-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ- ଜମି, ଭିତ୍ତିଭୂମି ସମ୍ପର୍କରେ ସାଂସଦ-କୁଳପତି-ପୁରାତନ ଛାତ୍ରନେତାଙ୍କ ଆଲୋଚନା 

01-Sep-2021



ବଲାଙ୍ଗୀର,(ପ୍ରେରଣା ଖବର)- ବଲାଙ୍ଗୀର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ମଙ୍ଗଳବାର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପରିଦର୍ଶନରେ ଯାଇଥିଲେ । ସେଠାରେ ବିଶ୍ୱବିଦ୍ୟାଳୟର ଜମିପଟ୍ଟା ଓ ଭିତ୍ତିଭୂମିକୁ ନେଇ କୁଳପତି ପ୍ରଫେସର ଡ. ଉମାବଲ୍ଲଭ ମହାପାତ୍ର ଓ ପୁରାତନ ଛାତ୍ର ସଙ୍ଗଠନ ପ୍ରତିନିଧି ମଣ୍ଡଳୀ ସହ  ଆଲୋଚନା କରିଥିଲେ । ରାଜେନ୍ଦ୍ର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨ (ବି) ସ୍ୱୀକୃତି ଏଯାଏଁ ମିଳିନାହିଁ । ଏହି ସର୍ତ୍ତବଳୀ ପୂରଣ କରିବା ଦିଗରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ କୁଳପତି-ସାଂସଦ ଓ ପୁରାତନ ଛାତ୍ର ସଙ୍ଗଠନ ପ୍ରତିନିଧି ମଣ୍ଡଳୀର ଆଲୋଚନା ହୋଇଥିଲା । ଛାତ୍ର ପ୍ରତିନିଧି ମଣ୍ଡଳୀରେ ଅସୀମ ପଟ୍ଟନାୟକ, ଆଡଭୋକେଟ୍ ଭବାନୀ ଶଙ୍କର ଶତପଥି, ଜିଲା ଓକିଲ ସଂଘ ସଭାପତି ପ୍ରବୀଣ ମିଶ୍ର, ଅଧ୍ୟାପିକା ସୁରାଲି ମହାନ୍ତି, ପ୍ରଭାସ ପାଣିଗ୍ରାହୀ, ରତନ ମହାରଣା, ଧର୍ମେନ୍ଦ୍ର ପ୍ରସାଦ ନନ୍ଦ, ଶିବାଜୀ ମହାନ୍ତି ଉପସ୍ଥିତ ରହି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜମିପଟ୍ଟା, ଆବଶ୍ୟକ ଜମି ଓ ଭିତ୍ତିିଭୂମି ବିକାଶ ସହ ଷ୍ଟାଫ୍ ନିଯୁକ୍ତି ଉପରେ ଆଲୋଚନା ହୋଇଥିଲା । ବିଶ୍ୱବିଦ୍ୟାଳୟ ଜମିରେ ଥିବା ଜବରଦଖଲ ଉଚ୍ଛେଦ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇଥିଲା । ଏହା ସହିତ ଏହି ଶିକ୍ଷାନୁଷ୍ଠାନକୁ ଏକ ଉତ୍କର୍ଷ ବିଶ୍ୱସ୍ତରୀୟ ଶିକ୍ଷାନୁଷ୍ଠାନରେ ପରିଣତ କରିବା ଦିଗରେ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଆଲୋଚନା କରିବେ ବୋଲି ସାଂସଦ ଶ୍ରୀମତୀ ସିଂଦେଓ ପ୍ରତିଶ୍ରୁତି ଦେଇଥିଲେ । ରାଜ୍ୟ ସରକାର ଓ ଜିଲା ପ୍ରଶାସନ ଆବଶ୍ୟକ ଜମି ଯୋଗାଇଦେଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨ (ବି) ଅନୁମୋଦନ ପାଇଁ ଉଦ୍ୟମ କରାଯିବ ବୋଲି କହିଥିଲେ । ଏହି ଶିକ୍ଷାନୁଷ୍ଠାନରେ ଏକ ବିଜ୍ଞାନ ଓ କାରିଗରୀ ହବ୍‌, ଅତ୍ୟାଧୁନିକ ଇ-ଲାଇବ୍ରେରୀ ଖୋଲିବା ଦିଗରେ କେନ୍ଦ୍ର ସୂଚନା ପ୍ରୟୁକ୍ତି ମନ୍ତ୍ରୀଙ୍କ ସହ ଆଲୋଚନା କରିବାକୁ ସାଂସଦଙ୍କୁ ଅନୁରୋଧ କରାଯାଇଥିଲା । ଏହି ଆଲୋଚନା ସମୟରେ କୂଳସଚିବ ପ୍ରଫେସର ଦୁର୍ଗାପ୍ରସନ୍ନ ମହାପାତ୍ର ତଥା ପୂର୍ବତନ ଛାତ୍ରନେତା ଅନନ୍ତ ଦାଶ, ଚିତ୍ତ ରଂଜନ ମିଶ୍ର, ସୁରମୟ ମିଶ୍ର, ଅନିଲ ପାଣିଗ୍ରାହୀ, ଦିନେଶ ଶର୍ମା, ପିତାମ୍ବର ଖମାରି ପ୍ରମୁଖ ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟ ପାଇଁ ଏକ ମାଷ୍ଟରପ୍ଳାନ୍ ପ୍ରସ୍ତୁତ କରିବାକୁ ସାଂସଦ ସିଂଦେଓ କୁଳପତିଙ୍କୁ ପରାମର୍ଶ ଦେଇଥିଲେ । କୁଳପତି ପ୍ରଫେସର ମହାପାତ୍ର ବିଶ୍ୱବିଦ୍ୟାଳୟର ଉନ୍ନତି ସଂକ୍ରାନ୍ତରେ ସାଂସଦ ଓ ପୁରାତନ ଛାତ୍ରଙ୍କ ସହଯୋଗ ଲୋଡିଥିଲେ । ସୂଚନାଯୋଗ୍ୟ ଯେ ବିଶ୍ୱ ବିଦ୍ୟାଳୟର ଜମି ସମସ୍ୟାକୁ ନେଇ ପୂର୍ବତନ ଛାତ୍ରଙ୍କ ଏକ ପ୍ରତିନିଧି ମଣ୍ଡଳି ପୂର୍ବରୁ ସାଂସଦ ଶ୍ରୀମତୀ ସିଂଦେଓଙ୍କ ସହିତ ଆଲୋଚନା କରିଥିଲେ ଓ ବିଶ୍ୱ ବିଦ୍ୟାଳୟ ପରିଦର୍ଶନ କରିବା ନିମନ୍ତେ ଅନୁରୋଧ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like