ କୈଳାଶ ଚନ୍ଦ୍ର ମହାନ୍ତି , ଜିଲ୍ଲା ସମ୍ପାଦକ କୁଳମଣି ମେହେର , କାର୍ଯ୍ଯକାରୀ ସଦସ୍ଯ ସନ୍ତୋଷ ଦନ୍ତା , ଶିକାଛିଡା ସମିତି ସଭ୍ଯ ନିହାର ରଞ୍ଜନ ସ୍ବାଇଁ , ବ୍ଲକ ମହିଳା ସଭାପତି ରିନା ଭରାସାଗର , ୨୩ ନମ୍ବର ଜୋନ ଜିଲ୍ଲାପରିଷଦ ସତ୍ଯନାରାୟଣ ଭୋଇ , ସରୋଜ ସ୍ବାଇଁ , ସୁରୁସୂତା ବାଗ ବକ୍ତବ୍ଯ ରଖିଥିଲେ ।ଏହି ସମସ୍ତ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ସାହାଜବାହାଲ ସରପଞ୍ଚ ପ୍ରଦ୍ୟୁମ୍ନ କୁମାର ହୋତା । ଧନ୍ୟବାଦ ଦେଇଥିଲେ ବ୍ଲକ ଯୁବ କାର୍ଯ୍ଯକାରୀ  ସଭାପତି ଚାଇନା ମେହେର  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026

You Might Also Like