-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||     

HOME   ଦେଶ ବିଦେଶ

ଡିସେମ୍ବର ୧ରୁ ବଦଳିବ ରୁଟ୍: ରାଜଧାନୀ ସ୍ପେଶାଲ୍‌ ଟ୍ରେନ୍‌ ଟାଟା, ଆଦ୍ରା, ଝାରସୁଗୁଡ଼ା ଦେଇ କରିବ ଚଳାଚଳ

01-Nov-2020



ଯାତ୍ରୀଙ୍କ ସୁବିଧା ପାଇଁ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌କୁ ଟାଟା, ଆଦ୍ରା, ଝାରସୁଗୁଡ଼ା ଦେଇ ଚଳାଚଳ କରିବ। ଯାହା ପୂର୍ବରୁ କେବଳ ଟାଟା ଦେଇ ଚଳାଚଳ କରୁଥିଲା । ଡିସେମ୍ବର ୧ ତାରିଖରୁ ପ୍ରତି ସପ୍ତାହରେ ଭୁବନେଶ୍ୱର ନୂଆଦିଲ୍ଲୀ ରାଜଧାନୀ ସୋମବାର, ମଙ୍ଗଳବାର, ଗୁରୁବାର ଓ ଶୁକ୍ରବାର ଭୁବନେଶ୍ୱରରୁ ଛାଡିବ!! ସେହିପରି ଡିସେମ୍ବର ୨ ତାରିଖରୁ ପ୍ରତି ସପ୍ତାହରେ ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶନିବାର ନୂଆଦିଲ୍ଲୀରୁ ଛାଡିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଟ୍ରେନ୍‌ ଭୁବନେଶ୍ୱରରୁ ସକାଳ ୯ଟା୩୦ରେ ଏବଂ ନୂଆଦିଲ୍ଲୀରୁ ଅପରାହ୍ନ ୫ଟା ୫ରେ ଛାଡିବ। ଏଣିକି ଅତିରିକ୍ତ ଷ୍ଟପେଜ୍‌ ମୁରି, ଏନଏସସି ଗୋମୋ ଓ କୋଡରମାରେ ରହିବ। ସେହିପରି ଆଦ୍ରା ଦେଇ ଚଳାଚଳ କରୁଥିବା ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ସ୍ପେଶାଲ୍‌ ଟ୍ରେନ୍‌ ଡିସେମ୍ବର ୨ରୁ ଭୁବନେଶ୍ୱର ଷ୍ଟେସନରୁ ପ୍ରତି ବୁଧବାର ଓ ରବିବାର ଛାଡିବ!! ଡିସେମ୍ବର ୪ରୁ ପ୍ରତି ସୋମବାର ଓ ଶୁକ୍ରବାର ଛାଡ଼ିବ। ଏହା ବ୍ୟତୀତ ଝାରସୁଗୁଡ଼ା ଓ ରାଉରକେଲା ଦେଇ ଚଳାଚଳ କରୁଥିବା ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ପେଶାଲ୍‌ ଟ୍ରେନ୍‌ ଡିସେମ୍ବର ୫ ତାରିଖରୁ ଭୁବନେଶ୍ୱର ଷ୍ଟେସନରେ ପ୍ରତି ଶନିବାର ଛାଡ଼ିବ। ଯାହା ଡିସେମ୍ବର ୬ ତାରିଖରୁ ପ୍ରତି ରବିବାର ଦିଲ୍ଲୀରୁ ଛାଡ଼ିବ । ଉଭୟ ଟ୍ରେନ୍‌ର ପୂର୍ବ ନିର୍ଦ୍ଧାରିତ ଷ୍ଟପେଜ୍‌ ଓ ସମୟ ଅନୁସାରେ ଚଳାଚଳ କରିବ ବୋଲି ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026

You Might Also Like