-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ସକାଶେ ପାତାଳୀ ଶ୍ରୀକ୍ଷେତ୍ର ରୁ ବାହାରିଲା ନବାନ୍ନ ଭକ୍ଷଣ ର ନିର୍ଦ୍ଧାରିତ ସମୟ

31-Aug-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ଭାଦ୍ରବ କୃଷ୍ଣପକ୍ଷ ନବମୀ , ନନ୍ଦଉସବ ଦିବସରେ ଶ୍ରୀ ପାତାଳୀ ଶ୍ରୀକ୍ଷେତ୍ର ଟ୍ରଷ୍ଟ , କୋଟସମଲେଇ ର ଜିଲ୍ଲାର ବରିଷ୍ଟ ପଣ୍ଡିତ ମଣ୍ଡଳୀ ଙ୍କ ଦ୍ଵାରା ପାତାଳୀ ମଣ୍ଡପ ଠାରେ covid କଟକଣା କୁ ମାନି ଉଲୁଣ୍ଡା ତହସିଲଦାର ପୂର୍ଣ୍ଣ ଚନ୍ଦ୍ର ନାଏକ   ଓ ଟୁରିଷ୍ଟ ଅଫିସର୍    ବିଜୟା ନନ୍ଦ ଦଳେଇ , ସହଦେବ ମେହେର  ପ୍ରଶାସନିକ       ଅଧିକାରୀ     ଉପସ୍ଥିତ ରହି ଚତୁର୍ଦ୍ଧା ମୂର୍ତ୍ତି ଆଜ୍ଞା ମାଳ ପ୍ରାପ୍ତ କରି ଆସନ୍ତା ଗଣପର୍ବ ନୂଆଖାଇ ନବାନ୍ନ ସକାଶେ ଭାଦ୍ରବ ଶୁକ୍ଳ ପକ୍ଷ ପଞ୍ଚ୍ଚମି (ଋଷିି ପଞ୍ଚମୀ , ଶନିବାର ତା ୧୧,୦୯ ,୨୦୨୧ ଦିନ ପୂର୍ବାହ୍ନ ଘ.୧୦ :୧୮ ମିନିଟ୍ ଗତେ ୧୦:୨୯ ମୀ ମଧ୍ୟେ ପ୍ରଶସ୍ତ ତୁଳା ଲଗ୍ନେ ମିଥୁନ ନବଂ।ଶେ ଅମୃତ ସମୟେ ପଶ୍ଚିମ ଓଡ଼ିଶା ର ସମସ୍ତ ଦେବାଦେବୀ ମନ୍ଦିର ଓ ଗୃହ ଦେବଦେବୀଙ୍କ ଠାରେ ନବାନ୍ନ  ଭୋଗ ଅର୍ପଣ କରାଯିବ ଓ ନବାନ୍ନ  ଭକ୍ଷଣ କରାଯିବ । ଏହି କାର୍ଯ୍ୟକ୍ରମ ପ୍ରତି ବର୍ଷ ଚାଲୁ ରହିବ ବୋଲି ପାତାଳୀ ଶ୍ରୀକ୍ଷେତ୍ର ଟ୍ରଷ୍ଟ ର ପୂର୍ଣ୍ଣଚନ୍ଦ୍ର ପାଢ଼ୀ କହିଛନ୍ତି ଓ ଏହି ଲଗ୍ନ କୁ ସର୍ବସମ୍ମୁଖରେ ପ୍ରଭୁ  ଙ୍କ ପାଦତଳେ ଅର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲାର ଜୋତିବିଦ୍ୟା ବାଚସ୍ପତି ମେଡେନ କୁମାର ବିଶି ,ଜୋତିର୍ବିଦ ଯୋଗେନ୍ଦ୍ର ହୋତା ,ଜୋତିର୍ବିଦ ଗୁଣ ସାଗର ପଣ୍ଡା ,ଜୋତିର୍ବିଦ ଦେବାର୍ଚ୍ଚନ ଦାଶ ,ଜୋତିବିଦ୍ୟା ଭୂଷଣ ରାମକଷ୍ଣ ପଣ୍ଡା ,ଜୋତିର୍ବିଦ ମନୋ ରଂଜନ ପାଢ଼ୀ , ଚିତ୍ତ ରଂଜନ ପାଢ଼ୀ , ଭବାନୀ ଶଙ୍କର ପଣ୍ଡା , ପରମେଶ୍ୱର ମେନ୍ଦେଲି, ନଳିନୀ କାନ୍ତ ବାଘ , ଜଗନ୍ନାଥ ହୋତା , କମଲ୍ ହୋତା , ଜଗଦୀଶ କର୍ଣ୍ଣ , ଶିବ ମହାକୁର  , ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026

You Might Also Like