-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଆଇଓସିଏଲ ଫାଟକ ସମ୍ମୁଖରେ ଟ୍ରକ ମାଲିକ ସଂଘର ଧାରଣା

01-Sep-2021



ଜଗତସିଂହପୁର(ନୃସିଂହ ବାରିକ) :-ଭାରତୀୟ ତୈଳ ନିଗମର ପାରାଦ୍ବୀପ ତୈଳ ବିଶୋଧନାଗାର ପ୍ରକଳ୍ପ ଟ୍ରକ ପରିବହନ ବନ୍ଦ କରିଥିବାରୁ ଟ୍ରକ ମାଲିକମାନେ ଆର୍ଥିକ ଅନାଟନ ମଧ୍ୟରେ ଦିନ କାଟୁଛନ୍ତି । ପୁନଶ୍ଚ ଟ୍ରକ ପରିବହନ ଚାଲୁ ରଖିବା ପାଇଁ କମ୍ପାନୀକୁ ଲିଖିତ ଅନୁରୋଧ କରିଥିଲେ । ମାତ୍ର କମ୍ପାନୀ ଏହାକୁ ଗୁରୁତ୍ୱ ନଦେବାରୁ ପାରାଦ୍ବୀପ ଟ୍ରକ ମାଲିକ ସଂଘ, ଜଗନ୍ନାଥ ଟ୍ରକ ମାଲିକ ସଂଘ ଏବଂ ଜଗତସିଂପୁର ଟ୍ରକ ମାଲିକ ସଂଘ ମିଳିତ ଭାବେ ପ୍ରତିବାଦ  ସ୍ବରୂପ ମଙ୍ଗଳବାରଠାରୁ ଧାରଣାରେ ବସି ରହିଛନ୍ତି । ସୂଚନା ଯୋଗ୍ୟ ଆଇଓସିଏଲ କମ୍ପାନୀ ଯେବେଠୁ ପେଟ୍ରୋ କୋକ୍ ଉତ୍ପାଦନ ଆରମ୍ଭ କଲା ଦୈନିକ ୩୦୦ ରୁ ୪୦୦ ଟ୍ରକ ରୋଡ ପରିବହନ ପାଇଁ

ଆବଶ୍ୟକ କରୁଥିଲା। ଏଥିପାଇଁ ନୂତନ ଟ୍ରକ ନେସନାଲ୍ ପରମିଟ ଥାଇ ଯୋଗାଇ ଦେବାକୁ କହିଲା। କାରଖାନା ପାଇଁ ଜମି ହରାଇ ଥିବା ଚାଷୀ ପରିବାରର ଯୁବକମାନେ ବ୍ୟାଙ୍କ ଲୋନ୍ ରେ ନୂଆ ଟ୍ରକ କିଣି କମ୍ପାନୀ ପରିବହନରେ ଲଗାଇଲେ । ସବୁକିଛି ସ୍ବଭାବିକ ଥିଲା। ପରବର୍ତ୍ତୀ ସମୟରେ ରେଲ ସଂଯୋଗ କମ୍ପାନୀର ହେବାରୁ ରେଲ ପରିବହନ ଉପରେ ଅଧିକ ଗୁରୁତ୍ୱ ଦେଲା ଆଇଓସିଏଲ । ତଥାପି ପ୍ରତି ମାସରେ ୭୦/୮୦ ହଜାର ମେଟ୍ରିକ ଟନ୍ ରୋଡ ପରିବହନ ଅକସନ କମ୍ପାନୀ କରୁଥିଲା । କରୋନା ମହାମାରୀରେ ୨୦୨୦ ମସିହା ମାର୍ଚ୍ଚ ମାସରୁ ଟ୍ରକ ପରିବହନ ବନ୍ଦ ରଖିଛି । କମ୍ପାନୀ କର୍ତ୍ତୃପକ୍ଷ ପୂର୍ବାପେକ୍ଷା ରୋଡ ଅକସନ କରି ମାସିକ ୭୦/୮୦ ହଜାର  ମେଟ୍ରିକ ଟନ୍ ପେଟ୍ରୋ କୋକ୍ ପରିବହନ ସୁଯୋଗ ଦିଅନ୍ତୁ ବୋଲି ଟ୍ରକ ମାଲିକ ସଂଘ ଦାବୀ କରୁଛି । କମ୍ପାନୀ ଏହି ଦାବୀ ମାନି ନନେଲେ ପାରାଦ୍ବୀପର ୩ ଟି ଟ୍ରକ ମାଲିକ ସଂଘ ଧାରଣାରୁ ଓହରିବ ନାହିଁ ବୋଲି ପିଟିଏ ର ସଭାପତି ଶୈଳ ଜେନା ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like