-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ପାତାଲି ଶ୍ରୀକ୍ଷେତ୍ରରୁ ବାହାରିଲା ନବାନ୍ନ ଭକ୍ଷଣ ଲଗ୍ନ

31-Aug-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ପଶ୍ଚିମ ଓଡିଶାର ଅନ୍ୟତମ ପର୍ଯ୍ୟଟନ ସ୍ଥଳି ତଥା ଶ୍ରୀ ଜଗନ୍ନାଥଙ୍କ ଲୀଲା ଭୂମି ଉଲୁଣ୍ଡା ବ୍ଲକ ପାତାଲି ଶ୍ରୀ କ୍ଷେତ୍ରରେ ପଣ୍ଡିତ ମାନଙ୍କ ଦ୍ୱାରା ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ କରାଯାଇଛି । ଏହି ଅବଶରରେ ଆୟୋଜିତ ବୈଠକରେ ଉଲୁଣ୍ଡା ତହସିଲଦାର ପୁର୍ଣ୍ଣଚନ୍ଦ୍ର ନାଏକ, ଟୁରିଷ୍ଟ ଅ‘ିସର ବିଜୟାନନ୍ଦ ଦଲାଇ, ପ୍ରଶାସନିକ ଅଧିକାରୀ ସହଦେବ ମେହେର ଉପସ୍ଥିତ ରହିଥିଲେ । ଚତୁର୍ଦ୍ଧା ମୁର୍ତିଙ୍କ ଆଜ୍ଞାମାଲ ପ୍ରାପ୍ତ ପରେ ଜିଲ୍ଲାର ବରିଷ୍ଠ ପଣ୍ଡିତ ମାନଙ୍କ ଦ୍ୱାରା ନୂଆଖାଇ ଲଗ୍ନ ସ୍ଥିର କରାଯାଇଥିଲା । ଆସନ୍ତା ଭାଦ୍ରବ ଶୁକ୍ଲପକ୍ଷ ରୂଷି ପଂଚମି ଶନିବାର ୧୧.୯.୨୧ ଦିନ ପୁର୍ବାହ୍ନ ୧୦ ଘଂଟା ୧୮ ମିନିଟ ଗତେ ଓ ୧୦ ଘଂଟା ୨୯ ମିନିଟ ମଧ୍ୟେ ତୁଳା ଲଗ୍ନ ମିଥୁନ ନବାଂସେ ଅମୃତ ସମୟରେ ପଶ୍ଚିମ ଓଡିଶାର ସମସ୍ତ ଦେବା ଦେବୀ ତଥା ଗୃହ ଦେବାଦେବୀଙ୍କ ଠାରେ ନବାନ୍ନ ଭୋଗ ଅର୍ପଣ କରାଯିବ ଓ ନବାନ୍ନ ଭକ୍ଷଣ କରାଜିବ । ଲଗ୍ନ ଧାର୍ଯ୍ୟ ବୈଠକରେ ଜ୍ୟୋର୍ତିବିଦ୍ୟା ବାଚସ୍ପତି ମେଡେନ କୁମାର ବିଶି, ଜ୍ୟୋର୍ତିବିଦ ଯୋଗେନ୍ଦ୍ର ହୋତା, ଜ୍ୟୋର୍ତିବିଦ ଗୁଣାସାଗର ପଣ୍ଡା, ଜ୍ୟୋର୍ତିବିଦ୍ୟା ଦେବାର୍ଚନ ଦାସ, ଜ୍ୟୋର୍ତିବିଦ୍ୟା ଭୂଷଣ ରାମକୃଷ୍ଣ ପଣ୍ଡା, ମନରଂଜନ ପାଢୀ, ଚିତରଂଜନ ପାଢୀ, ଭବାନୀ ଶଙ୍କର ପଣ୍ଡା, ପରମେଶ୍ୱର ମେଣ୍ଡଲି, ନଲିନୀକାନ୍ତ ବାଘ, ଜଗନ୍ନାଥ ହୋତା, କମଲ ହୋତା, ଜଗଦିସ କର୍ଣ୍ଣ, ଶିବ ମହାକୁର, ମନୋଜ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ । ଟ୍ରଷ୍ଟ ସଦସ୍ୟ ପୁର୍ଣ୍ଣଚନ୍ଦ୍ର ପାଢୀ ସଂଯୋଜନା କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like