-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ରାଜ୍ୟ

ବିକାଶ ପଥରେ ଆମ ନୟାଗଡ଼ ସହର

31-Aug-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ୧୯୫୩ ମସିହାରେ ଗଠିତ ହୋଇଥିବା ନୟାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ୨୦୧୯ ମସିହା ଫେବୃୟାରୀ ୧୧ ତାରିଖରେ ପୈାର ପରିଷଦର ମାନ୍ୟତା ପାଇଛି । ଦୁଇ ବର୍ଷ ମଧ୍ୟରେ ସହର ସ୍ୱତନ୍ତ୍ର ବିକାଶ ହୋଇଛି । ନୟାଗଡ଼ରେ ୨୫ କୋଟି ଟଙ୍କା ବ୍ୟୟରେ ୨୫ କିଲୋମିଟର ପୂର୍ତ୍ତ ରାସ୍ତା ନିର୍ମାଣ କରାଯାଇଛି । ପୈାରାଞ୍ଚଳରେ ୭୮୪ ଜଣ ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ ମୋଟ ୪୯୯ ଜଣଙ୍କ ଭୂମୀ ଅଧିକାର ପ୍ରମାଣ, ୨୮୫ ଜଣଙ୍କୁ ଯୋଗ୍ୟତା ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ବିଭିନ୍ନ ସ୍ଥାନରେ କଚ୍ଚା ଘରେ ରହିଥିବା ୪୭୭ ପରିବାକୁ ଆବାସ ଯୋଜନାରେ ସାମିଲ କରାଯାଇଛି । ସେମାନଙ୍କ ମଧ୍ୟରୁ ୩୨୯ ଜଣଙ୍କ ଗୃହ ନିର୍ମାଣ କାମ ସମ୍ପୂର୍ଣ୍ଣ ହୋଇଛି । ୧୩ଟି ୱାର୍ଡ଼ରେ ୧୩ଟି ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅନୁମୋଦନ ମିଳିଛି । ଗୋଟିଏ ଗୃହ ନିର୍ମାଣ କାମ ଶେଷ ହୋଇଛି, ଅନ୍ୟ ୧୨ଟି ନିର୍ମାଣ ଚାଲିଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ୨ କୋଟି ୪୭ ଲକ୍ଷ ଟଙ୍କା ବ୍ୟୟରେ ମଳ ବିଶୋଧନ କେନ୍ଦ୍ର ନିର୍ମାଣ ହେଇ କାର୍ଯ୍ୟକ୍ଷମ ହେବାକୁ ରହିଛି । ୨ କୋଟି ୭୬ ଲକ୍ଷ ବ୍ୟୟରେ ନୂତନ ବସଷ୍ଟାଣ୍ଡ କରାଯାଉଛି । ସ୍ୱତନ୍ତ୍ର ଯାତ୍ରୀ ଅପେକ୍ଷା ସ୍ଥଳ ଏବଂ ଏକ ହୋଟେଲ ଗୃହ ପାଇଁ ପୈାର ପରିଷଦ ପକ୍ଷରୁ ୨୯ ଲକ୍ଷ ବ୍ୟୟ କରାଯାଉଛି । ୧୯ ଲକ୍ଷ ବ୍ୟୟରେ ଏକ ସୁଲଭ ଶୌଚାଳୟ , ଏକ କୋଟି ଟଙ୍କାରୁ ଉର୍ଦ୍ଧ ବ୍ୟୟରେ ୨ ଟି ମାର୍କେଟ କମ୍ପ୍ଲେକ୍ସ ରେ  ୯୦ ଟି ଦୋକାନଗୃହ  ନିର୍ମାଣ କରାଯାଇଛି । ବସଷ୍ଟାଣ୍ଡ ପରିସରରେ ପୁରୁଷ ଓ ମହିଳା ପରିଶ୍ରାଗାର, ପିଇବା ପାଣି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇ ୯୦ ପ୍ରତିଶତ କାର୍ୟ୍ୟ ସରିଛି । ସହର ମଧ୍ୟରେ ୧୧ କିଲୋମିଟର ୫ ଶହ ମିଟର ରାସ୍ତାରେ ଗ୍ରୀନ୍ ଫିଲ୍ଡି ଆଲୋକିକରଣ ବ୍ୟବସ୍ଥା ହୋଇଛି । ୭ ଶହ ୫୦ ପୋଲ ଏବଂ ଏଲଇଡି ଲାଇଟ ଲଗାଯାଇଛି । ପୁରୁଣାସହର ମଣ୍ଡାବାଗନ ପଡ଼ିଆ ମିନି ଷ୍ଟାଡିୟମକୁ ସରସ ସୁନ୍ଦର କରିବା ପାଇଁ ୨୧ ଲକ୍ଷ ବ୍ୟୟରେ ଉନ୍ନତୀ କରଣ କାର୍ୟ୍ୟ କରାଯାଇଛି । ୧୦ ଲକ୍ଷ ଟଙ୍କା ବ୍ୟୟରେ ଘାସ ଲଗାଇବା କାର୍ୟ୍ୟ କରାଯାଇଛି । ପଡ଼ିଆ ଚର୍ତ୍ତୁପାଶ୍ୱର୍ରେ ଆଲୋକୀକରଣ, ଜିମ୍ ସେଣ୍ଟର ଏବଂ ପେଣ୍ଡାଲ ନିର୍ମାଣ କରାଯାଇଛି । ୧୪ ଲକ୍ଷ ଟଙ୍କା ବ୍ୟୟରେ ବଲାଙ୍ଗୀ ପାର୍କରେ, ୫ ଲକ୍ଷ ଟଙ୍କା ବ୍ୟୟରେ ସହରର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରାଯାଉଛି । ଏହାବାଦ ପୈାର ପରିଷଦ ସହଭାଗିତାରେ ବିଶ୍ୱ ସ୍ତରୀୟ ବଲାଙ୍ଗୀ ପାର୍କ ନିର୍ମାଣ କରାଯାଉଛି । ଦକ୍ଷିଣକାଳୀ, ଜଗନ୍ନାଥମନ୍ଦିର ଏବଂ ଗୋପୀନାଥ ମନ୍ଦିର ଉନ୍ନତୀକରଣ କରାଯାଇଛି । ସାଗରପୋଖରୀ, ରାମେଶ୍ୱର ପୋଖରୀର ମଧ୍ୟ ଉନ୍ନତୀକରଣ କାର୍ଯ୍ୟ କରାଯାଇଛି । ଦେବତ୍ତୋର କଲୋନୀରେ ୧ ହଜାର ୩୮ ମିଟର ଡ୍ରେନ୍ ନିର୍ମାଣ କରାଯାଇଛି । ରାଜ୍ୟ ସରକାରଙ୍କ ଡ୍ରେନଜ୍ ବିଭାଗ ସହଯୋଗରେ ୪ କୋଟି ୩୨ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି । ଆଗାମୀ ଦିନରେ ପୈାର ପରିଷଦ ୧୦ ନଂ ୱାର୍ଡ଼ ଏବଂ ବଲାଙ୍ଗୀ ପାର୍କ ଡ୍ରେନ ନିର୍ମାଣ କରିବା ପାଇଁ ପ୍ରସ୍ତୁତି ଶେଷ କରିଛି । ଏଥିପାଇଁ ୫ କୋଟି ୬ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like