-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସ୍ୱାୟତ ଶାସନ ଦିବସ ପାଳିତ।

31-Aug-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନଏସି ତରଫରୁ ସ୍ୱାୟତ ଶାସନ ଦିବସ ୨୦୨୧ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ନିଡ଼ାମ୍ବର ଭାବରେ ପାଳନ ହୋଇଯାଇଛି। ଏହି ଅବସରରେ ଭୋର ସକାଳୁ ଡାକବାଜି ଯନ୍ତ୍ର ସହାୟତାରେ ରାମଧନୁ କରାଯାଇଥିଲା। ପରେ ବିଭିନ୍ନ ସ୍ଥାନରେ ଥିବା ସନ୍ଥକବି ଭୀମଭୋଇ , ଗୋପବନ୍ଧୁ , ଡଃ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ଏବଂ ମହାତ୍ମାଗାନ୍ଧୀ ସ୍ମୃତିସ୍ତମ୍ଭ ଠାରେ ମାଲ୍ୟାର୍ପଣ

କରାଯାଇଥିଲା । ସ୍ଥାନୀୟ ପରିଷଦ କାର୍ଯ୍ୟାଳୟରେ ଶ୍ରୀ ପବିତ୍ର ବେହେରା ରେଢ଼ାଖୋଲ ଉପଜିଲ୍ଲାପାଳ ଦ୍ଵାରା ଏନ‌ଏସି ନିର୍ବାହୀ ଅଧିକାରୀ ଓ ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା ତାପରେ କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରାରେ ବାହାରି ସଚେତନତାର ବାର୍ତା ସହ ସହର ପରିକ୍ରମା କରିବା ପରେ ସାପ୍ତାହିକ ବଜାର ଠାରେ ଏକ ସାମୁହିକ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା । ଏହି ଅବସରରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା । ଏହି ସଂପୂର୍ଣ୍ଣ କାର୍ଯ୍ୟକ୍ରମକୁ ନିର୍ବାହୀ ଅଧିକାରୀ କନିକା ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତା କରିବା ସହିତ ପରିଷଦ ସମସ୍ତ କର୍ମଚାରୀ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026

You Might Also Like