-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ : ବରଗଡ ଚାମ୍ପିଆନ୍ ।

30-Aug-2021



ବୀରମହାରାଜପୁର(ବିନୋଦ ପାଣ୍ଡେ) : ସୋନପୁର ଜିଲ୍ଲା ବୀରମହାରାଜପୁର ଟାଙ୍ଗରସାହି ଏଭରଗ୍ରୀନ ଖେଳପଡିଆ ଆରେ ପ୍ରଥମ ସୁଦର୍ଶନ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ   ରବିବାର ଉଦଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ ବରଗଡ ଓ ଫୁଲବାଣୀ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଖେଳ ଶେଷ ପର୍ଯ୍ୟନ୍ତ କୌଣସି ଦଳ ଗୋଳ ଦେଇ ପାରିନଥିଲେ । ଟାଇବ୍ରେକର୍ ମାଧ୍ୟମରେ ବରଗଡ ଦଳ ଫୁଲବାଣୀ ଦଳକୁ ପରାସ୍ତ କରିଥିଲା ।  ଉଦଯାପନୀ ଉତ୍ସବରେ ଯୋଜନା ସଂଯୋଗ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ

ଦଳକୁ ଟ୍ରଫି ଓ ନଗଦ ଅର୍ଥ ରାଶି ପୁରସ୍କୃତ କରିଥିଲେ । ଅନ୍ୟ ଅତିଥି ମାନେ ହେଲେ ବିନକା ବ୍ଲକ ଅଧ୍ୟକ୍ଷ ଅଶୋକ ନନ୍ଦ,  ବୀରମହାରାଜପୁର ବ୍ଲକ  ପୂର୍ବତନ ଅଧ୍ୟକ୍ଷ ରଞ୍ଜୀତ ରଥ,  ସତ୍ଯଞ୍ଜିପ ମିଶ୍ର, ଧୀରେନ୍ଦ୍ର ପଣ୍ଡା,  ଆଲୋକ ଦେହୁରୀ,  ପ୍ରିୟବ୍ରତ ସାହୁ, ରାଧାକାନ୍ତ ବାଘ ପ୍ରମୁଖ ମଞ୍ଚାସୀନ ଥିଲେ । ସିଦ୍ଧାର୍ଥ ପାତ୍ର,  କୌଶିକ ଭୋଇ, ସନ୍ତୋଷ ଓରାମ,  ରାଜ କୁମାର ମଣ୍ଡଳ , ରାଜେଶ ଜୟପୁରିଆ, ଗୋପି ଖେଲ ପରିଚାଳନା କରିଥିଲେ । ଅଭିମନ୍ୟୁ ବଗର୍ତ୍ତି ଧାରବିବରଣୀ ପ୍ରଦାନ କରିଥିଲେ । ପୁରଷ୍କାର ବିତରଣ ଉତ୍ସବରେ ନାରାୟଣ ଲୁହା ପରିଚାଳନା କରିଥିଲେ । ଅନୁଷ୍ଠାନ ସଭାପତି ବ୍ୟୋମକେଶ ପଣ୍ଡା, ଉପସଭାପତି ନାରାୟଣ ଲୁହା, ରାଜେନ୍ଦ୍ର ଜଗତ, ସବ୍ୟସାଚୀ ମିଶ୍ର,  ସମ୍ପାଦକ ଧର୍ମେନ୍ଦ୍ର ମେହର, ବାଗବର ସରପଞ୍ଚ ବ୍ୟୋମକେଶ ପଣ୍ଡା, କୃଷ୍ଣଚନ୍ଦ୍ର ମେହର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like