-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

୮ପ୍ରମୁଖ ଦାବିନେଇ ଆଜି ବିନିକା କଂଗ୍ରେସ ପକ୍ଷରୁ ୧୬ପଞ୍ଚାୟତରେ ବିକ୍ଷୋଭ ପ୍ରଦର୍ଶନ ଓ ଦାବିପତ୍ର ପ୍ରଦାନ

01-Sep-2021



ବିନିକା(ହିମାଂଶୁ ଶେଖର ପୁଟେଲ)- ଆବାସ ଯୋଜନାରେ ପ୍ରକୃତ ହିତାଧିକାରୀ ସାମିଲ        ନହେବା,ଖାଉଟି କାର୍ଡରୁ ଗରିବ ବଞ୍ଚିତ,ବାଟବଣା ହରିଶ୍ଚନ୍ଦ୍ର ଯୋଜନା,ୟୁରିଆ ସାର ଦୁର୍ନୀତି ଆଦି ଅନେକ ପ୍ରସଙ୍ଗରେ ଆଜି ବିନିକା କଂଗ୍ରେସ ତରଫରୁ ବ୍ଲକର ୧୬ ପଞ୍ଚାୟତରେ ୧୧ଟା ରୁ ୧ଘଣ୍ଟା ପର୍ଯ୍ୟନ୍ତ ବିକ୍ଷୋଭ କରାଯିବା ସହ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବିଡ଼ିଓଙ୍କ ମଧ୍ୟବର୍ତିତାରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରା ଯାଇଛି l ବିନିକା ବ୍ଲକ କଂଗ୍ରେସ କମିଟି ସଭାପତି ରବୀନ୍ଦ୍ର କୁମାର ହୋତାଙ୍କ ପରିଚାଳନା ଓ ପଞ୍ଚାୟତ ସ୍ତରୀୟ ସଭାପତିଙ୍କ ନେତୃତ୍ୱରେ ଏହି ବିକ୍ଷୋଭ ପ୍ରଦର୍ଶନ ରେ ବହୁ କଂଗ୍ରେସ  ଓ ସରକାରୀ ଯୋଜନାରୁ ବଞ୍ଚିତ ହିତାଧିକାରୀ ସାମିଲ ହୋଇଥିଲେ lଅନୁଷ୍ଠିତ ଏହି ବିକ୍ଷୋଭ ପ୍ରଦର୍ଶନରେ ୧୬ପଞ୍ଚାୟତ ଯଥା ମହାଦେବପାଲି କଂଗ୍ରେସ ସଭାପତି ମୁରଲୀ କର୍ମୀ, ସେଲେଡୀର ରାଧାମୋହନ ଭୋଇ,ବାଉଶୁନିର ଘୁଣ୍ଡୁ ଭୋଇ, ମହଦାର ସୁରଥ ପ୍ରଧାନ,କୈନ୍ତରାର ବୃନ୍ଦାବନ ଥପା,କୁହିବାହାଳର ନାରାୟଣ ସାହୁ,ମେଘେଲାର ଶଶିଭୂଷଣ ସାହୁ,ଯୁଲୁଣ୍ଡାର ନାରାୟଣ ସାହୁ,ସିଲାତିର ବିନୋଦ ବିହାରୀ ସା,ସଙ୍କରାର ମନୁ ଶତପଥୀ,ଚାରଦାର ତ୍ରିଲୋଚନ

ବାରିକ,ଭଣ୍ଡାରର ନାଗେଶ୍ଵର ବାଘ,ସିଂହିଯୁବାର ହାରିଚରଣ ମିଶ୍ର,ସିନ୍ଦୂର ପୂରର ରାଜି ସାହୁ,ବଞ୍ଜିଘିରିଦିର ସୀତା ସାହୁ,ବାବୁପାଲିର ହୃଷୀକେଶ ମହାନନ୍ଦ ପ୍ରମୁଖ ସଭାପତିଙ୍କ ନେତୃତ୍ୱରେ ନିଜ ନିଜର ପଞ୍ଚାୟତରେ ବହୁ କଂଗ୍ରେସ କର୍ମୀ ସାମିଲ ହେବା ସହ ଯୁବନେତା ପ୍ରଦୀପ ସେଠୀ,ବରିଷ୍ଠ ନେତା ନରେନ୍ଦ୍ର ପଣ୍ଡା,ନରେନ୍ଦ୍ର ସାହୁ,ସୁମନ୍ତ ସାହୁ,ସପନେଶ୍ଵର୍ ପୃଷ୍ଟି,ବିଜୟ ଭୋଇ ଓ ସରକାରୀ ଯୋଜନାରୁ ବଞ୍ଚିତ ହିତାଧିକାରୀ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like