-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଖେଳ

କନ୍ଧମାଳ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ: ୩-୦ ଗୋଲରେ ଡଙ୍ଗରପଡ଼ା ଦଳ ବିଜୟୀ

29-Aug-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଗୋଷ୍ଠୀ ଖେଳ ପଡ଼ିଆ ଠାରେ ଚଳିତ ମାସ ୧୯ ତାରିଖ ଠାରୁ ଆରମ୍ଭ ହୋଇ ଥିବା ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ରବିବାର ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ରେ ଜିଲ୍ଲାର ୧୬ ଟି ଫୁଟବଲ ଦଳ ଅଂଶ ଗ୍ରହଣ କରିଥିଲେ । ଆଜିର ଏହି  ଫାଇନାଲ ଖେଳରେ ବାଲିଗୁଡ଼ା ବ୍ଳକ ଅନ୍ତର୍ଗତ ସିନ୍ଦ୍ରିଗାଁ ଦଳ ସହିତ ଫିରିଂଙ୍ଗିଆ ବ୍ଳକ ରତଙ୍ଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡଙ୍ଗରପଡ଼ା ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏହି ଖେଳରେ ୩-୦ ଗୋଲରେ ଡଙ୍ଗରପଡ଼ା ଦଳ ବିଜୟୀ ହୋଇଥିଲା ବେଳେ ସିନ୍ଦ୍ରିଗାଁ ଦଳ ରନର୍ସ  ହୋଇଥିଲା । ଉଦଯାପନୀ ଉତ୍ସବ ରେ  ମୁଖ୍ୟ ଅତିଥି ଭାବେ ବିଡିଓ କଳାକୃଷ୍ଣ ପ୍ରଧାନ , ସମ୍ମାନୀୟ ଅତିଥି ଭାବେ ସୁଶାନ୍ତ କୁମାର ପ୍ରଧାନ, ବିଧାୟକ ପ୍ରତିନିଧି ଦୀପକ କୁମାର ସାହୁ, ବ୍ଳକ ବିଜେଡି ସଭାପତି ଜ୍ୟୋତିରାଜ ପ୍ରଧାନ, ଶିକ୍ଷକ ବିଦେଶୀ ନାୟକ,

ସିମନବାଡ଼ି ସରପଞ୍ଚ ପ୍ରତିନିଧି ପରମେ ପ୍ରଧାନ ପ୍ରମୁଖ ଯୋଗ ଦେଇ ବିଜୟୀ  ଓ ରନର୍ସ  ଦଳଙ୍କୁ ପୁରସ୍କୃତ କରିଥିଲେ । କମିଟିର କର୍ମକର୍ତ୍ତା ଜଗନ୍ନାଥ ନାୟକ,ପ୍ରଭାସ ସାହୁ,ଅମର ନାୟକ(ତୋଫାନ), ମାଥ୍ୟାସ ପ୍ରଧାନ, ହୃଷୀକେଶ ବେହେରା, ବୁନୁ ନାୟକ, ଜହନ ନାୟକ, ସିଦ୍ଧାନ୍ତ ପ୍ରଧାନ, ପିନସ ପ୍ରଧାନ, ଦସୁ ନାୟକ,ଖେଳ  ଶିକ୍ଷକ ସାମନ୍ତ ପ୍ରଧାନ ପ୍ରମୁଖଙ୍କ ନେତୃତ୍ୱରେ ଏହି ଟୁର୍ଣ୍ଣାମେଣ୍ଟ ୧୦ ଦିନ ଧରି ଶାନ୍ତି ଶୃଙ୍ଖଳା ଭାବେ ପରିଚାଳିତ ହୋଇଥିଲା। ଏହି କ୍ରୀଡାକୁ ଅଞ୍ଚଳର ସମସ୍ତ ଯୁବ ଓ ବୁଦ୍ଧିଜୀବୀ ଗୋଷ୍ଠୀ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like