-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ : ବ୍ୟାଙ୍କ କର୍ମଚାରୀଙ୍କ ମନମାନୀ: ଜନସାଧରଣ ଅତିଷ୍ଟ, କାର୍ଯ୍ୟାନୁଷ୍ଠାନ ଦାବି

01-Sep-2021



ଟିଟିଲାଗଡ଼,  (ପ୍ରେରଣା ଖବର) : ସରକାରୀ ସ୍ୱୀକୃତି ପ୍ରାପ୍ତ ଘରୋଇ ବ୍ୟାଙ୍କ ଗୁଡ଼ିକରେ ସଠିକ ସୁବିଧା ସମସ୍ତ ଗ୍ରାହକଙ୍କୁ ପ୍ରଦାନ କରାଯିବା ନିୟମ ରହିଥିବା ବେଳେ ଏହାର ଏହି ଟିଟିଲାଗଡ଼ରେ ସମ୍ପୂର୍ଣ୍ଣ ଉଲଂଘନ କରାଯାଇ ଅସୁଥିବା  ନେଇ ଅସନ୍ତୋଷ ବୃଦ୍ଧି ପାଉଛି । ପ୍ରକାଶ ଯେ, ବିଭିନ୍ନ ଯୋଜନା କ୍ରମେ ସାଧାରଣ  ଚେକ ଜମା ବ୍ୟାଙ୍କରେ କରୁଥିବା ବେଳେ ବିନା କୌଣସି କାରଣରେ ମନଇଚ୍ଛା ଦିନ ଗଡେଇ ଚାଲିଥିବା ତଥା ନୂତନ ବ୍ୟାଙ୍କ ଆକାଉଣ୍ଟ ଖୋଲିବା, ଚେକ ବହି, ଏଟିଏମ ପ୍ରଦାନ, ତଥା ଟଙ୍କା ଉଠାଣ ଓ ଜମା ସହ ବିଭିନ୍ନ ଋଣ 

ପ୍ରଦାନ ଆଦି କ୍ଷେତ୍ରରେ ସମ୍ପୂର୍ଣ୍ଣ ଅବହେଳା କରୁଥିବା ଅଭିଯୋଗ ହୋଇଛି । ଏହି ସହରରେ ଥିବା କର୍ପୋରେସନ ବ୍ୟାଙ୍କ ରେ ଥିବା କର୍ମଚାରୀ ମାନେ ନିଜ ସ୍ଥାନରେ ନ ରହି ମନଇଛା ନିଜ କାଉଣ୍ଟର ଛାଡି ଲୋକଙ୍କୁ ଜଗେଇ ଚାଲିଯିବା,ତଥା କର୍ମଚାରୀ ନିଜ ମଧ୍ୟରେ କଥା,ବାର୍ତା କରି ସମୟ ଗଡେଇ ଚାଲିଥିବା ଓ ଧାଡିରେ ଜଗିରହି ଥିବା ଲୋକଙ୍କୁ ଲିଙ୍କ ଫେଲ ଥିବା,ତଥା ଅନ୍ୟ ବିଭିନ୍ନ ଆଳରେ ଦୂର,ଦୁରାନ୍ତ ଆସି ଥିବା ଲୋକଙ୍କୁ ଫେରାଇବା ଅଭିଯୋଗ ହୋଇଛି । ଏପରି କି ଦୁର୍ବ୍ୟବହାର ତଥା ଆଖ, ପାଖ ଗ୍ରାମାଞ୍ଚଳର ସରଳ ଲୋକଙ୍କୁ ଗାଳି, ଗୁଲଜ କରାଯାଉଥିବା ଅଭିଯୋଗ ହୋଇଆସୁଛି । ଏ ନେଇ ଉଚ୍ଚ କର୍ତ୍ତୃପକ୍ଷ ଙ୍କୁ ଲିଖିତ ଅଭିଯୋଗ ସତ୍ୱେ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ ନ କରିବା ଅଭିଯୋଗ ହୋଇଆସୁଛି । ପ୍ରକାଶ ଯେ,ରୋଜିନା ବିବି ନାମ୍ନୀ ଜଣେ ମହିଳା ତାଙ୍କର ଏକ ଚେକ ୨୦ ଦିନ ଧରି ଉକ୍ତ ବ୍ୟାଙ୍କ ରେ ଜମା କରିଥିବା ବେଳେ ତାଙ୍କ ଲିଙ୍କ ଫେଲ,ଷ୍ଟାଫ କମ ଅଛନ୍ତି,ମେନେଜର ଙ୍କ ଦସ୍ତଖତ ହୋଇନି କହି ତାଙ୍କୁ ଓ ତାଙ୍କ ସ୍ବାମୀ ଙ୍କୁ ହଇରାଣ କରିଆସୁଥିବା ଓ ଅଭିଯୋଗ କରି ସୁଦ୍ଧା କିଛି ସୁଫଳ ନ ମିଳିବା ପ୍ରକାଶ କରିଛନ୍ତି । ସେହିପରି ଗତ ମଙ୍ଗଳବାର ବ୍ୟାଙ୍କ କର୍ମଚାରୀ ନିଜ କାଉଣ୍ଟର ଛାଡ଼ି ଲୋକଙ୍କୁ ଜଗେଇ ଦୀର୍ଘ ସମୟ ଧରି ଧରି ଚାଲିଯାଇ ଥିବା ବେଳେ ଅସମ୍ଭାଳ ଭିଡ଼ ସହ ଠେଲା, ପେଲା ସହ ଧସ୍ତାଧସ୍ତି ହୋଇଯାଇଥିଲା । କୋଭିଡ ନିୟମ ଅନୁଯାୟୀ ମାସ୍କ ସେନିଟାଇଜର,ପିଇବା ପାଣି ତଥା ମହିଳା ଓ ପୁରୁଷଙ୍କ ସ୍ୱତନ୍ତ୍ର ଧାଡି ବ୍ୟବସ୍ଥା ନାହିଁ । ସେହିପରି ମାସିକ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ,ବିକଳାଙ୍ଗ ଭତ୍ତା 

ସ୍ଥାନୀୟ ମୁନିସିପାଲଟି ତରଫରୁ ଚେକ ଜରିଆରେ ଜମା କରାଯାଉ ଥିବା ବେଳେ ୧୫ ଦିନରୁ କୋଡିଏ ଦିନ ପର୍ଯ୍ୟନ୍ତ ଦିନ ଗଡେଇବା ଯୋଗୁଁ ଅକଥନୀୟ ଦୁର୍ଦ୍ଦଶା ର ଶିକାର ହେଉଛନ୍ତି । ଏ ନେଇ ତୁରନ୍ତ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଉପଭୋକ୍ତା  ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like