-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

୮ପ୍ରମୁଖ ଦାବିନେଇ ଆସନ୍ତାକାଲି ବିନିକା କଂଗ୍ରେସ ପକ୍ଷରୁ ୧୬ପଞ୍ଚାୟତ ରେ ବିକ୍ଷୋଭ ପ୍ରଦର୍ଶନ

31-Aug-2021



 ବିନିକା:(ହିମାଂଶୁ ଶେଖର ପୁଟେଲ)- ୮ପ୍ରମୁଖ ଦାବିନେଇ ଆସନ୍ତାକାଲି ଗୁରୁବାର ବିନିକା କଂଗ୍ରେସ ତରଫରୁ ବିନିକା ବ୍ଲକ ଅଧିନସ୍ଥ ସମସ୍ତ ୧୬ଗୋଟି ପଞ୍ଚାୟତ ସମ୍ଭୁଖରେ  ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ବିନିକା ବ୍ଲକ କଂଗ୍ରେସ କମିଟି ସଭାପତି ରବୀନ୍ଦ୍ର କୁମାର ହୋତା ସୂଚନା ଦେଇଛନ୍ତି l ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ସଭାପତି ଗୌରୀ ଶ୍ୟାମ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଟିତ ଏହି ବିକ୍ଷୋଭ ପ୍ରଦର୍ଶନ ସକାଳ ୧୧ଘଣ୍ଟାରୁ ୧ଘଣ୍ଟା ପର୍ଯ୍ୟନ୍ତ କଂଗ୍ରେସ କର୍ମୀ ମାନଙ୍କ ଦ୍ଵାରା କରାଯିବା ପରେ ସ୍ଥାନୀୟ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବିଡ଼ିଓଙ୍କ ମଧ୍ୟ ବର୍ତିତାରେ ଦାବିପତ୍ର ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯିବ l ସୂଚନା ଯୋଗ୍ୟଯେ, ଚଳିତ କୋଭି ଡ-୧୯କୁ ସାମନା କରି ଅନେକ ପରିବାରଙ୍କ ଆର୍ଥିକ ସ୍ଥିତି ଦୟନୀୟ ହୋଇପଡ଼ିଥିବା ବେଳେ ସରକାରୀ ଯୋଜନା ସେମାନଙ୍କ ପାଇଁ ସାତ ସପନ ପାଲଟିଛି, ମନରେଗା ଯୋଜନା ଗରିବ ଦିନ ମଜୁରିଆ ଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବେଳେ ଜିଲ୍ଲା ପ୍ରଶାସନ ର ନିଷ୍କ୍ରିୟତା ଯୋଗୁଁ ତାହା ଠିକ ଭାବରେ କାର୍ଯ୍ୟକାରୀ ହେଉ ନ ଥିବାରୁ ଲୋକେ ବାଧ୍ୟ ହୋଇ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି,ସରକାରଙ୍କ ଆବାସ ଯୋଜନା ସ ଠିକ ଭାବେ ଚୟନ ହେଉ ନ ଥିବାରୁ ଯୋଗ୍ୟ ହିତାଧିକାରୀ ଏଥିରୁ ବାଦ ପଡୁଥିବା ଓ ଅଯୋଗ୍ୟ ହିତାଧିକାରୀଙ୍କୁ ପ୍ରୀୟପ୍ରିତି ପୋଷଣ କରି ଆବାସ ଘର ଯୋଗାଇ ଦିଆଯାଇଛି, ପ୍ରକୃତ ହିତାଧିକାରୀଙ୍କୁ ରାସନ କାର୍ଡରୁ ବଞ୍ଚିତ କରାଯାଉଛି ଯତ ଫଳରେ ସେମାନେ ଚଡା ଦରରେ ଚାଉଳ,କିରୋସିନ, ଗହମ କିଣି ଶୋଷଣର ଶିକାର ହେଉଛନ୍ତି,୬୦ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତି ଓ ବିଧବା ମହିଳା ମାନେ ଭତ୍ତା ପାଇଁ ବାରମ୍ବାର ଆବେଦନ କରି ନିରାଶ ହେଉଥିଲେ ମଧ୍ୟ ସେମାନଙ୍କ ପ୍ରତି ପ୍ରଶାସନର ଆନ୍ତରିକତା ନାହିଁ,ଯାହା ଫଳରେ ଭତ୍ତା ଟଙ୍କା ପାଇବାରୁ ଅନେକ ବୃଦ୍ଧ ବୃଦ୍ଧା ବଞ୍ଚିତ ହେଉଛନ୍ତି,ସରକାରଙ୍କ ହରିଶ୍ଚନ୍ଦ୍ର ଯୋଜନା ଶବ ସତ୍କାର ପାଇଁ ଉଦ୍ଦିଷ୍ଟ ଥିବା ବେଳେ ତାହା ମାସ ମାସ ଧରି ମିଲୁ ନ ଥିବାରୁ ଶୋକ ସନ୍ତପ ପରିବାର ଠିକ ସମୟରେ ସହା ୟତାରୁ ବଞ୍ଚିତ ହେଉଛନ୍ତି,ଗୃହ ପାଳିତ ପଶୁ ପାଳନ କରି ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଠିକ ଭାବରେ ଚୟନ କରି ଉକ୍ତ ଯୋଜନାରେ ସାମିଲ କରାଯାଉ, କୋଭି ଡ -୧୯ପରିଚାଳନା ପାଇଁ ପଞ୍ଚାୟତ କୁ ଦିଆଯାଇଥିବା ଅର୍ଥ ବିନିଯୋଗର ତଦନ୍ତ କରାଯାଇ ସର୍ବସାଧାରଣରେ ଅବଗତ କରାଯାଉ,ଗ୍ରାମ ପଞ୍ଚାୟତ ଅଧୀନ ସମସ୍ତ ଗ୍ରାମରେ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ନପୂର୍ଣ୍ଣା ଯୋଜନାରେ ସାମିଲ କରାଯାଉ,ସମସ୍ତଙ୍କୁ ପିଇବା ପାଣି,ପରିବେଶ ସ୍ବାସ୍ଥ୍ୟ କାର୍ଡ,ସ୍ୱାସ୍ଥ୍ୟବୀମା, କୋଭି ଡ ପ୍ରମାଣ ପତ୍ର ଆଦି ସମସ୍ତଙ୍କୁ ଯୋଗାଇ ଦେବାକୁ କଂଗ୍ରେସ ଦଳ ତରଫରୁ ଦାବି କରାଯାଇଛି l ତେବେ ଉପରୋକ୍ତ ସମୂହ ଦାବିପ୍ରତି ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ପଞ୍ଚାୟତ କାର୍ଯ୍ୟାଳୟକୁ ତାଲା ପକାଇ ଦିଆଯିବ ଓ ବ୍ଲକ ଅଫିସକୁ ସମ୍ପୂର୍ଣ୍ଣ ଭାବେ ଅଚଳ କରିଦିଆଯିବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like