-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ସୁଧାସାର ଦ୍ୱିତୀୟ ସଂସ୍କରଣ ପାଇଁ ଲେଖା ଆବଶ୍ୟକ

31-Aug-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା  ବ୍ଲକ ବାଘପାଲିରେ ଆସନ୍ତା ପୌଷ ବକୁଳ ଆମାବାଶ୍ୟା ଅବସରରେ  ସିଦ୍ଧସାଧକ ଚନ୍ଦ୍ରମଣି ଦାସଙ୍କ ପବିତ୍ର ମହୋତ୍ସବ ଅନୁଷ୍ଠିତ ହେବ । ଏହି ଅବସରରେ  ଦ୍ୱିତୀୟ ସ୍ମରଣୀକା ସୁଧାସାର ପ୍ରକାଶ ପାଇବ । ଏହାକୁ ଦୃଷ୍ଟିରେ ରଖି  ପଂଚାୟତ ସମିତି ଡିଗ୍ରୀ କଲେଜରେ ଏକ ବୈଠକ ଅନୁଷ୍ଠିତ ହୋଇଛି । ଡ.ଦେବାଶିଷ ପାଣ୍ଡିଆଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ସମ୍ପାଦନା ମଣ୍ଡଳୀ ଏବଂ ଉପଦେଷ୍ଟା ମଣ୍ଡଳୀର କର୍ମକର୍ତା ମାନେ ଯୋଗ ଦେଇଥିଲେ ।  ବିଶେଷ କରି  ପତ୍ରିକାଟି କିଭଳି ଆଗାମୀ ଦିନରେ ଦୀର୍ଘସ୍ଥାୟୀ ହୋଇପାରିବ ଏବଂ ନୂତନ ଲେଖକ ମାନଙ୍କୁ କିପରି ସାମିଲ କରାଯାଇ ପାରିବ ସେଉପରେ ଆଲୋଚନା କରିବା ସହ  ସ୍ମରଣୀକା ପାଇଁ ଲେଖା ଆହ୍ୱନା କରାଯାଇଥିଲା । ଉତ୍ସାହୀ ଲେଖକ ମାନେ  ଚନ୍ଦ୍ରମଣି ଦାସଙ୍କ ଜୀବନୀ ଓ ସାହିତ୍ୟ ସମେତ ସନ୍ଥ ସାହିତ୍ୟ ବିଭିଧ ଧାରା ଉପରେ ମୌଲିକ ଓ ଗବେଷଣା ଧର୍ମୀ ଲେଖା ସିଦ୍ଧଯୋଗୀ ଚନ୍ଦ୍ରମଣୀ ମଠ ବିକାଶ ଟ୍ରଷ୍ଟ ବାଘପାଲି, ପୋ. କୋଟସମଲାଇ, ଭାୟା ବୀରମହାରାଜପୁର, ଜିଲ୍ଲା ସୁବର୍ଣ୍ଣପୁର ଠିକଣାରେ କିମ୍ବା ଚନ୍ଦ୍ରମଣୀ ମଠ ବିକାଶ ଟ୍ରଷ୍ଟ ୨୧ ଜିମେଲ ଟଡକମରେ  ସେପ୍ଟେମ୍ବର ମାସ ସେଷ ସୁଦ୍ଧା ପଠାଇବାକୁ ଆନୁରୋଧ କରାଯାଇଛି ।  ଅନ୍ୟମାନଙ୍କ ମଧ୍ୟରେ ଡ. ଅନିରୁଦ୍ଧ କୁରକୁରିଆ, କବି ଅଖୋଜ ଷାଣ୍ଢ, ଆଇନଜୀବୀ ମନୋଜ ମହାନ୍ତି, ଶିକ୍ଷକ ରାମେଶ୍ୱର ଛତ୍ରୀଆ ପ୍ରମୁଖ ବହୁ ସଦସ୍ୟ ଯୋଗ ଦେଇଥିଲେ । ଶେଷରେ ମୁକୁନ୍ଦ ଧରୁଆ ଧନ୍ୟବାଦ ଦେଇଥିଲେ ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like