-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୦ତମ ପ୍ରତିଷ୍ଠା ଦିବସ ପାଳିତ

30-Aug-2021



ବଲାଙ୍ଗିର,(ପ୍ରେରଣା ଖବର)ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ୬୦ତମ ପ୍ରତିଷ୍ଠା ଦିବସ ପାଳିତ ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନଠାରେ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି । ସଂଘର ସଭାପତି ହରିନାରାୟଣ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠା ଦିବସ ଅବସରରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ବଲାଙ୍ଗିର ଉପଖଣ୍ଡ ପୋଲିସ ଅଧିକ୍ଷକ ତୋଫାନ ବାଗ, ବଲାଙ୍ଗିର ପୌରନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ପ୍ରମୁଖ ଅତିଥି ଭାବେ ଯୋଗଦାନ କରି ସଂଘୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ସାମ୍ବାଦିକ ଭବନ ପରିସରରେ ଅନୁଷ୍ଠିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଅତିଥିମାନେ ବୃକ୍ଷ ରୋପଣ କରିଥିଲେ । ସଂଘର ବରିଷ୍ଠ ତଥା ପ୍ରତିଷ୍ଠାତା ସଭାପତି ସତ୍ୟନାରାୟଣ ବେହେରାଙ୍କ ୮୪ତମ ଜନ୍ମ ଦିବସ ଅବସରରେ ସାମ୍ବାଦିକ ଭବନରେ ଜନ୍ମଦିନ କେକ୍ କାଟି ସାମ୍ବାଦିକମାନେ ଶ୍ରୀ ବେହେରାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଚଳିତ ବର୍ଷ ପ୍ରତିଷ୍ଠା ଦିବସକୁ ଆଜି କେବଳ ସଂଘୀୟ ପତାକା ଉତ୍ତୋଳନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସୀମିତ ରଖାଯାଇଛି । ଆସନ୍ତା ସେପ୍ଟେମ୍ବର ୧୫ରୁ ୨୦ ତାରିଖ ମଧ୍ୟରେ କୌଣସି ଏକ ଦିବସ ସ୍ଥିର କରାଯାଇ ୬୦ତମ ପ୍ରତିଷ୍ଠା ଦିବସର ମହୋତ୍ସବ ପାଳନ କରାଯିବ ବୋଲି ସଂଘ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଆଜିର କାର୍ଯ୍ୟକ୍ରମରେ ସାଧାରଣ ସଂପାଦକ ବଳରାମ ମିଶ୍ର, ଉପସଭାପତି ଆନଂଦ ଚଂଦ୍ର ସାହୁ, ସାଂଗଠନିକ ସଂପାଦକ ଶରତ ଚନ୍ଦ୍ର ମିଶ୍ର, ସଂପାଦକ ରଂଜିତ

ବେହେରା, ପାଟଣାଗଡ଼ ଉପସଭାପତି ସଦାଶିବ ସରାଫ, ବଂଶୀଧର ସେଠ, ଗୋପବନ୍ଧୁ ଶତପଥୀ, ସୋମନାଥ ଆଚାର୍ଯ୍ୟ, ସୁଧୀର କୁମାର ପଣ୍ଡା, ନବୀନ ପଶାୟତ, ଅଭୟ ତ୍ରିପାଠୀ, ବିରେନ୍ଦ୍ର ଝାଙ୍କର, ଚନ୍ଦ୍ରଭାନୁ ମୋଲାନା, ଶିଶିରକାନ୍ତ ଶତପଥୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ସୁଧୀର ମିଶ୍ର, ମୋହନ ଅଗ୍ରୱାଲ, ମୁକେଶ  ବହିଦାର, ଶ୍ରୀବାସ ନାଏକ, ଅଭିଳାଶ ହୋତା, ଦେବାଶିଷ ମିଶ୍ର, ବିଭୂପ୍ରସାଦ ଗଡ଼ତ୍ୟା, ରାଜୀବ କୁମାର ଷଡ଼ଙ୍ଗୀ, ଚିତ୍ତରଂଜନ ମିଶ୍ର, ଲକ୍ଷ୍ମୀନାରାୟଣ ପଟ୍ଟନାୟକ, ବିଶ୍ୱଜିତ ଦାଶ, ବିଶ୍ୱଜିତ ପଟ୍ଟନାୟକ, କରୁଣାକର ପ୍ରଧାନ, ଘଟେଶ୍ୱର ମିଶ୍ର, ସୁବ୍ରତ ନାଏକ, ତରୁଣ କୁମାର ସାହୁ, ବିଜୟ କୁମାର ପ୍ରଧାନ, ଶେଖ୍ ମହମ୍ମଦ ୱାହିଦ୍‌ଙ୍କ ସମେତ ସହରର ବହୁ ସାମ୍ବାଦିକ ଯୋଗ ଦେଇଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like