-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଜାତୀୟ କ୍ରୀଡା ଦିବସ ପାଳିତ

30-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ତତ୍ତ୍ୱାବଧାନରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେରଙ୍କର ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ମାଟିର ଅନ୍ତର୍ଜାତୀୟ କ୍ରିକେଟ ଖେଳାଳି ସୁଶ୍ରୀ ମାଧୁରୀ ମେହେଟ୍ଟା ଓ ଅନ୍ୟ ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ଗୋଷ୍ଠି ଶିକ୍ଷାଧିକାରୀ ରାଘବ ପାଣିଗ୍ରାହୀ, ଜିଲ୍ଲା ଶାରିରୀକ ଶିକ୍ଷା ନିରୀକ୍ଷକ ଜ୍ୟୋତି ପ୍ରସାଦ ପରିଡା, ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର, ଅବସରପ୍ରାପ୍ତ ଶିକ୍ଷକ

ନିଳାଚଳ ଚିରଗୁନ ଯୋଗଦାନ କରିଥିଲେ । ଭାରତ ରତ୍ନ ଧ୍ୟାନଚାନ୍ଦଙ୍କର ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ଜଳନ କରି ତାଙ୍କ ଜିବନର ସ୍ମୃତି ଚାରଣ କରିବା ସହ ଦିବସର ମହତ୍ୱ ବିଷୟରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମକୁ ଖେଳ ଶିକ୍ଷକ ହେମନ୍ତ କୁମାର ପଧାନ ପରିଚାଳନା କରିଥିବା ବେଳେ କସ୍ତୁରୀ ରଥ ଧନ୍ୟବାଦ ଅର୍ପଣ କରିଥିôଲେ । କାର୍ଯ୍ୟକ୍ରମରେ ମନୋରଂଜନ ହୋତା, ସୁବାଷ ଚନ୍ଦ୍ର ସାହୁ,  ଶିକ୍ଷକ ରାମ ନାରାୟଣ ଦାଶ, ରଂଜିତା ମିଶ୍ର, ଶ୍ୟାମ ସୁନ୍ଦର ମେହେର, ରଂଜିତ ବେହେରା, ନିଳାଚଳ କୁଅଁର, ଚନ୍ଦ୍ର ଶେଖର ମେହେର, ଶୁଶାନ୍ତ ନାଥ, ହୃଦୟାନନ୍ଦ ଶବର, ଦିବାନନ୍ଦ ସାହୁ, ଆରୁଜ ନାଗ, କଲ୍ୟାଣ ସେଠ, ବିଭୂତି ସ୍ୱାଇଁ, ନରେନ୍ଦ୍ର ପଧାନ, ଜିତୁ ଦଲାଇ, ରତିକ ବିଶ୍ୱାଲ, ରଶ୍ମିରାଣୀ ଜେନା, ରଞ୍ଜନ ରାଉତ, ରାଜୀବ ଲୋଚନ ବେହେରା, ହିମାଂଶୁ ବିଶ୍ୱାଲ ପ୍ରମୁଖ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like