-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜର କାର୍ଯ୍ୟକାରିଣି ବୈଠକ

29-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ହରିହର (ସାହୁ ଭବନ) ଧର୍ମଶାଳରେ ଠାରେ ଜିଲ୍ଲା ତୈଳିକ ସମାଜରର ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସାହୁ ସମାଜର ଅଭିମୁଖ୍ୟ ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଉକ୍ତ ସଭାରେ କଳାହାଣ୍ଡିର ଜିଲ୍ଲା ପରିଷଦ ଚେୟାରମେନ ନମିତାରାଣୀ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମାଜର ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ଏବଂ ରାୟପୁର, ଛତିଶଗଡରୁ ଆସିଥିବା ବିଶିଷ୍ଟ ବ୍ୟବସାୟୀ ଯୋଗେନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସଭା କାର୍ଯ୍ୟ ଆରମ୍ଭରେ ଜିଲ୍ଲା ସଂଗଠନିକ ସଂପାଦକ ବିକାଶ ରଂଜନ ସାହୁ ସ୍ୱାଗତ ଅଭିଭାଷଣ ଓ ସଭାପରିଚାଳନା କରିଥିଲେ । ଜିଲ୍ଲା ସଂପାଦକ ପ୍ରଦୀପ ସାହୁ ବାର୍ଷିକ ବିବରଣୀ ପାଠ କରିବା ସହ ସମାଜରେ ଯୁବବର୍ଗଙ୍କୁ ସାମିଲ କରିବା ପାଇଁ ଆହ୍ୱାନ ଜଣାଇଥିଲେ । କୋଷାଧ୍ୟକ୍ଷ ମହେନ୍ଦ୍ର ସାହୁ ବାର୍ଷିକ ଆୟ ବ୍ୟୟ ବିବରଣି ପ୍ରଦାନ କରିଥିଲେ । ନଗର କମିଟିର ସଭାପତି ରେବତୀକାନ୍ତ ସାହୁ ପାଣ୍ଠି ବୃଦ୍ଧି ପାଇଁ ନୂତନ ପ୍ରସ୍ତାବ ଆଗତ କରିଥିଲେ । ଏଥିରେ ବଲାଙ୍ଗିର ଜିଲ୍ଲାର ୧୪ଟି ବ୍ଲକ ତଥା ନଗରର ସଭାପତି, ସଂପାଦକ ଏବଂ ବ୍ଲକ ପ୍ରତିନିଧି ନିଜସ୍ୱ ମତ ପରିପୋଷଣ କରିଥିଲେ । ନୂତନ ଭାବେ ଗଠିତ ହୋଇଥିବା ମହିଳା କମିଟିର ସଭ୍ୟା ମହେଶ୍ୱତା ସାହୁ ଏବଂ ସ୍ୱିଟୀ ସାହୁ ତାଙ୍କର ମତବ୍ୟକ୍ତ କରିଥିଲେ । ସକ୍ରୀୟ ସଭ୍ୟ ଅନୁପ ସାହୁ, ତେଲି ମେଟ୍ରୋମୋନି ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ଏହି ଅବସରରେ ବରିଷ୍ଠ ଉପଦେଷ୍ଟା ପର୍ଶୁରାମ ସାହୁ, ହିମାଂଶୁ ସାହୁ ଏବଂ ଯୋଗେଶ୍ୱର ସାହୁ ଯୋଗଦେଇ ସମାଜର ବିଭିନ୍ନ କାର୍ଯ୍ୟକ୍ରମର ଭୂୟସି ପ୍ରଶଂସା କରିଥିଲେ । ସଭା ଶେଷରେ ନଗର କମିଟି ସକ୍ରୀୟ ସଭ୍ୟ ଗୋବିନ୍ଦ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।  ଏହି ସଭାରେ ଶରତ ଚନ୍ଦ୍ର ସାହୁ, ଅରୁଣ ସାହୁ, କୃଷ୍ଣ ବିହାରୀ ସାହୁ, ପ୍ରମୋଦ ସାହୁ, ଦୁର୍ଗା ସାହୁ, ଆନନ୍ଦ ସାହୁ, ସୁଦାମ ସାହୁ,  ପ୍ରଶାନ୍ତ ସାହୁ, ଆଶୁତୋଷ ସାହୁ, ସୁମିତ ସାହୁ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like