-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

 ଖଲିକୋଟ ରାଜବଂଶୀ ଦ୍ଵାରା ପ୍ରତିଷ୍ଠିତ ଷୋଡଶ ଶତାବ୍ଦୀ ର ଅମରେଶ୍ୱର ମନ୍ଦିର

30-Aug-2021



 ଖଲିକୋଟ ରାଜବଂଶୀ ଦ୍ଵାରା ପ୍ରତିଷ୍ଠିତ ଷୋଡଶ ଶତାବ୍ଦୀର ଅମରେଶ୍ୱର ମନ୍ଦିର  ! ଗଞ୍ଜାମ ଜିଲାରେ ଅନେକ ଶୈବ ପୀଠ ଅଛି ଏବଂ ଅନେକ ଦର୍ଶନୀୟ ସ୍ଥାନ ମଧ୍ୟ ଅଛି ସେଥିମଧ୍ୟରୁ ଆଜି ଆଉଏକ ଶୈବ ପୀଠ ତଥା ଦର୍ଶନୀୟ ସ୍ଥାନ କଥା କହୁଚଛୁ ଯାହାକି  ଗଞ୍ଜାମ ଜିଲ୍ଲାର ବେଗୁନିଆପଡା ବ୍ଲକ ଠାରୁ ମାତ୍ର ୪ କିଲୋମିଟର ଦୂରରେ ଥିବା କେ ବରିଡା ଗ୍ରାମରେ

ଅବସ୍ଥାପିତ ହୋଇଛନ୍ତି । ବା ବା ଅମରେଶ୍ୱ ଙ୍କ ଶୈବ ପୀଠ ଏହି ଗ୍ରାମରେ ବ୍ରାହ୍ମଣ ଶାସନର ଆରାଧ୍ୟ ରାଜପ୍ରତିଷ୍ଠିତ ଶୈବ ପ୍ରତିଷ୍ଠିତ ସୈବକ୍ଷେତ୍ର ଶ୍ରୀ ଅମରେଶ୍ଵର ମହାଦେବ ଏହା ପ୍ରାୟ ଷୋଡଶ ଶତାଧିର ବୋଲି ଲକ୍ଷ୍ୟ କରାଯାଏ। ଖଲିକୋଟ ରାଜବଂଶୀ ଦ୍ୱାରା ଏହି ମହାଦେବ ମନ୍ଦିର ଟି ପ୍ରତିଷ୍ଠିତ ଓ ବ୍ରାହ୍ମଣ ଶାସନ କୁ ଏହା ଦାନସ୍ୱରୂପ ରହିଅଛି ଏହି ପ୍ରାଚୀନ ପୀଠ ଭକ୍ତାଦ୍ରୁତ ଓ ପ୍ରତ୍ଯକ୍ଷ ଅଟନ୍ତି, ଏହି ମନ୍ଦିରଟି ଧବଳା କାର ଓ ଚତୃପାର୍ଶ୍ୱରେ ଗଣେଶ, କାର୍ତିକ, ମାତା 

ପାର୍ବତୀ ଙ୍କ ମନ୍ଦିର । ଏହି ମନ୍ଦିର ଟିରେ ଭକ୍ତ ମାନଙ୍କ ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା ରହିଛି ।ଏହାଛଡା ଏଇଠାରେ ଅଖଣ୍ଡ ନାମ ମଧ୍ୟ ଚାଲିଥାଏ ମନ୍ଦିର ପାର୍ଶ୍ଵରେ ଶନି, ହନୁମାନ ଆଦି ଅନେକ ଦେବା ଦେବି ଓ ଆରାଧ୍ୟ ପୀଠ ଭକ୍ତ ମାନଙ୍କୁ ଭକ୍ତି ଓ ଶାନ୍ତି ପ୍ରଦାନ ରେ ବେଶ ସହାୟକ ହୋଇଥାଏ, ଯଦି ରାଜ୍ୟ ସରକାର ଙ୍କ ଏହି ମନ୍ଦିର ପ୍ରତି ଦୃଷ୍ଟି ପଡି ଆହୁରି ଉର୍ନତି ହୁଏ ତାହେଲେ  ବେଗୁନିଆପଡା ବ୍ଲକ ରେ ଥିବା ଏହି ମନ୍ଦିର କୁ ଦର୍ଶନ ନିମନ୍ତେ ଜିଲ୍ଲା ଓ ଜିଲ୍ଲା ବାହାରୁ ବହୁପରିମାଣରେ ଭକ୍ତ ମାନଙ୍କ ସମାଗମ ହୋଇପାରନ୍ତା । ପ୍ରତେକ ବର୍ଷ ଏଇଠି ଶ୍ରାବଣ ମାସରେ କାଉଡ଼ିଆ ଙ୍କ ଭିଡ ଜାମୁଥିବା ବେଳେ କାର୍ତିକ ମାସ ରେ ଏଇ ପୀଠରେ ଭକ୍ତ ମାନଙ୍କ ବେଶ ଭିଡ ଜମୁଥାଏ ।

ଉପସ୍ଥାପନ : ଉମା ମହାରଣା 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like