-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ଜାତୀୟ କ୍ରୀଡା ଦିବସ ପାଳିତ

29-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେରଙ୍କର ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ମାଟିର ଅନ୍ତର୍ଜାତୀୟ କ୍ରିକେଟ ଖେଳାଳି ସୁଶ୍ରୀ ମାଧୁରୀ ମେହେଟ୍ଟା ଓ ଅନ୍ୟ ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ଗୋଷ୍ଠି ଶିକ୍ଷାଧିକାରୀ ରାଘବ ପାଣିଗ୍ରାହୀ, ଜିଲ୍ଲା ଶାରିରୀକ ଶିକ୍ଷା ନିରୀକ୍ଷକ ଜ୍ୟୋତି ପ୍ରସାଦ ପରିଡା, ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର, ଅବସରପ୍ରାପ୍ତ ଶିକ୍ଷକ ନିଳାଚଳ ଚିରଗୁନ ଯୋଗଦାନ କରିଥିଲେ । ଭାରତ ରତ୍ନ ଧ୍ୟାନଚାନ୍ଦଙ୍କର ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜଳନ କରି ତାଙ୍କ ଜିବନର ସ୍ମୃତି ଚାରଣ କରିବା ସହ ଦିବସର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ହେମନ୍ତ କୁମାର ପଧାନ ପରିଚାଳନା କରିଥିବା ବେଳେ କସ୍ତୁରୀ ରଥ ଧନ୍ୟବାଦ ଅର୍ପଣ କରିଥିôଲେ । କାର୍ଯ୍ୟକ୍ରମରେ ମନୋରଂଜନ ହୋତା, ସୁବାଷ ଚନ୍ଦ୍ର ସାହୁ, ରଂଜିତା ମିଶ୍ର, ଶ୍ୟାମ ସୁନ୍ଦର ମେହେର, ରଂଜିତ ବେହେରା, ନିଳାଚଳ କୁଅଁର, ଚନ୍ଦ୍ର ଶେଖର ମେହେର, ଶୁଶାନ୍ତ ନାଥ, ହୃଦୟାନନ୍ଦ ଶବର, ଦିବାନନ୍ଦ ସାହୁ, ଆରୁଜ ନାଗ, କଲ୍ୟାଣ ସେଠ, ବିଭୂତି ସ୍ୱାଇଁ, ନରେନ୍ଦ୍ର ପଧାନ, ଜିତୁ ଦଲାଇ, ରତିକ ବିଶ୍ୱାଲ, ରଶ୍ମିରାଣୀ ଜେନା, ରଞ୍ଜନ ରାଉତ, ରାଜିବ ଲୋଚନ ବେହେରା, ହିମାଂଶୁ ବିଶ୍ୱାଲ, ରାମ ନାରାୟଣ ଦାଶ ପ୍ରମୁଖ ଶିକ୍ଷୟ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like