-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଯାଦବ ସମାଜ ବୁଦ୍ଧିଜୀବୀ ମଞ୍ଚ ର ଉଦ୍‌ଘାଟନୀ- ‘ସମାଜିକ,ଅର୍ଥନୈତିକ ବିକାଶ କ୍ଷେତ୍ରରେ ଉନ୍ନତିକୁ ଗୁରୁତ୍ୱ’ 

29-Aug-2021



ବଲାଙ୍ଗିର,(ପ୍ରେରଣା ଖବର)ବଲାଙ୍ଗିର ସ୍ଥିତ ଯାଦବ ଭବନ ଠାରେ ରାଜ୍ୟ ଯାଦବ ବୁଦ୍ଧିଜିବୀ ମଞ୍ଚ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ବଲାଙ୍ଗିର, ସୋନପୁର, କଳାହାଣ୍ଡି, ନୂଆପଡା ଜିଲ୍ଲାର ଶତାଧିକ ଯାଦବ, ବୁଦ୍ଧିଜୀବୀମାନଙ୍କୁ ନେଇ ବଲାଙ୍ଗିର ଜିଲ୍ଲା ଯାଦବ ମହାସଭା ସଂପାଦକ ପ୍ରଦିପ ସେଲମାଙ୍କ ନେତୃତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ସହକାରୀ ଯନ୍ତ୍ରୀ ଜଳ ସଂପଦ ବିଭାଗର ବୀରରାଜ ବାଗ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଯାଦବ ମହାସଭାର ଛବିଳ ବଗର୍ତ୍ତି, ପୌରାଞ୍ଚଳ ସଭାପତି ପଙ୍କଜ ସେଲମା, ସୋନପୁର ଜିଲ୍ଲା ଯାଦବ ସମାଜର ସଭାପତି ତପନ

ଜୁଏଡ, ନୁଆପଡା ଯାଦବ ସମାଜ ସଭାପତି ସନ୍ତୋଷ ନିହାଲ ମଞ୍ଚାସିନ ରହିଥିଲେ । ଯାଦବ ସମାଜର ସର୍ବୋପରି ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସମାଜିକ ତଥା ଅର୍ଥନୈତିକ ବିକାଶ କ୍ଷେତ୍ରରେ  ସମାଜର ବିଭିନ୍ନ କ୍ଷେତ୍ରରେ ଥିବା ବୁଦ୍ଧିଜିବୀ ଏବଂ ବିଶେଷଜ୍ଞ ଙ୍କ ମାଧ୍ୟମରେ କିପରି ଉନ୍ନତି ସାଧିତ ହେବ ତା ଉପରେ ବିଷଦ ଆଲୋଚନା ହୋଇ ରୂପରେଖ ପ୍ରସ୍ତୁତ କରାଯାଇଥିଲା । ବିରେନ୍ଦ୍ର ବନଛୋରଙ୍କ ସଂଯୋଜନା ରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ଯାଦବ ବୁଦ୍ଧିଜିବୀ ମଞ୍ଚ, ଓଡିଶା ରାଜ୍ୟ କାର୍ଯ୍ୟକାରିଣୀ କମିଟିର ମନୋନୀତ ସଭ୍ୟମାନଙ୍କର ନାମ ଘୋଷଣା ହୋଇଥିଲା । ସର୍ବଶ୍ରୀ ଧବଳେଶ୍ୱର ବାଗ, ଆବାହକ ଛବିଳ ବଗର୍ତ୍ତି ସଭାପତି, ଜ୍ୟୋତିର୍ଣ୍ଣ ବନଛୋର ସାଧାରଣ ସଂପାଦକ, ପିତବାସ ବେହେରା, ସଂଯୋଜକ ଏବଂ ଅଧ୍ୟାପକ ଦିବାକର ପୋଢ, ଅଧ୍ୟାପକ କବିରାଜ ଭୋଇ, ଅଧ୍ୟାପକ ଉମାକାନ୍ତ ନାଗ, ଅଧ୍ୟାପକ ଡିଲେଶ୍ୱର ନାଗ, କାର୍ଯ୍ୟକାରୀ ସଭାପତି ରୂପେ ତଥା ସର୍ବଶ୍ରୀ ରଞ୍ଜିତ ଛତର, ଏଡଭୋକେଟ ତପନ ଯୁଆଡି, ଦ୍ୱାରିକା ବାଗ, ଉପ-ସଭାପତି ରୂପେ ଏବଂ ନିଳକଣ୍ଠ ବଗର୍ତ୍ତି, ସାଂଗଠାନିକ ସଂପାଦକ, ପବିତ୍ର ହଂସା, କାର୍ଯ୍ୟାଳୟ ସଂପାଦକ ଧିରେନ୍ଦ୍ର କୁମାର ବନଛୋର, ଯୋଗାଯୋଗ ସମ୍ପାଦକ, କିର୍ତ୍ତିଚନ୍ଦ୍ର ଗଉଡ ସମ୍ପାଦକ, ସୁଧାଂଶୁ ଶେଖର ନାଗ କୋଷାଧ୍ୟକ୍ଷ ଓ ମନବୋଧ ଭୋଇ, ବସନ୍ତ ମହାକୁର, ତ୍ରିନାଥ ପୁଞ୍ଜିଙ୍କୁ କାର୍ଯ୍ୟକାରୀ ସଭ୍ୟ ରୂପେ ମନୋନିତ କରାଗଲା । ତତ୍ ସଙ୍ଗେ ପ୍ରଶାନ୍ତ ମହାକୁରଙ୍କୁ ଗଣମାଧ୍ୟମ ପ୍ରତିନିଧି ଦାୟିତ୍ୱ ପ୍ରଦାନ କରଗଲା । ମଞ୍ଚର ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ବିଭିନ୍ନ ଜିଲ୍ଲା ପାଇଁ ଗଠିତ ବୁଦ୍ଧିଜିବୀ କମିଟି ଘୋଷଣା କରାଗଲା । ସଭାରେ ବିଭିନ୍ନ ଜିଲ୍ଲାରୁ ବ୍ଲକ ଏବଂ ଜିଲ୍ଲା ଯାଦବ ପରିବାରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଅରକ୍ଷିତ ଜୁଏଡ, ଦୁତିବାହନ ଚନ୍ଦନ, ଅଷ୍ଟମି ବଗର୍ତି, କିଶୋର କୁମାର ସାହୁ, ଭଗବାନ ବଗର୍ତ୍ତି, ବସୁଦେବ ନାଗ, ଖରତମଲ ରାଉତ, ଧୃବ ଯୁଏଡ, ହରିଶଙ୍କର ଛତ୍ରିଆ, ସନ୍ଦିପ ବାଗ, କୃଷ୍ଣଚନ୍ଦ୍ର ବଗର୍ତ୍ତି ପ୍ରମୁଖ ଉପସ୍ଥିତ ଥିଲେ । ସର୍ବଶେଷରେ ଭଗବାନ ବଗର୍ତ୍ତି ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like