-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ଶ୍ରୀ ବୃନ୍ଦାବନ ବିହାରୀ ମନ୍ଦିର ରେ ଜନ୍ମାଷ୍ଟମୀ ଉତ୍ସବ ପାଳନ

30-Aug-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ ) : ଆମ ଓଡ଼ିଆ ମାନଙ୍କ ବାରମାସରେ ତେର ପରବ ଅନୁଷ୍ଠିତ ହୋଇଥାଏ l ସେଥିମଧ୍ୟରୁ ଭାଦ୍ରଵମାସର ଶ୍ରୀ ଜନ୍ମାଷ୍ଟମୀ ଏକ ପ୍ରମୁଖ ପର୍ଵ ଅଟେ l ସୁବର୍ଣ୍ଣପୁର ଜିଲ୍ଲା ଆଜି ଠୁଁ  ଉତ୍ସବ ପାର୍ବଣ  ମୁଖର ହୋଇ ଉଠିଛି। ପୁରପଲ୍ଲୀରୁ ଆରମ୍ଭ କରି ଜିଲ୍ଲାର ସଦର ମହକୁମା ରେ ଜନ୍ମାଷ୍ଟମୀ କୁ ବହୁ ଆନନ୍ଦ ଓ ଉଲ୍ଲାସର ସହିତ ପାଳନ କରାଯାଉଅଛି। ସୋନପୁର  ବୃନ୍ଦାବନ ବିହାରୀ ମନ୍ଦିରରେ ମଧ୍ୟ ଆଜି ଏହାକୁ କୋଭିଡ ନିୟମ ରେ ନିରାଡ଼ମ୍ବର  ସହିତ ପାଳନ କରାଯାଇଛି l ସକାଳୁ ସନ୍ଧ୍ୟା ଯାଏ ମହିଳା ଭକ୍ତ ଶ୍ରଦ୍ଧାଳୁ ମାନେ ସାମାଜିକ ଦୂରତା ନିୟମ କୁ ସମ୍ମାନ ଜଣାଇ ଦର୍ଶନ କରି  ଉପବାସରେ ରହିଥିବା ଶ୍ରଦ୍ଧାଳୁ ବୃନ୍ଦ ମନ୍ଦିରରେ  ପୂଜାର୍ଚ୍ଚନା  କରିଥିଲେ l 
ବାଳଗୋପାଳ ଙ୍କୁ କ୍ଷୀର ପିଆଇବା ସହ ଫୁଲରେ ସଜ୍ଜିତ କରାଯାଇଥିଲା  ଓ ଦୋଳି ଖେଳା ଖେଳା ଯାଇ ଥିଲା, 
 ତାପରେ ଭଗବାନ କୃଷ୍ଣଙ୍କ ଆଜିର ଏହି ଭାଦ୍ରଵମାସର କୃଷ୍ଣ ଅଷ୍ଟମୀ ତିଥିରେ ରୋହିଣୀ ନକ୍ଷତ୍ରରେ ଜନ୍ମର ରହସ୍ୟ କଥାମୃତକୁ ପଠନ କରାଯିବାର ଦେଖିବାକୁ ମିଳିଥିଲା।
ଉକ୍ତ କାର୍ଯ୍ୟକ୍ରମକୁ ମନ୍ଦିରର ପୂଜକ ପଣ୍ଡିତ ରାଜେନ୍ଦ୍ର କୁମାର ମହାପାତ୍ର ପୂଜା ଅର୍ଚନା ସହ ସୁ -ପରିଚାଳନା କରିଥିବା  ବେଳେ ହେମନ୍ତ ମିଶ୍ର, ଶ୍ରୀତମ ମହାପାତ୍ର, ଜୟ ନାରାୟଣ ସାହୁ, ଅମିତ ବର୍ଦ୍ଧନ, ରାଜୁ ସାହୁ, ସଞ୍ଜୟ ମେହେର ସହଯୋଗ କରିଥିଲେ l  ଉକ୍ତ ପୂଜାର୍ଚ୍ଚନା ଆସନ୍ତା କାଲି ପର୍ଯ୍ୟନ୍ତ ଚାଲୁ  ରହିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like