-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜନୀତି

ବିହାର ନିର୍ବାଚନ: ଦ୍ବିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ଆଜି ଏକା ସାଙ୍ଗରେ ୪ଟି ରାଲିକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

01-Nov-2020



ନୂଆ ଦିଲ୍ଲୀ (ପ୍ରେରଣା ଖବର) - ଆଜି ବିହାରରେ ଏକା ସାଙ୍ଗରେ ୪ଟି ସମାବେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିହାରରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ବେଳେ ଏନଡିଏ ପ୍ରାର୍ଥୀଙ୍କ ସମର୍ଥନରେ ଆଜି ରାଲି କରିବେ ପ୍ରଧାନମନ୍ତ୍ରୀ । ସେ ପ୍ରଥମେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦଙ୍କ ଅଧିକ ରାଜନନୈତିକ ପ୍ରଭାବ ଥିବା ଚାପ୍ରାଠାରୁ ସକାଳ ୧୦ ଟାରେ ରାଲି ଆରମ୍ଭ କରିବେ। ତା’ପରେ ଦିନ ୧୧.୩୦ରେ ସେ ସମସ୍ତିପୁରର ହାଉସିଂ ବୋର୍ଡ ଗ୍ରାଉଣ୍ଡରେ, ପରେ ଦିନ ୧ଟାରେ ମୋତିହାରୀର ଗାନ୍ଧୀ ମୈଦାନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ। ଏହା ସହ ଅପରାହ୍ନ ୩ଟାରେ ବାଗାହାଠାରେ ରାଲି ଶେଷ କରିବେ ପ୍ରଧାନମନ୍ତ୍ରୀ!!*ପାଟନାରେ ଥିବା ଜେଡି (ୟୁ) ସୂତ୍ର ଅନୁଯାୟୀ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମସ୍ତିିପୁର ଏବଂ ବାଗାହା ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଯୋଗଦେବେ। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଆଜି ସନ୍ଧ୍ୟାରେ ଶେଷ ହେବ। ଅକ୍ଟୋବର ୨୯ରେ, ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୫୫.୬୯ ପ୍ରତିଶତ ମତଦାତା ମତାଦାନ କରିଥିଲେ। ବିହାରର ୨୪୩ ବିଧାନସଭା ଆସନ ମଧ୍ୟରୁ ୭୧ଟି ଆସନ ପାଇଁ  ପ୍ରଥମ ପର୍ଯ୍ୟାୟରେ ମତଦାନକୁ ହୋଇଥିଲା। ବିହାର ବିଧାନସଭା ନିର୍ବାଚନ ୨୦୨୦ର ଦ୍ୱିତୀୟ ପର୍ଯ୍ୟାୟ ନଭେମ୍ବର ୩ରେ ଏବଂ ତୃତୀୟ ପର୍ଯ୍ୟାୟ ନଭେମ୍ବର ୭ ରେ ହେବ ଏବଂ ନଭେମ୍ବର ୧୦ ରେ ଭୋଟ୍ ଗଣନା କରାଯିବ!!


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like