-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

କରୋନା ଯୋଦ୍ଧା ସମ୍ମାନ ଓ କରୋନା ସତେତନତା ଓ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ

01-Sep-2021



ବରଗଡ଼(ପ୍ରେରଣା ଖବର) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଗୋଡଭଗା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ କରୋନା ସଚେତନତା ଓ କରୋନା ଯୋଦ୍ଧା ସମ୍ମାନ ସହ ମାକ୍ସ ଓ ସାନିଟାଇଜର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମକୁ ସରସ୍ୱତୀ ଶିଶୁ ମନ୍ଦିର ର ପ୍ରଧାନ ଆଚାଯ୍ୟ ପରିଚାଲନା କରିଥିବା ବେଲେ, ମୁଖ୍ୟ ଅତିଥି ଭାବେ ସୁଷମା ସାହୁ, ଯୋତିମୟୀ ନାଏକ, ଓ ଅନୁଷ୍ଠାନ ର ସଭାପତି  ମୁକୁନ୍ଦ ଦାଶ କାର୍ଯକ୍ରମରେ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ସଚେତନତା କରିବା ସହ ମାକ୍ସ ଓ ସାନିଟାଇଜର ବଣ୍ଟନ କରିଥିଲେ ଏହି ଅବସରରେ ମହାମାରୀ ସମୟରେ ନିଜକୁ ବାଜି ଲଗାଇ ଲୋକଙ୍କ ସେବା ପାଇଁ 3 ଜଣ ସମାଜସେବୀଙ୍କୁ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ କରାଯାଇଥିଲା l ସେମାନେ ହେଲେ ଜଣା ଶୁଣା ସାମାଜିକ କର୍ମୀ ମନଜିତ କୈର (ଚାଚି), ଆଦର୍ଶ ମହିଳା ସରପଞ୍ଚ କୁମେଲସିହା ତଥା ସମାଜସେବୀ ଓ କରୋନା ଯୋଦ୍ଧା ଶ୍ରୀମତି ୟୋତିମୟି ନାଏକ ଓ କବିତା ମାଧ୍ୟମରେ ସଚେତନତା ପାଇଁ ସୁଶାନ୍ତ କୁମାର ଶତପଥୀ ଙ୍କୁ ଅନୁଷ୍ଠାନ ପକ୍ଷରୁ ମାନପତ୍ର ସହ ପୁଷ୍ପ ଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା। ଏହା ସହିତ ଟିକା କରଣ ବିଷୟରେ ସମସ୍ତଙ୍କୁ ସତେତନତା କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ବାଳକୃଷ୍ଣ ସାହୁ, ସମସ୍ତ ଗୁରୁ ମା ଓ ଶିକ୍ଷକ ମାନେ କାଯ୍ୟକ୍ରମରେ ସହଯୋଗ କରିଥିଲେ। ପ୍ରକାଶ ଥାଉକି ଜନ କଲ୍ୟାଣ

ସେବା ଟ୍ରଷ୍ଟ ପକ୍ଷରୁ  ୬ଟି ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ସହ ମହାବାଦ୍ୟାଲୟ ମାନଙ୍କରେ ସତେତନତା ସହ ମାକ୍ସ ଓ ସାନିଟାଇଜର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଅନୁଷ୍ଠାନ ପକ୍ଷରୁ ବରଗଡ ଜିଲ୍ଲାର ଅନେକ ଗୁଡ଼ିଏ ସ୍ଥାନ ମାନଙ୍କକରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସୂଚନା ପ୍ରଦାନ କରିଛନ୍ତି ଅନୁଷ୍ଠାନ ର ପ୍ରତିଷ୍ଠାତା ତଥା ସଭାପତି ମୁକୁନ୍ଦ ଦାଶ। 
 
 
 
 
 
 
ଆଗାମୀ ଦିନରେ ବରଗଡ଼ ଜିଲ୍ଲା ର ଅନେକ ବିଦ୍ୟାଲୟ ମାନଙ୍କରେ ଏକ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ ଅନୁଷ୍ଟିତ ହେବ ବୋଲି ମଧ୍ୟ ଡଃ ଅଜିତ କୁମାର ନାଥ ସୂଚନା ପ୍ରଦାନ କରିଛନ୍ତି। ଶେଷରେ ଶିଶୁ ମନ୍ଦିର ର ସଭାପତି ଶ୍ରୀ ସୁଶାନ୍ତ କୁମାର ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like